ଅନୁଗୋଳ

ବିଜେଡି ନେତାଙ୍କୁ ହତ୍ୟା: ରାଜନୈତିକ ଶତ୍ରୁତାରୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ

ଛେଣ୍ଡିପଦା,୨୮।୫: ଅନୁଗୋଳ ଜିଲା ଜରପଡା ଥାନା ଜେରେଙ୍ଗ ଦେହୁରୀ ସାହିର ପୂର୍ବତନ ସରପଞ୍ଚ ତଥା ବିଜେଡି ନେତା ବିଭୁତି ଗଡ଼ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରାଜନୈତିକ ଘଟଣାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ...

ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ ଟଙ୍କା ଫେରାଯିବ

ବଇଣ୍ଡା,୨୩ା୫(ପରିକ୍ଷିତ ସାହୁ): ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡର ଶିକାର ହୋଇଥିବା ସମସ୍ତ ହିତାଧିକାରୀଙ୍କ ଟଙ୍କା ଫେରସ୍ତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀର...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ,...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି।...

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି...

ରାସ୍ତା ପାର୍ଶ୍ୱରେ ବସୁଛି ହାଟ

ବଇଣ୍ଡା, ୧୬ା୫ (ପରିକ୍ଷିତ ସାହୁ)ବର୍ଷ ବର୍ଷ ହେଲା ସରକାର ରାଜସ୍ବ ଆଦାୟ କରୁଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ସାପ୍ତାହିକ ହାଟକୁ ନେଇ ରହିଥିବା ସମସ୍ୟାର ସମାଧାନ କରାଯାଉ ନାହିଁ। ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ...

୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ପରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଅଭିଯୋଗ...

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ...

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ...

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି ଓ ବାଡ଼ିରେ ପଶି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଏପରି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ ଶୋଭାଯାତ୍ରାରେ ଆସିଥିଲେ ହେଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଫେରିଯାଇଛନ୍ତି। କେଉଁ କାରଣରୁ ନଳିନୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri