ଅନୁଗୋଳ

ଚମକ ଭରିବ ଚୁମୁକି

ବଅଁରପାଳ, ୩୦ା୯ (ଡି.ଏନ.ଏ.): ଶେଷ ସୋପାନରେ ପହଞ୍ଚିଲାଣି ଶାରଦୀୟ ପୂଜା ଆୟୋଜନ। ମଣ୍ଡପ ସାଜସଜ୍ଜା ସମ୍ପୂର୍ଣ୍ଣ ହେବାକୁ ଆଉ ଅଧିକ କାର୍ଯ୍ୟ ନାହିଁ। ଝଲମଲ କଲାଣି ରଙ୍ଗବେରଙ୍ଗର ଆଲୋକମାଳା। ଜାଗା ମାଡ଼ି ପସରା ମେଲାଇଲେଣି ମିନାବଜାର, ଖାଦ୍ୟ ଷ୍ଟଲ। ଗହଳିଚଳହଳି...

ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା

ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା କରାଯାଇଛି। ଖାଉଟିଙ୍କୁ ମାନସିକ ଯନ୍ତ୍ରଣା ଦେଇଥିବାରୁ ୮୦ ହଜାର ଟଙ୍କା ଜରିମାନା ଦେବାକୁ...

କ୍ୟାମେରା ସ୍କାନରରେ ରହିବ ଅନୁଗୋଳ

ଅନୁଗୋଳ ଅଫିସ, ୨୯ା୯: ଏଣିକି ସହରରେ ଆଉ ଅଳିଆ ପଡ଼ିବ ନାହିଁ କି ଟ୍ରାଫିକ୍‌ ସମସ୍ୟାରେ ଲୋକମାନେ ଦହଗଞ୍ଜ ହେବେ ନାହିଁ। ସେହିଭଳି ଅପରାଧୀମାନେ ମଧ୍ୟ ଅପରାଧ ଘଟାଇବାକୁ ଭୟ କରିବେ। ଏ ନେଇ ଅନୁଗୋଳ ପୌରପାଳିକା ପକ୍ଷରୁ ସିସିଟିଭି...

ମନଛୁଇଁବ ମେଲୋଡି

ବଇଣ୍ଡା, ୨୮ା୯ (ଡି.ଏନ.ଏ.): ମା’ ଆସୁଥିବାରୁ ରାତିଦିନ ଚାଲିଛି ସାଜସଜ୍ଜା। ଚଳଚଞ୍ଚଳ ହୋଇଉଠିଛି ଆଠମଲ୍ଲିକ ବ୍ଲକ ସାନହୁଲା ଅଞ୍ଚଳ। ଚଳିତବର୍ଷ ୨୯ ବର୍ଷରେ ପଦାର୍ପଣ କରୁଥିବା ସାନହୁଲା ପୂଜା କମିଟି ପକ୍ଷରୁ ଜାରିରହିଛି ବ୍ୟାପକ ପ୍ରସ୍ତୁତି। ମୂର୍ତ୍ତି, ମେଢ଼ ଓ...

ଦୁର୍ବ୍ୟବହାର ନେଇ ସରପଞ୍ଚଙ୍କ ଏତଲା

ଛେଣ୍ଡିପଦା, ୨୬ା୯ (ସ୍ବ.ପ୍ର.): ଛେଣ୍ଡିପଦା ବ୍ଲକ ବାଗଡିଆ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ପିଅନଙ୍କୁ ଦେହୁରୀସାହି ଗ୍ରାମର ମହିଳାମାନେ ଦୁର୍ବ୍ୟବହାର ସହିତ ଜାତିଆଣ ମନ୍ତବ୍ୟ ଦେଇ ଗାଳିଗୁଲଜ କରିଥିବା ରବିବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ...

ନଦୀର ସୁରକ୍ଷା ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ,୨୭।୯: ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରକୃତି ପରିବେଶ ଓ ବନ୍ୟଜୀବନ ସମିତି ଏବଂ ବଡକେରା ପଞ୍ଚାୟତ ଜୈବବିବିଧତା ପରିଚାଳନା ସମିତିର ମିଳିତ ଆନୁକୂଲ୍ୟରେ ଗୁରଙ୍ଗ ଗ୍ରାମରେ ବିଶ୍ବ ନଦୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ସଚେତନତା...

ପ୍ରଦର୍ଶିତ ହେବ ରାବଣ ପୋଡ଼ି

ବଇଣ୍ଡା, ୨୬ା୯ (ଡି.ଏନ.ଏ.): ପାଖେଇ ଆସୁଛି ଦଶହରା ପର୍ବ। ଏଥିପାଇଁ ଶେଷ ହୋଇଆସୁଛି ପ୍ରସ୍ତୁତି। ମୂର୍ତ୍ତି, ମେଢ଼ ଓ ତୋରଣ ନିର୍ମାଣ ମଧ୍ୟ ଅନ୍ତିମ ପର୍ଯ୍ୟାୟରେ। ମଣ୍ଡପ ନିକଟରେ ଅସ୍ଥାୟୀ ଦୋକାନ ବଜାର ପଡ଼ିବା ଆରମ୍ଭ ହୋଇଥିବା ବେଳେ ସାଂସ୍କୃତିକ...

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ

ବଇଣ୍ଡା,୨୪।୯(ଡି.ଏନ.ଏ.): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀ ଶନିବାର ଏକ ପୁତ୍ର ସନ୍ତାନ ଜନ୍ମ ଦେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଘଟଣା ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି।...

ଡେଲି ମାର୍କେଟର ୩ ଦୋକାନ ସିଲ୍‌

ଅନୁଗୋଳ ଅଫିସ, ୨୪ା୯: ଟିକସ ପ୍ରଦାନ ନ କରିବା, ଆବର୍ଜନା କରିବା ଏବଂ ପଲିଥିନ୍‌ ବିକ୍ରି କରୁଥିବା ଯୋଗୁ ଅନୁଗୋଳ ପୌରପାଳିକା ପକ୍ଷରୁ ଡେଲି ମାର୍କେଟ୍‌ର ୩ ଦୋକାନକୁ ଶୁକ୍ରବାର ସିଲ୍‌ କରାଯାଇଛି। ସୂଚନା ଅନୁଯାୟୀ, ଡେଲି ମାର୍କେଟର ଗୋଟିଏ...

ସମନ୍ବୟ ରଖି ପରିଚାଳନା କର

ଅନୁଗୋଳ ଅଫିସ,୨୪ା୯: ଅନୁଗୋଳ ଜିଲାରେ ଦୁର୍ଗାପୂଜା ଓ ଲକ୍ଷ୍ମୀ ପୂଜାକୁ ବ୍ୟବସ୍ଥିତ ତଥା ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ତତ୍ତ୍ବାବଧାନରେ ଏବଂ ଅତିରିକ୍ତ ଜିଲାପାଳ...

୬ ହଜାର ହେକ୍ଟର ହେବ ଜଳସେଚିତ

ଅନୁଗୋଳ ଅଫିସ, ୨୪ା୯: ରାଜ୍ୟ ସରକାରଙ୍କ ପାର୍ବତୀଗିରି ବୃହତ୍‌ ଉଠା ଜଳସେଚନ ଯୋଜନାରେ ଉପକୃତ ହେବ ଅନୁଗୋଳ। ଏହି ଯୋଜନାରେ ଅନୁଗୋଳ ଜିଲାରେ ୩ଟି ଜଳସେଚନ ପ୍ରକଳ୍ପ ନିର୍ମାଣ ହେବ। ଏଥିପାଇଁ ୨୩୯ କୋଟି ୨୦ ଲକ୍ଷ ଟଙ୍କାର ବ୍ୟୟ...

‘ମୀନାକ୍ଷୀ ମନ୍ଦିର’ରେ ବସିବେ ମା’

ଅନୁଗୋଳ ଅଫିସ, ୨୩ା୯:ନୂତନ ଅନୁଷ୍ଠାନ ହୋଇଥିଲେ ବି ଏଥର ପୂଜା ହେବ ନିଆରା। ଏଥିପାଇଁ ପ୍ରସ୍ତୁତି ଚଳାଇଛି ଅନୁଗୋଳ ରାଣୀଗୁଡ଼ା ଷ୍ଟେଶନ ବଜାର ମା’ ଦୁର୍ଗା ପୂଜା ଟ୍ରଷ୍ଟ। ଚଳିତବର୍ଷ ୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ଏହି ଟ୍ରଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri