ଅନୁଗୋଳ

ଜାତୀୟ ଖୋ ଖୋ ପ୍ରତିଯୋଗିତା: ଓଡ଼ିଶା ଦଳର ଛତିଶଗଡ଼ ଯାତ୍ରା

ବଅଁରପାଳ, ୨୯।୫ (ଡି.ଏନ୍‌.ଏ.)- ସେଭେନ୍‌ କ୍ଲବ ଖୋ ଖୋ ଇଣ୍ଡିଆ ଆନୁକୂଲ୍ୟରେ ଚଳିତ ମାସ ୨୯ ତାରିଖ ଠାରୁ ୩୧ ପର୍ଯ୍ୟନ୍ତ ଛତିଶଗଡ଼ର ଦୁର୍ଗପୁରାଇ ଠାରେ ଆୟୋଜନ ହେବ ସେଭେନ୍‌ କ୍ଲବ ସବ୍‌ଜୁନିୟର ଖୋ ଖୋ ଚାମ୍ପିୟନଶିପ୍‌। ଏହି ପ୍ରତିଯୋଗିତା...

ପ୍ରେମିକାଙ୍କୁ ଗର୍ଭବତୀ କରି ପ୍ରେମିକ ଫେରାର: ପରିବାରକୁ ହତ୍ୟା ଧମକ ଦେଉଥିବା ଅଭିଯୋଗ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖି ଗର୍ଭବତୀ କରିବା ପରେ ଡେରଜାଙ୍ଗ ଅଞ୍ଚଳର ପ୍ରେମିକ ସୁବାସ ବେହେରା ଫେରାର ହୋଇଯାଇଥିବା ଥାନାରେ ଅଭିଯୋଗ ହୋଇଛି।...

ଅନୁଗୋଳ ରକ୍ତଭଣ୍ଡାର ଖାଲି

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାର ଫାଙ୍କା ପଡ଼ିଛି। କୌଣସି ଗୋଟିଏ ହେଲେ ଗ୍ରୁପ୍‌ର ରକ୍ତ ନାହିଁ। ଫଳରେ ମେଡିକାଲରୁ ଚିଠା ଧରି ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଧାଉଁଥିଲେ ବି ନିରାଶ ହୋଇ ଫେରିବାକୁ...

ପ୍ରତିଶ୍ରୁତି ରଖୁନାହାନ୍ତି କର୍ତ୍ତୃପକ୍ଷ: ଆଲୁମିନିୟମ ପ୍ରକଳ୍ପ କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ବଅଁରପାଳ, ୨୯।୫ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ନିର୍ମାଣାଧୀନ ଆଲୁମିନିୟମ ପାର୍କ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିଛନ୍ତି ଗ୍ରାମବାସୀ। ମଙ୍ଗଳବାର ସକାଳୁ ଗ୍ରାମର ଶତାଧିକ ଲୋକ ପ୍ରକଳ୍ପ ସ୍ଥାନରେ ପହଞ୍ଚତ୍ ଗ୍ରାମ ସୀମା ଚିହ୍ନଟ କରିବା ସହିତ...

ଏମିତି କରୁଛି ପୋଲିସ କାର୍ଯ୍ୟ: ଅଟୋରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ଜରପଡ଼ା ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଅଟୋରେ କୋର୍ଟଚାଲାଣ କରିଛି। ଜରପଡ଼ାରୁ ଅନୁଗୋଳ କୋର୍ଟର ଦୂରତା ୨୭ କିମି ହୋଇଥିଲେ ବି ମାତ୍ର ୩ କର୍ମଚାରୀ ୨ ଅଭିଯୁକ୍ତଙ୍କୁ ଅଟୋରେ ମେଡିକାଲ ଆଣିବା...

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

ବଇଣ୍ଡା,୨୮।୫(ଡି.ଏନ.ଏ.)- କିଶୋରନଗର କଲେଜ ନିକଟରେ ମହେଶ୍ୱର ସାହୁଙ୍କର ଚାଳ ଛପର ଦୋକାନଟି ମଙ୍ଗଳବାର ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅଞ୍ଚଳବାସୀ କହିଛନ୍ତି। ଘଟଣାରୁ ଜଣାପଡ଼ିଛି, ବଡ଼ି ଭୋରରୁ ହଠାତ୍‌ ତାଙ୍କ...

ହେଲ୍‌ମେଟ ନ ପିନ୍ଧିଲେ ଘରକୁ ଯିବ ଚାଲାଣ

ଅନୁଗୋଳ ଅଫିସ, ୨୮।୫ ରାସ୍ତା ଦୁର୍ଘଟଣାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସାସେବା ଯୋଗାଇ ଦିଆଯିବ ସେ ସମ୍ପର୍କରେ ଗଠିତ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ସୋମବାର ଜିଲାପାଳ...

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଛାତ୍ରୀ

ଅନୁଗୋଳ ଅଫିସ, ୨୮।୫ ମା’ ବାପାଙ୍କ ମାନସିକ ସ୍ଥିତି ଠିକ୍‌ ନ ଥିବାରୁ ପିଲାବେଳୁ ପିଉସୀଙ୍କ ଘରେ ରହି ପାଠ ପଢ଼ୁଥିବା ଜଣେ ଛାତ୍ରୀ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦଶମରେ ଗ୍ରେଡ୍‌ -ବିରେ ଉତ୍ତୀର୍ଣ୍ଣ...

ଆଈଅଜା କୋଳରେ ମା’ ଛେଉଣ୍ଡ ନାତୁଣୀ

ଅନୁଗୋଳ ଅଫିସ, ୨୮।୫ ଜନ୍ମ ବେଳେ ଝିଅର ଦୁଇ ଗୋଡ଼ ଲାଗି ଯାଇଥିଲା। ତିନି ଦିନ ପରେ ତା ମା’ ବି ମରିଯାଇଥିଲା। ସେହିଦିନୁ ମା ଛେଉଣ୍ଡ ଛୁଆଟିକୁ କୋଳେଇ ନେଇଛୁ ଆମେ ଆଈ ଅଜା। ବହୁ କଷ୍ଟକରି ଅସ୍ତ୍ରୋପଚାର...

ମୁହଁ ମୋଡ଼ିଛନ୍ତି ୬ ପ୍ରତିଶତ ମତଦାତା

ଅନୁଗୋଳ ଅଫିସ, ୨୮।୫୧୯ ବର୍ଷ ହେଲା ବିଜେଡି ଅନୁଗୋଳ ନିର୍ବାଚନମଣ୍ଡଳୀକୁ ନିଜର ଗଡ଼ କରିଆସିଛି। ୨୦୦୦ ମସିହାରେ ଅଦ୍ୱୈତ୍ୟ ପ୍ରସାଦ ସିଂ ବିଜେଡିରୁ ନିର୍ବାଚିତ ହୋଇଥିଲେ। ଏହାପରଠାରୁ ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ନିର୍ବାଚନରେ ଅଦ୍ୱୈତ୍ୟ ପ୍ରସାଦଙ୍କ ପୁଅ...

୯ ସମବାୟ ସମିତିରେ ବିହନ ନାହିଁ

ବଅଁରପାଳ, ୨୮ା୫(ଡି.ଏନ.ଏ.)ବଅଁରପାଳ ବ୍ଲକର ଚାଷୀଙ୍କୁ ମିଳୁନି ଧାନ ବିହନ। ଜମିରେ ଚାଷ ଆରମ୍ଭ ହୋଇଥିଲେ ମଧ୍ୟ ବିହନ ଅଭାବ ସେମାନଙ୍କ ଚିନ୍ତା ବଢାଇଛି। ବ୍ଲକ ଅଧୀନରେ ମୋଟ ୧୩ଟି କୃଷି ସମବାୟ ସମିତି ଥିଲେ ମଧ୍ୟ ୯ଟିରେ ଚାଷୀଙ୍କୁ ଧାନ...

ଛେଣ୍ଡିପଦାରେ କାଳବୈଶାଖୀଭାଙ୍ଗିଲା ତୋରଣ, ବ୍ୟାପକ ଗଛ ନଷ୍ଟ

ଛେଣ୍ଡିପଦା,୨୭।୫(ସ୍ବ.ପ୍ର): ଛେଣ୍ଡିପଦା ବ୍ଲକ ସଦରମହକୁମାରେ କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ କେହି ଆହତ ହୋଇ ନ ଥିବାବେଳେ ପ୍ରବଳ ପବନ ପ୍ରଭାବରେ ଛେଣ୍ଡିପଦା ଚନ୍ଦନଯାତ୍ରା ନିମନ୍ତେ ନିର୍ମିତ ସୁଉଚ୍ଚ ତୋରଣଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri