ଅନୁଗୋଳ

ଗଡ଼ସନ୍ତ୍ରୀ, ତୁଳସୀପାଳ ଉତ୍ସବମୁଖର

ବଅଁରପାଳ,୭।୧୧(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ତୁଳସୀପାଳ ଓ ଗଡସନ୍ତ୍ରୀ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଲୋଭୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ସୋମବାରଠାରୁ ଆରମ୍ଭ ହୋଇଛି। ଏହି ଯାତ୍ରା ପାଇଁ ଉଭୟ ଗ୍ରାମ ବେଶ ଉତ୍ସବ ମୁଖର ହୋଇପଡ଼ିଛି। ପ୍ରତ୍ୟେକ...

ଅବହେଳା ଯୋଗୁ ଅସୁରକ୍ଷିତ

ବଇଣ୍ଡା,୮ା୧୧ (ପରିକ୍ଷିତ ସାହୁ): ବଢ଼ିଚାଲିଛି ବନ୍ୟସମ୍ପଦ ଲୁଟ୍‌ପାଟ। ନିୟମିତ ଗଛ କାଟୁଛନ୍ତି କାଠ ମାଫିଆ। ଚୋରି ହେଉଛି ଲଘୁ ଖଣିଜ ଦ୍ରବ୍ୟ। ଶିକାର ହେଉଛନ୍ତି ବନ୍ୟଜନ୍ତୁ। ଜଙ୍ଗଲ ମଧ୍ୟରେ ଏପରି ଅବାଧ ପ୍ରବେଶ, ଚୋରି ଓ ଶିକାର ଘଟଣାକୁ ରୋକିପାରୁନି...

ଶିକାରୀ ଫାଶରେ କଲରାପତରିଆ ମୃତ

ବଇଣ୍ଡା,୭ା୧୧(ଡି.ଏନ.ଏ.):ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜ୍‌ ଫୁଲଝରି ଜଙ୍ଗଲରୁ ରବିବାର ଏକ କଲରାପତରିଆ ବାଘର ଗଳିତ ମୃତଦେହକୁ ବାମୁର ବନ କର୍ମଚାରୀ ଜବତ କରିଛନ୍ତି। ଶିକାରୀମାନେ ଚମଡ଼ା ବିକ୍ରି କରିବା ଲାଗି ଶୁଖାଇଥିବାବେଳେ ଏହାକୁ ଜବତ କରାଯାଇଛି। ଏହି...

୨୬ ବର୍ଷ ପରେ ଜାତୀୟସ୍ତରୀୟ ମ୍ୟାଚ

ଅନୁଗୋଳ ଅଫିସ, ୫ା୧୧: ଦୀର୍ଘ ୨୬ ବର୍ଷ ପରେ ଅନୁଗୋଳ ଦେଖିଛି ଜାତୀୟସ୍ତରୀୟ ମ୍ୟାଚ। ସହରର କଦମ ପଡ଼ିଆରେ ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟର ୩ କ୍ୱାର୍ଟର ଫାଇନାଲ ମ୍ୟାଚ ଦେଖିବାକୁ ଶୁକ୍ରବାର ଖେଳପ୍ରେମୀଙ୍କ ପ୍ରବଳ ଭିଡ଼...

ସାଂସ୍କୃତିକ କାର୍ଯ୍ୟକ୍ରମ ମୁଖ୍ୟ ଆକର୍ଷଣ

ବଇଣ୍ଡା, ୫ା୧୧ (ଡି.ଏନ.ଏ.): ପରମ୍ପରା ଅନୁଯାୟୀ ପଞ୍ଚକରୁ ଆରମ୍ଭ ହୋଇଛି ପୂଜା। ମଣ୍ଡପରେ ବିରାଜମାନ କରିଛନ୍ତି ପ୍ରଭୁ କାର୍ତ୍ତିକେଶ୍ୱର। ଏହାକୁ ନେଇ ଉତ୍ସବମୁଖର ହୋଇପଡ଼ିଛି ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଅଞ୍ଚଳ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏଠାରେ...

ଫରେଷ୍ଟ ଗାର୍ଡଙ୍କୁ ଦଳିଦେଲା ହାତୀ

ଅନୁଗୋଳ ଅଫିସ,୪।୧୧: ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଗୁରୁବାର ରାତିରେ ପ୍ରବେଶ କରିଥିବା ୩୦ରୁ ଊର୍ଦ୍ଧ୍ୱ ହାତୀ ସେଠାରେ ଆତଙ୍କ ଖେଳାଇ ଦେଇଛନ୍ତି। ଏପରି କି ଘଉଡ଼ାଇବା ବେଳେ ଜଣେ ଫରେଷ୍ଟ ଗାର୍ଡଙ୍କୁ ହାତୀ ପଲ ଦଳି...

ପ୍ରସ୍ଫୁଟିତ ହେଉନି ଚିତ୍ରକଳା ପ୍ରତିଭା

ଆଠମଲ୍ଲିକ,୪ା୧୧ (ଉଦୀପ୍ତ ପୁରୋହିତ): ଚିତ୍ରକଳାରେ ଚମତ୍କାରିତା ପାଇଁ ଅନ୍ତର୍ଜାତୀୟ ସ୍ତରରେ ପରିଚିତ ସହ ଆଠମଲ୍ଲିକକୁ ଗୌରବାନ୍ବିତ କରିଛନ୍ତି ସୁନାମଧନ୍ୟ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ହେଲେ ସେହି ଆଠମଲ୍ଲିକ ମାଟିରେ ଆଉ ଚିତ୍ରକଳାକୁ ମିଳୁନି ଉପଯୁକ୍ତ ପ୍ରୋତ୍ସାହନ। ପ୍ରସ୍ଫୁଟିତ ହେଉନି ପିଲାଙ୍କ...

ଶ୍ରମିକ ବଦଳରେ ମେଶିନ

ବଇଣ୍ଡା, ୨।୧୧(ଡି.ଏନ୍‌.ଏ.): ଗ୍ରାମାଞ୍ଚଳର ଶ୍ରମଜୀବୀଙ୍କୁ କର୍ମ ନିୟୋଜନ ଯୋଗାଇ ଦେବାକୁ କେନ୍ଦ୍ର ସରକାର ଆରମ୍ଭ କରିଛନ୍ତି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)। ସଡ଼କ, ଚାରାରୋପଣ, ପୋଖରୀ ଖନନ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଲାଗି ଏହି...

କଟରଙ୍ଗ ବିସ୍ଥାପିତଙ୍କ ଆମରଣ ଅନଶନ

ଅନୁଗୋଳ ଅଫିସ, ୨।୧୧: ବିସ୍ଥାପନ ପ୍ୟାକେଜରୁ ବଞ୍ଚତ୍ତ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର କଟରଙ୍ଗ ଗ୍ରାମବାସୀଙ୍କ ମଧ୍ୟରେ ଥିବା ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ର ରୂପ ନେଇଛି। ଏହାର ପ୍ରତିବାଦରେ ୨୯ ବିସ୍ଥାପିତ ପରିବାର ସାତକୋଶିଆ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର...

କାର୍ତ୍ତିକେଶ୍ୱର ପୂଜାରେ କମ୍ପିବ ବଇଣ୍ଡା

ବଇଣ୍ଡା, ୧।୧୧(ଡି.ଏନ୍‌.ଏ.): ବଇଣ୍ଡାର ଐତିହ୍ୟସମ୍ପନ୍ନ କାର୍ତ୍ତିକେଶ୍ୱର ପୂଜା କେବଳ ଅନୁଗୋଳ ନୁହେଁ, ରାଜ୍ୟରେ ସୃଷ୍ଟି କରିଛି ସ୍ବତନ୍ତ୍ର ସ୍ଥାନ। ପୂଜାକୁ ମଝିରେ ମାତ୍ର ତିନିଦିନ ଥିବାବେଳେ ଗ୍ରାମବାସୀଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ, ମେଲୋଡ଼ି, ପ୍ରସାଦ...

ଫ୍ଲାଏ ଓଭର କାମ ନିମ୍ନମାନର

ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରବିବାର ଫ୍ଲାଏ ଓଭର...

ସ୍ଥାୟିତ୍ୱ ନେଇ ସନ୍ଦେହ

ଛେଣ୍ଡିପଦା,୩୦।୧୦ (ଡି.ଏନ.ଏ.): ଅନୁଗୋଳ ଜିଲାରେ ପର୍ଯ୍ୟଟନକୁ ନୂଆ ଦିଶା ଦେବାକୁ କିଛିବର୍ଷ ହେଲା ଉଦ୍ୟମ ହେଉଛି। ଏଥିପାଇଁ ସହର ଓ ଗ୍ରାମାଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀଗୁଡ଼ିକର ଉନ୍ନତୀକରଣ କରାଯାଉଛି। ଏପରି କି ଦେବଦେବୀ ପୀଠ ଓ ଏହା ନିକଟରେ ଥିବା ପର୍ଯ୍ୟଟନ ସ୍ଥାନଗୁଡ଼ିକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri