ଅନୁଗୋଳ

ରାସ୍ତାରେ ଭାସୁଛି ପିଟିସି ନର୍ଦ୍ଦମା ପାଣି: ଦୁର୍ଗନ୍ଧରେ ଫାଟୁଛି ନାକ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ପୌରାଞ୍ଚଳର ୧୬ନଂ. ଓ୍ବାର୍ଡରେ ଥିବା ଗୀତାଗ୍ରାମ ରାସ୍ତାରେ ଭାସୁଛି ପୋଲିସ ଟ୍ରେନିଂ କଲେଜ (ପିଟିସି) ନର୍ଦ୍ଦମା ପାଣି। ପଚାଶଢ଼ା ପାଣି ସହ ଶୌଚାଳୟ ଜଳ ରାସ୍ତାରେ ଜମିଥିବାରୁ ଅଞ୍ଚଳ ଦୁର୍ଗନ୍ଧରେ ଫାଟି ପଡ଼ୁଛି। ଫଳରେ...

ବଢ଼ୁଛି ପାନୀୟଜଳ ସମସ୍ୟା: ଗ୍ରାମବାସୀଙ୍କ ବିକ୍ଷୋଭ

ତାଳଚେର,୨ା୬(ନି.ପ୍ର.)- ତାଳଚେର ବ୍ଲକ କଙ୍କିଳି ପଞ୍ଚାୟତର ନୂଆସାହି, କୃଷକସାହି ଓ ସଇନାଳି ଅଞ୍ଚଳରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ୨/୩ ହଜାର ଲୋକ ପାଣି ପାଇଁ ଅସୁବିଧା ଭୋଗ କରୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କିଛି ସୁଫଳ...

କଟକ ରେଫର ରୋଗୀଙ୍କୁ ନିଆଯାଉଛି ନର୍ସିଂହୋମ : ସରକାରୀ ଆମ୍ବୁଲାନ୍ସ ବ୍ୟବହାର ଅଭିଯୋଗ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ମେଡିକାଲରୁ ରେଫର ହେଉଥିବା ଗୁରୁତର ରୋଗୀଙ୍କ ମଧ୍ୟରୁ କେତେଜଣଙ୍କୁ କଟକ ବଦଳରେ ଅନୁଗୋଳର ଘରୋଇ ନର୍ସିଂହୋମ୍‌କୁ ନିଆଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସକ୍ରିୟ ଥିବା ଦଲାଲ ମେଡିକାଲର କେତେଜଣ କର୍ମଚାରୀଙ୍କୁ ହାତ କରି ଏପରି...

ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା, ୧।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଇପାରୁନାହାନ୍ତି ଅଞ୍ଚଳବାସୀ। ଡାକ୍ତର ସକାଳୁ ୨ରୁ ୩ ଘଣ୍ଟା ରହି ପଳାଉଛନ୍ତି। ମଧ୍ୟାହ୍ନ ୧୨ଟା ପରେ ଆଉ ଡାକ୍ତରଙ୍କ ଦେଖାମିଳୁନି। ଫଳରେ ଏହା ଉପରେ ନିର୍ଭର...

ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି। ଅପରାହ୍ନରେ କିଶୋରନଗର ବ୍ଲକ ବଇଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କର୍ମୀମାନଙ୍କୁ ନେଇ...

ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ଅନୁଗୋଳ ଅଫିସ, ୩୧।୫- ନିର୍ବାଚନରେ ବ୍ୟବହାର ହୋଇଥିବା ୧୧୬୩ଟି କଣ୍ଟ୍ରୋଲ ୟୁନିଟ୍‌, ୧୧୬୩ ବାଲଟ୍‌ ୟୁନିଟ୍‌ ଓ ୧୧୬୩ଟି ଭିଭିପିଏଟିକୁ ଗୁରୁବାର ସୌଭାଗ୍ୟନଗରସ୍ଥିତ ଗୃହରକ୍ଷୀ କାର୍ଯ୍ୟାଳୟ ପାର୍ଶ୍ୱରେ ନବ ନିର୍ମିତ ସ୍ବତନ୍ତ୍ର ଗୃହରେ ସିଲ୍‌ କରାଯାଇଛି। ଅତିରିକ୍ତ ଜିଲାପାଳ ତପନ...

ଭଙ୍ଗା ଘରେ କଟୁଛି କରୁଣାକରଙ୍କ ଜୀବନ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ ହମାମୀରା ଗ୍ରାମର କରୁଣାକର ସାହୁଙ୍କ ଛପର ଫନୀରେ କ୍ଷତିଗ୍ରସ୍ତ ହୋଇଥିଲା। ତାଙ୍କ ଘର ମଧ୍ୟ ଭାଙ୍ଗି ଯାଇଥିଲା। କିନ୍ତୁ ସରକାରୀ ସହାୟତା ତ ଦୂରର କଥା ଅଦ୍ୟାବଧି ମୁଣ୍ଡ ଗୁଞ୍ଜିବା...

ଅଂଶୁଘାତରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବଇଣ୍ଡା,୩୦।୫(ଡି.ଏନ.ଏ.)-ହଣ୍ଡପା ଥାନା ନାକିଚି ଗ୍ରାମର ସୁରୁଚି ରଣା(୫୮) ଜଣେ ମହିଳାଙ୍କ ବୁଧବାର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ସୁରୁଚି ଅପରାହ୍ନରେ ତାଙ୍କ ଘର ବାରଣ୍ଡାରେ ବସି କାମ କରୁଥିବାବେଳେ ହଠାତ୍‌ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକ...

ଗୌତମପୁରରେ ଜଳ ସଙ୍କଟ: ଲୋକେ ହନ୍ତସନ୍ତ

ମାଧପୁର, ୨୯।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ଗୌତମପୁର ଗ୍ରାମରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏହି ଗ୍ରାମରେ ଗୋଟିଏ ନଳକୂପ ରହିଛି, ଯାହାର ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଏହି ନଳକୂପ ଚତୁଃପାର୍ଶ୍ୱରେ ଖରାପ...

ତାଣ୍ଡବ ରଚିଲା କାଳବୈଶାଖୀ

ଅନୁଗୋଳ ଅଫିସ/ତାଳଚେର (ନି.ପ୍ର.) /କଣିହାଁ/ବନ୍ତଳା/ଛେଣ୍ଡିପଦା/ ପରଜଙ୍ଗ (ଡି.ଏନ୍‌.ଏ.), ୨୯ା୫- ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବେଗରେ ପବନ ବହିବାରୁ ବହୁ ଆଜବେଷ୍ଟସ, ଛପର ଉଡ଼ିଯାଇଛି।...

ଜାତୀୟ ଖୋ ଖୋ ପ୍ରତିଯୋଗିତା: ଓଡ଼ିଶା ଦଳର ଛତିଶଗଡ଼ ଯାତ୍ରା

ବଅଁରପାଳ, ୨୯।୫ (ଡି.ଏନ୍‌.ଏ.)- ସେଭେନ୍‌ କ୍ଲବ ଖୋ ଖୋ ଇଣ୍ଡିଆ ଆନୁକୂଲ୍ୟରେ ଚଳିତ ମାସ ୨୯ ତାରିଖ ଠାରୁ ୩୧ ପର୍ଯ୍ୟନ୍ତ ଛତିଶଗଡ଼ର ଦୁର୍ଗପୁରାଇ ଠାରେ ଆୟୋଜନ ହେବ ସେଭେନ୍‌ କ୍ଲବ ସବ୍‌ଜୁନିୟର ଖୋ ଖୋ ଚାମ୍ପିୟନଶିପ୍‌। ଏହି ପ୍ରତିଯୋଗିତା...

ପ୍ରେମିକାଙ୍କୁ ଗର୍ଭବତୀ କରି ପ୍ରେମିକ ଫେରାର: ପରିବାରକୁ ହତ୍ୟା ଧମକ ଦେଉଥିବା ଅଭିଯୋଗ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖି ଗର୍ଭବତୀ କରିବା ପରେ ଡେରଜାଙ୍ଗ ଅଞ୍ଚଳର ପ୍ରେମିକ ସୁବାସ ବେହେରା ଫେରାର ହୋଇଯାଇଥିବା ଥାନାରେ ଅଭିଯୋଗ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri