ଅନୁଗୋଳ

ଗୋଦାମରୁ ୩୨୫ ବସ୍ତା ଧାନ ଜବତ

ଅନୁଗୋଳ ଅଫିସ,୪।୧: ଅନୁଗୋଳ ଜିଲା ଯୋଗାଣ ବିଭାଗ ସ୍କ୍ବାଡ୍‌ ଜଣେ ଧାନ ଦଲାଲଙ୍କୁ ଧରିବାରେ ସଫଳ ହୋଇଛି। ବଅଁରପାଳ ବ୍ଲକ ଫୁଲପଡ଼ା ଛକରେ ଥିବା ପଣ୍ଡପୁର ଗ୍ରାମର କୁମର ଗଡ଼ନାୟକଙ୍କ ଗୋଦାମରୁ ୩୨୫ ବସ୍ତାରେ ଥିବା ଦେଢ଼ଶହ କୁଇଣ୍ଟାଲ ଧାନ...

ସନ୍ତୋଷଜନକ ନୁହେଁ ବ୍ୟାଙ୍କ ସେବା

ବଇଣ୍ଡା,୪।୧  (ଡି.ଏନ.ଏ.):ବ୍ୟାଙ୍କ ଉପରେ ନିର୍ଭରଶୀଳତା ବୃଦ୍ଧି ପାଉଛି। ସରକାରଙ୍କ ବିଭିନ୍ନ ଯୋଜନାରେ ସହାୟତା ରାଶି ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସୁଥିବାରୁ ପୂର୍ବାପେକ୍ଷା ଅଧିକ ଲୋକେ ବ୍ୟାଙ୍କ ସହିତ ଯୋଡ଼ି ହୋଇଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମୁନାଳି ଠାରେ...

ଦିନକରେ ୧ ଟନ୍‌ ଆବର୍ଜନା ସଂଗ୍ରହ

ଅନୁଗୋଳ ଅଫିସ, ୩।୧: ଅନୁଗୋଳ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ତଥା ଡେରେଜାଙ୍ଗ ଜଳଭଣ୍ଡାରକୁ ସଫାସୁତରା ରଖିବା ଲାଗି ଆରମ୍ଭ ହୋଇଥିବା ଅଭିଯାନରେ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ସୋମବାର ଦିନକରେ ଡ୍ୟାମରୁ ୧ ଟନ୍‌ରୁ ଊର୍ଦ୍ଧ୍ୱ ଆବର୍ଜନା ବାହାର...

ପର୍ଯ୍ୟାପ୍ତ ହେଉନି ପିଣ୍ଡି

ଛେଣ୍ଡିପଦା,୨।୧(ସ୍ବ.ପ୍ର.):ପ୍ରକୃତିକୁ ଉପଭୋଗ କରିବାକୁ ପହଞ୍ଚୁଛନ୍ତି ପର୍ଯ୍ୟଟକ। ପର୍ଯ୍ୟଟନ ଋତୁ ହୋଇଥିବାରୁ ଦୈନିକ ବଢ଼ୁଛି ଭିଡ଼। କିଏ ମା’ ବାୟାଣୀଙ୍କ ପୂଜାର୍ଚ୍ଚନା କରି ମାନସିକ ପୂରଣ କରୁଛନ୍ତି ତ ଆଉ କିଏ ପାହାଡ଼, ଜଙ୍ଗଲିଆ ପରିବେଶରୁ ମଜା ଉଠାଇ ଭୋଜିଭାତ କରୁଛନ୍ତି।...

ଆରାଧନାରୁ ହେବ ଦିନ ଆରମ୍ଭ

ଅନୁଗୋଳ ଅଫିସ, ୧ା୧: ନବବର୍ଷ ୨୦୨୩କୁ ନେଇ ସବୁଆଡ଼େ ଉତ୍ସବର ବାତାବରଣ। ବର୍ଷର ପ୍ରଥମ ଦିନକୁ କିଏ କେମିତି କାଟିବେ, ତାହାକୁ ନେଇ ବହୁ ପୂର୍ବରୁ ହୋଇସାରିଛି ପ୍ରସ୍ତୁତି। ଯୁବପିଢ଼ି ତ ବେଶ୍‌ ଆଗରୁ ଯୋଜନା କରିସାରିଛନ୍ତି। ହେଲେ ଏ...

ଜମିବ ଜିରୋ ନାଇଟ୍‌

ଅନୁଗୋଳ ଅଫିସ, ୩୧ା୧୨: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ୨୦୨୨କୁ ଦିଆଯିବ ବିଦାୟ। ୨୦୨୩କୁ କରାଯିବ ଭବ୍ୟ ସ୍ବାଗତ। ଏଥିପାଇଁ ଅନୁଗୋଳରେ ଚାଲିଛି ଜୋର୍‌ଦାର ପ୍ରସ୍ତୁତି। ଭୋଜି, ବାଣ, ବାଜା ପାଇଁ ବିଭିନ୍ନ କ୍ଲବ, ସାହିରେ ଯୋଜନା ହୋଇଥିବା...

କେନ୍ଦ୍ରୀୟ ଅନୁଦାନ ନେଇ ବାକ୍‌ଯୁଦ୍ଧ

ଅନୁଗୋଳ ଅଫିସ, ୩୦ା୧୨:ଓଡ଼ିଶାକୁ ମିଳୁଥିବା କେନ୍ଦ୍ରୀୟ ଅନୁଦାନ ନେଇ ବିଜେଡି ଓ ଭାଜପା ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଅନୁଗୋଳଠାରେ ଗୁରୁବାର ବିଭିନ୍ନ ଉଦ୍‌ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ବେଳେ ଦୁଇ ଦଳର ନେତା ଏ ନେଇ ପରସ୍ପରକୁ...

ପଦାହେଲାଣି ବିପ୍ରଡ଼ିହ ଜଙ୍ଗଲ

ବଇଣ୍ଡା, ୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜ୍‌ ଅଧୀନ ବିପ୍ରଡ଼ିହ ଜଙ୍ଗଲ ପଦା ହେବାରେ ଲାଗିଛି। କାଠ ଚାଲାଣକାରୀମାନେ ବେଆଇନ ଭାବେ ମୂଲ୍ୟବାନ ଗଛ କାଟି ଚାଲାଣ କରୁଛନ୍ତି। ସବୁ ଜାଣି ବନ ବିଭାଗ ନୀରବଦ୍ରଷ୍ଟା ସାଜିଥିବାବେଳେ...

ଦିନକ ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୮।୧୨: ଆସନ୍ତା ୨୯ ତାରିଖ (ଗୁରୁବାର)ରେ ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିବାବେଳେ ଏହି ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।...

୧୭ ଜାନୁୟାରୀରେ ବିଶାଳ ଗଣ ବିକ୍ଷୋଭ

ଅନୁଗୋଳ ଅଫିସ, ୨୭ା୧୨: ଅନୁଗୋଳ ଜିଲାର ୯୨ଟି ରାଜସ୍ବ ଗ୍ରାମକୁ ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ ଚାଷୀ ସୁରକ୍ଷା କମିଟି ଆହ୍ବାନରେ ସହର ଉପକଣ୍ଠ କୁରୁଡ଼ୋଲ ଈଶାନେଶ୍ୱର ମନ୍ଦିର ଠାରେ ସାଧାରଣ...

ଓଡ଼ିଶାରୁ ଭଲ କ୍ରିକେଟର ବାହାରନ୍ତୁ: ଗମ୍ଭୀର

ଅନୁଗୋଳ ଅଫିସ, ୨୬ା୧୨:ଅନୁଗୋଳ ନୁହେଁ, ଓଡ଼ିଶାରୁ ଭଲ କ୍ରିକେଟର ବାହାରନ୍ତୁ। ଦେଶର ନାମ ଗର୍ବିତ କରନ୍ତୁ। ଅନୁଗୋଳ ଜିଲା କ୍ରିକେଟ ସଂଘ ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଅନୁଗୋଳ କପ୍‌ର ଉଦ୍‌ଯାପନୀ ଉତ୍ସବରେ ରବିବାର ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି...

ଜେଏସ୍‌ପି ପ୍ଲାଣ୍ଟ ପରିଦର୍ଶନ କଲେ ରେଲ୍‌ୱେ ଜିଏମ୍‌

ଅନୁଗୋଳ ଅଫିସ, ୨୪ା୧୨: ଇଷ୍ଟକୋଷ୍ଟ ରେଲ୍‌ୱେ ଜିଏମ୍‌ ଆର୍‌.ଏନ୍‌. ଶୁନକରଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ଦଳ ଗୁରୁବାର ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର ବୃହତ୍‌ ଷ୍ଟିଲ ୟୁନିଟ୍‌ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଇସ୍ପାତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri