ଅନୁଗୋଳ

ଠାକୁରଗଡ଼ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ : ଡାକ୍ତର ନିଯୁକ୍ତି ପାଇଁ ବିଧାୟକଙ୍କୁ ଦାବିପତ୍ର

ବଇଣ୍ଡା,୧୫।୬(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଘୋର ସମସ୍ୟା ଦେଇ ଗତି କରୁଛି। ଡାକ୍ତର ପଦବୀ ଖାଲି ପଡ଼ିଥିବା ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଏକ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି କରିବା ସହ ଏକ ୧୦୮...

ରେଳଯାତ୍ରୀଙ୍କ ସୁରକ୍ଷା ନେଇ ଟୋଲ୍‌ ଫ୍ରି ନମ୍ବର ଜାରି

ବଅଁରପାଳ,୧୫।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଳଷ୍ଟେଶନଠାରେ ରେଳଯାତ୍ରୀଙ୍କୁ ସଚେତନତା କରାଇବା ପାଇଁ ଶନିବାର ପୋଲିସ ପକ୍ଷରୁ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଏହା ସହ ଏକ ଟୋଲ୍‌ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛି। ଯଦି କୌଣସି ଯାତ୍ରୀ ମହିଳା ବା...

ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା:କର୍ତ୍ତୃପକ୍ଷ ଧ୍ୟାନ ନ ଦେଲେ ରାଜରାସ୍ତାକୁ ଓହ୍ଲାଇବ ଚାଷୀ ସଂଘ

ଛେଣ୍ଡିପଦା,୧୫।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଶୀତଳୀକରଣ କେନ୍ଦ୍ର କ୍ଷୀର ଚାଷୀଙ୍କଠାରୁ କ୍ଷୀର ନେବା ସହିତ ୧୦ ଦିନରେ ଥରେ ଚାଷୀଙ୍କୁ ପଇସା ଦେଇଥାଆନ୍ତି। ମାତ୍ର ଓମ୍‌ଫେଡ୍‌ କର୍ତ୍ତୃପକ୍ଷ ଏହି କ୍ଷୀରକୁ ନିମ୍ନମାନର ଦର୍ଶାଇବା ସହିତ ଓଜନରେ ମଧ୍ୟ ଠକୁୁଥିବା ଚାଷୀମାନେ...

ଅବ୍ୟବସ୍ଥାରେ ବଅଁରପାଳ ପ୍ରାଣୀ ଚିକିତ୍ସା କେନ୍ଦ୍ର:ନିରୀକ୍ଷକ, ସହାୟକ ପଦବୀ ଖାଲି

ବଅଁରପାଳ, ୧୫ା୬ (ଡି.ଏନ୍‌.ଏ)ପ୍ରାଣୀ ସମ୍ପଦର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ଅନେକ ସମୟରେ ଗୃହ ଓ ଯନ୍ତ୍ରପାତି ନିଅଣ୍ଟ ସହ କର୍ମଚାରୀ ଅଭାବ ଯୋଗୁ ପ୍ରାଣୀଙ୍କ ଚିକିତ୍ସାରେ ବାଧା ସୃଷ୍ଟି ହେଉଛି,...

ଆହତ ହାତୀର ଚିକିତ୍ସା କରୁନି ବନବିଭାଗ

ବନ୍ତଳା, ୧୫ା୬(ଡି.ଏନ.ଏ.)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଲବଙ୍ଗୀ ବିଟ ଜୋକୁବୁ ନାଳ ନିକଟରେ ଏକ ଅଣ୍ଡିରା ହାତୀ ଆହତ ଅବସ୍ଥାରେ ବୁଲୁଛି। ଏହାର ଶରୀରରେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି। ହାତୀଟି ସେହି ଅଞ୍ଚଳରେ ବୁଲୁଥିଲେ...

ଜରୁରୀ ସେବାରେ ଏନ୍‌ଜେନର ମନମାନି:ସନ୍ଦେହରେ ପ୍ରଶାସନର ନୀରବତା

ତାଳଚେର, ୧୫ା୬(ମନୋଜ ନନ୍ଦ)କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବି କରି ତାଳଚେର ବିଦ୍ୟୁତ୍‌ ସବ୍‌ଡିଭିଜନ ଚାଇଁପାଳ ଅଧୀନରେ କାର୍ଯ୍ୟ କରୁଥିବା ଏନ୍‌ଜେନର ୩୯୩ କର୍ମଚାରୀ ଏପ୍ରିଲ ୨୨ରୁ ଆନ୍ଦୋଳନରେ ବସିଛନ୍ତି। ଫଳରେ ରକ୍ଷଣାବେକ୍ଷଣଠାରୁ ମରାମତି ଯାଏ କୌଣସି...

ରାଧାସାହିରେ ଯୁବକଙ୍କୁ ହତ୍ୟା ଘଟଣା: ପୂର୍ବଶତ୍ରୁତାରୁ ଗଳା କାଟିଥିଲେ ପିଉସା

ପାଲଲହଡ଼ା, ୧୪ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଈଶ୍ୱରନଗର ପଞ୍ଚାୟତ ରାଧାସାହି ଗ୍ରାମରେ ଗତ ମଙ୍ଗଳବାର ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର ପ୍ରଶ୍ନ ନାୟକଙ୍କୁ ଗଳାକାଟି ତାଙ୍କ ପିଉସା ହତ୍ୟା କରିଥିବା...

ପ୍ରେମିକଙ୍କ ସହ ଯିବାକୁ ଜିଦ୍‌ ଧରିଲେ ମହିଳା; ବଜାର ଉପରେ ସ୍ବାମୀ ହଟହଟା

ଅନୁଗୋଳ ଅଫିସ, ୧୪।୬- ରଜ ପାଇଁ ସ୍ବାମୀଙ୍କ ସହ ଅନୁଗୋଳ ବଜାରକୁ କିଣାକିଣି କରିବାକୁ ଆସିଥିବା ଜଣେ ମହିଳା ପ୍ରେମିକଙ୍କ ସହ ଯିବାକୁ ଜିଦ୍‌ ଧରିବା ଘଟଣା ଗୁରୁବାର ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ଏଥିଯୋଗୁ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ସମ୍ପୃକ୍ତ...

ତଳମୂଳରେ ହାତୀପଲ, ଲୋକେ ଆତଙ୍କିତ

ବଅଁରପାଳ,୧୩ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଓ ମହୀଧରପୁର ଅଞ୍ଚଳକୁ ବୁଧବାର ରାତିରୁ ୧୭ଟି ହାତୀ ପଳାଇ ଆସିଛନ୍ତି। ହାତୀପଲକୁ ଦେଖି ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ହାତୀପଲ ଲୋକଙ୍କ ବାଡ଼ି ବଗିଚାରେ ପଶି ବ୍ୟାପକ କ୍ଷତି ଘଟାଇଛନ୍ତି।...

ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଛେଣ୍ଡିପଦା,୧୩।୬(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମ ନିକଟରେ ବୁଧବାର ଏକ ଟାଟା ମ୍ୟାଜିକ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଆରୋହୀ ଜରପଡା ଥାନା ତୁବେ ଗ୍ରାମର ଜିତୁ ସାହୁ(୩୦)ଙ୍କ ମୃତ୍ୟୁ ଘଟିଥିବାବେଳେ...

ପାନୀୟ ଜଳ ପାଇଁ ରୋଗୀ ହନ୍ତସନ୍ତ : ଥଣ୍ଡା ପ୍ରକଳ୍ପରୁ ବାହାରୁଛି ତତଲା ପାଣି

ଅନୁଗୋଳ ଅଫିସ, ୧୩।୬ – ଅବ୍ୟବସ୍ଥିତ ଚିକିତ୍ସା ନେଇ ଚର୍ଚ୍ଚାରେ ରହିଆସୁଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ପ୍ରକଳ୍ପ ଓ ସରଞ୍ଜାମର ରକ୍ଷଣାବେକ୍ଷଣ ତଥା ମରାମତିରେ ଅଣଦେଖା କରାଯାଉଛି। ଚିକିତ୍ସାଧୀନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଅତ୍ୟାବଶ୍ୟକ ସୁବିଧା...

ମହୀଧରପୁର ସାପ୍ତାହିକ ହାଟ : ଛାଇ ନାହିଁ କି ନିର୍ମାଣ ହେଉନି ପିଣ୍ଡି

ବଅଁରପାଳ, ୧୩।୬ (ଡି.ଏନ୍‌.ଏ) – ଦୃଷ୍ଟି ଆଢୁଆଳରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ମହୀଧରପୁରର ସାପ୍ତାହିକ ହାଟ। ବର୍ଷକୁ ଲକ୍ଷାଧିକ ଟଙ୍କା ଆୟ ସତ୍ତ୍ୱେ ସୁଧୁରିପାରୁନି ହାଟର ଅବସ୍ଥା। ଖୋଲା ଆକାଶ ତଳେ ଖରାତରାରେ ବ୍ୟବସାୟୀମାନେ ବସୁଥିବାବେଳେ ଆଜି ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri