ନାଲ୍କୋ ଅଞ୍ଚଳରେ ବଢ଼ୁଛି ପ୍ରଦୂଷଣ: ଧୂଳି ଧୂଆଁରେ ଲୋକେ ଅତିଷ୍ଠ
ବଅଁରପାଳ, ୫।୬ (ଡି.ଏନ୍.ଏ.)- ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଅନେକ ସମୟରେ ପ୍ରଦୂଷଣରେ ଛଟପଟ ହେଉଥିବା ଅଭିଯୋଗ ହେଉଛି। ପ୍ଲାଣ୍ଟ କର୍ତ୍ତୃପକ୍ଷ ଆବଶ୍ୟକ ପଦକ୍ଷେପ ନେଉ ନ ଥିବାରୁ ପାଉଁଶ ଓ ବିଷାକ୍ତ ଧୂଅଁା ଲୋକଙ୍କୁ...
ଗ୍ରାମବାସୀଙ୍କ ନର୍ସିଂହୋମ ଘେରାଉ ଘଟଣା: ଥାନାରେ ଏତଲା, ସମାଧାନ ପାଇଁ ଉଦ୍ୟମ
ଅନୁଗୋଳ ଅଫିସ, ୫।୬- ଅନୁଗୋଳ ହୁଲୁରୁସିଂହା ଜେମାଦେଈପୁରରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ଗଁା ମଝି ଦେଇ ଲିଙ୍ଗରାଯୋଡି ନାଳକୁ ଛଡ଼ାଯାଉଥିବା ଅଭିଯୋଗ କରି ସୋମବାର ରାତିରେ ଗ୍ରାମବାସୀ ନର୍ସିଂହୋମ ଘେରାଉ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ...
ଉଚ୍ଛେଦ ପ୍ରକ୍ରିୟା ବିଳମ୍ବକୁ ନେଇ ଉତ୍ତେଜନା
ବଇଣ୍ଡା,୪।୬(ଡି.ଏନ.ଏ.)- କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ଗ୍ରାମ ଦେଇ ଯାଇଥିବା ୫୫ନଂ. ଜାତୀୟ ରଜପଥ ପାର୍ଶ୍ୱରୁ ମଙ୍ଗଳବାର ଉଚ୍ଛେଦ ବିଳମ୍ବକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ରାଜପଥ ସମ୍ପ୍ରସାରଣ ଦାୟିତ୍ୱ ନେଇଥିବା ଠିକାସଂସ୍ଥା ରାସ୍ତା ପାର୍ଶ୍ୱ କଦଳୀମୁଣ୍ଡା ଗ୍ରାମରେ ଉଚ୍ଛେଦ...
ଗଛକଟା ହେଲା କାଳ: ୟୁକାଲିପ୍ଟସ କାଟିବା ସମୟରେ ବ୍ୟକ୍ତଙ୍କ ଜୀବନଗଲା
ତାଳଚେର,୪।୬(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ସୌଭାଗ୍ୟ ନଗରରେ ଗଛ କାଟିବା ସମୟରେ ମଙ୍ଗଳବାର ଗଛପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକାନ୍ତ ବେହେରା(୩୦)। ଶ୍ରୀକାନ୍ତ ସୌଭାଗ୍ୟ ନଗରର ଦୁର୍ଯ୍ୟୋଧନ ବେହେରାଙ୍କ ଗଛ କାଟିବାକୁ ଯାଇଥିଲେ। ଏକ...
ଯୁବତୀଙ୍କ ମୃତ୍ୟୁ : ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ
ବଅଁରପାଳ,୪।୬(ଡି.ଏନ୍.ଏ): ଅନୁଗୋଳ ଜିଲା ବଅଁରପାଳ ଥାନା ବଉଳିଗଡ଼ ଗ୍ରାମର ଜଣେ ଜୁବତୀଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରିଙ୍କିନା ଦଣ୍ଡିଆ(୨୩)। ସୋମବାର ରାତିରେ କୌଣସି କାରଣରୁ ତାଙ୍କ ଦେହ ଅସୁସ୍ଥ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଡାକ୍ତରଖାନାକୁ...
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ
ଅନୁଗୋଳ ଅଫିସ, ୪।୬: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍ ରଖିଥିବା ୫୨ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ବର୍ଦ୍ଧିତ କରାଯାଇଛି। ଏଥିସହ ପରୀକ୍ଷାରେ ଶତପ୍ରତିଶତ ଫଳାଫଳ ପ୍ରଦର୍ଶନ କରିଥିବା ୫ଟି ବିଦ୍ୟାଳୟକୁ ମଧ୍ୟ...
ଶାରୀରିକ ଅସୁସ୍ଥତା ସହି ନ ପାରି ବୃଦ୍ଧାଙ୍କ ଆତ୍ମହତ୍ୟା ଉଦ୍ୟମ
ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ହୁଲୁରସିଂହା ପୁରୁଣା ପୋଲ ଉପରୁ ଡେଇଁ ମଙ୍ଗଳବାର ଜଣେ ବୃଦ୍ଧା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ନୟନୀ ବେହେରା (୬୦)। ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ...
ଗଁ। ମଝି ଦେଇ ଯୋରରେ ମିଶୁଛି ଶୌଚାଳୟ ପାଣି:ତାତିଲେ ଲୋକେ, ଘେରିଲେ ନର୍ସିଂହୋମ
ଅନୁଗୋଳ ଅଫିସ, ୪।୬ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ନିକଟ ଗଁା ମଝି ଦେଇ ଛଡ଼ାଯାଉଥିବା ବେଳେ ତାହା ଲିଙ୍ଗରାଯୋଡ଼ି ଯୋରକୁ ପ୍ରବେଶ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଯୋରର ପାଣିକୁ ଲୋକମାନେ ପାନୀୟ...
ଜୀବନ୍ତ ହେବ ଆଦିବାସୀ ସଂସ୍କୃତି
(ଉପେନ୍ଦ୍ର ରାଉତ) ବଅଁରପାଳ,୪।୬ ନାଲ୍କୋ କଲୋନୀର ପରିବେଶ ହେବ ଆହୁରି ଶାନ୍ତ, ଆହୁରି ସୁନ୍ଦର। ସେଥିପାଇଁ ଏକାଧିକ ପାର୍କ ଥିଲେ ବି କର୍ତ୍ତୃପକ୍ଷ କଲୋନୀ ମଧ୍ୟରେ ଆଉ ଏକ ଇକୋ ପାର୍କ ନିର୍ମାଣ କରୁଛନ୍ତି। ୧୦ ଲକ୍ଷ ଟଙ୍କା ବ୍ୟୟରେ...
ଅନୁଗୋଳରେ ବର୍ଜ୍ୟବସ୍ତୁ ପରିଚାଳନା:ଖୋଳାହେବ ୩ଶହ କମ୍ପୋଷ୍ଟ ପିଟ
ଅନୁଗୋଳ ଅଫିସ, ୪ା୬ ରାଜ୍ୟର ସମସ୍ତ ପୌରପାଳିକାରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଏନ୍ଜିଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପୌରାଞ୍ଚଳରେ ତିନିଶହ ଲେଖାଏ କମ୍ପୋଷ୍ଟ ପିଟ୍ ଖୋଳିବାକୁ ଏଥିରେ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ...
ଅନୁଗୋଳ ଜୁନିୟର କଲେଜରେ ପାସ୍ ହାର ୭୭.୮୧%:ଶ୍ରେଷ୍ଠ ୫ ମଧ୍ୟରେ ୪ ଛାତ୍ରୀ
ଅନୁଗୋଳ ଅଫିସ, ୪।୬ ଅନୁଗୋଳ ଜୁନିୟର କଲେଜରେ ଯୁକ୍ତ ୨ ବିଜ୍ଞାନ ଫଳାଫଳ ପ୍ରକାଶ ପାଇଛି। କଲେଜରେ ପାସ୍ ହାର ୭୭.୮୧ ପ୍ରତିଶତ ରହିଛି। ମୋଟ ୩୧୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୪୨ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୯୨...
ଏନ୍ଟିପିସିର ୩୦ ତମ ପ୍ରତିଷ୍ଠା ଦିବସ:ସଫଳତା ବଜାୟ ରଖିବାକୁ ଆହ୍ବାନ
ତାଳଚେର,୪ା୬(ନି.ପ୍ର.)କଣିହଁ। ସ୍ଥିତ ଏନ୍ଟିପିସି ପ୍ରକଳ୍ପ ପକ୍ଷରୁ ୩୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚିଫ୍ ଜେନେରାଲ ମ୍ୟାନେଜର ରମେଶ ବାବୁ ଏନ୍ଟିପିସି ପତାକା ଉତ୍ତୋଳନ କରିବା ସହ ଉଦ୍ବୋଧନ ଦେଇଥିଲେ। ସେ କହିଥିଲେ ଯେ,...
Archives


