ଅନୁଗୋଳ

ରାଜାଙ୍କ ପ୍ରତିମୂର୍ତ୍ତିକୁ ଫେରିଲା ଖଣ୍ଡା

ଅନୁଗୋଳ ଅଫିସ, ୨୭ା୧୦: ଅନୁଗୋଳର ଗର୍ବ ଓ ଗୌରବ ମହାରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ପ୍ରତିମୂର୍ତ୍ତିରୁ ଗତ ୧୯ ତାରିଖରୁ ଗାଏବ ହୋଇଯାଇଥିବା ଖଣ୍ଡା ଶେଷରେ ଫେରାଇ ଆଣାଯାଇଛି। ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତି ପ୍ରତିମୂର୍ତ୍ତିରୁ ଖଣ୍ଡା ନେଇ ସହରରେ...

ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ ସମ୍ପୃକ୍ତ ୨ ଗ୍ରାମର ବାସିନ୍ଦା ଅନ୍ଧାରରେ ଦିନ କାଟୁଛନ୍ତି। ବିଭାଗୀୟ ଅଧିକାରୀଙ୍କୁ...

ଅନୁଗୋଳରେ ଗଢ଼ାହେଲା କ୍ୟାମ୍ପସ୍‌ କମିଟି

ଅନୁଗୋଳ ଅଫିସ, ୨୬।୧୦: ଦୀର୍ଘ ୪ ବର୍ଷ ହେବ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହୋଇ ନ ଥିବା ବେଳେ ଚଳିତବର୍ଷ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନୂତନ କ୍ୟାମ୍ପସ୍‌ କମିଟିମାନ ଗଢ଼ା ହେଉଛି।...

ରାସ୍ତା କଡ଼ରୁ ମହିଳାଙ୍କ ମୃତ ଦେହ ଠାବ 

ପାଲଲହଡା,୨୫।୧୦ :  ଅନୁଗୋଳ ପାଲଲହଡା ଥାନା ନିଜିଗଡ଼ ପଞ୍ଚାୟତ ଉଦୟପୁର ସାହି ନିକଟସ୍ଥ ରାସ୍ତା କଡ଼ରୁ ଜଣେ ମହିଳାଙ୍କ ମୃତ ଦେହ ଗ୍ରାମ ବାସୀଙ୍କ ଦ୍ୱାରା ଠାବ କରାଯାଇଛି । ମୃତ ମହିଳା ଜଣଙ୍କ ପାଳଲହଡା ଥାନା ଜୋକପାଣି ଗ୍ରାମର...

ବିଳମ୍ବ ସତ୍ତ୍ୱେ ଜମୁଛି ବାଣ ବେପାର

ଅନୁଗୋଳ ଅଫିସ, ୨୪ା୧୦:ଦୀପାବଳିକୁ ନେଇ ଏଥର ବିପୁଳ ଉତ୍ସାହ। କରୋନା ପାଇଁ ଗତ ୨ ବର୍ଷ ଧରି କଟକଣା ମଧ୍ୟରେ ଏହି ଆଲୋକର ପର୍ବ ପାଳନ ହୋଇଥିବା ବେଳେ ଚଳିତବର୍ଷ ମହାମାରୀକୁ ନେଇ କୌଣସି ପ୍ରତିବନ୍ଧକ ନାହିଁ। ତେଣୁ ସୋମବାର...

ବାଣ ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ଚର୍ଚ୍ଚା

ଖମାର, ୨୨।୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଇଞ୍ଜିଡ଼ ପଞ୍ଚାୟତସ୍ଥିତ ସାଆନ୍ଦା ଗ୍ରାମରେ ଶୁକ୍ରବାର ସକାଳେ ବାଣ ତିଆରିବେଳେ ବିସ୍ଫୋରଣ ଘଟି ଜଣେ କାରିଗରଙ୍କ ମୃତ୍ୟୁ ଓ ୩ ଜଣ ଗୁରୁତର ହୋଇଥିବା ଚର୍ଚ୍ଚା ହେଉଛି।...

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଅନୁଗୋଳ ଅଫିସ, ୨୧।୧୦: ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଅନ୍ତର୍ଗତ ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ସାଅନ୍ଦା ଗ୍ରାମର ତ୍ରିପୁର ବେହେରା (୪୫)ଙ୍କ ଘଟଣାସ୍ଥଳରେ...

ସମସ୍ୟାରେ ପକାଇଲା ସମୟ

ଅନୁଗୋଳ ଅଫିସ, ୧୯।୧୦: ମହା ଆଡ଼ମ୍ବରରେ ମା’ ଲକ୍ଷ୍ମୀଙ୍କ ପୂଜା ହେବ। ରାତି ୧୧ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିବ। ପୂଜା ପୂର୍ବରୁ ଅନୁଗୋଳ କେନ୍ଦ୍ରୀୟ ଲକ୍ଷ୍ମୀ ପୂଜା କମିଟି ସହ ପ୍ରଶାସନର ବୈଠକରେ ଏପରି ଆଲୋଚନା ହୋଇଥିଲା। ତଦନୁଯାୟୀ...

ଶେଷହେଲା କଂସ ଦରବାର

ମାଧପୁର,୧୮।୧୦: ଆଠମଲ୍ଲିକ ବ୍ଲକ ମାଧପୁରଠାରେ ଚାଲିଥିବା ଚୌରାଶି ମହାଲକ୍ଷ୍ମୀ ପୂଜା ଅବସରରେ ମହାରାଜ କଂସଙ୍କ ଦରବାର କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଏହି ଅବସରରେ ଷଷ୍ଠ ଦିନରେ ଦରବାରରେ ରାଜ ଅତିଥି ଭାବେ ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକ ପୀତାମ୍ବର...

ନିଯୁକ୍ତି ଦାବି କଲେ ଛଟେଇ ଶ୍ରମିକ

ତାଳଚେର,୧୮।୧୦(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲର ପୁରୁଣା ପ୍ଲାଣ୍ଟରେ କାର୍ଯ୍ୟରତ ତାଳଚେର ପୌରାଞ୍ଚଳର ଶ୍ରମିକଙ୍କୁ ଛଟେଇ କରାଯାଇଥିଲା। ସମ୍ପୃକ୍ତ ଶ୍ରମିକମାନେ ପୁନଃନିଯୁକ୍ତି ଦାବି କରିଛନ୍ତି। ଏ ନେଇ ସୋମବାର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ପୁରୁଣା ପ୍ଲାଣ୍ଟ...

ପାହାଡ଼ ଚଢ଼ିଲେ ପହଞ୍ଚ

ବଇଣ୍ଡା, ୧୭ା୧୦: ହାତରେ ଅଛି ମୋବାଇଲ। ହେଲେ ଜରୁରୀ ବେଳେ କରିହେଉନି କଲ୍‌। ବିପର୍ଯ୍ୟୟ ପୂର୍ବରୁ ସରକାର ପଠାଉଥିବା ସତର୍କ ସୂଚନା ବି ପହଞ୍ଚୁନି ଲୋକଙ୍କ ନିକଟରେ। ସୋସିଆଲ ମିଡିଆ ତ ଦୂରର କଥା, ଖାଦ୍ୟ ସୁରକ୍ଷା ଯୋଜନାରେ ମିଳୁଥିବା...

ବଇଣ୍ଡାରେ ବହୁ ବିଳମ୍ବ

ବଇଣ୍ଡା, ୧୬ା୧୦ (ଡି.ଏନ.ଏ.): ଚାରି ଲେନ୍‌ ହେବ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ। ଏଥିପାଇଁ ୪ ବର୍ଷ ତଳୁ ହୋଇଛି ଉଚ୍ଛେଦ କାର୍ଯ୍ୟ। ବହୁ ବାସଗୃହ, ବଜାର ଆଦିକୁ ଭାଙ୍ଗି ଦିଆଯାଇଛି। ଡ୍ରେନ୍‌, ଓଭରବ୍ରିଜ୍‌ ନିର୍ମାଣ ପାଇଁ ରାସ୍ତା ପାର୍ଶ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri