ଅନୁଗୋଳ

ନିଆରା ନୂଆଁଖାଇ: ୧୮୦ ପରିବାରର ୮୦୦ ସଦସ୍ୟ ସାମିଲ

ରେଙ୍ଗାଲି,୩ା୯(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ଏକ ନିଆରା ଉଦାହରଣ ସୃଷ୍ଟି କରିଛି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକର ଗୋଲାମାଲ ଗ୍ରାମ। ଏହି ପର୍ବରେ ପଶ୍ଚିମ ଓଡ଼ିଶାର ଘରେ ଘରେ ପରିବାର ସହିତ ନୂଆଁ ଖାଇବାର ପରମ୍ପରା ରହିଛି।...

୧୨ ବର୍ଷ ହେଲା ଭଣ୍ଡାଉଛି ଏମ୍‌ସିଏଲ୍‌

ତାଳଚେର, ୩ା୯ (ନି.ପ୍ର.): ଜମି ବଦଳରେ ମିଳିବ ପର୍ଯ୍ୟାପ୍ତ କ୍ଷତିପୂରଣ। ଖଣିରେ ଦିଆଯିବ ନିଯୁକ୍ତି। ଥଇଥାନ ବ୍ୟବସ୍ଥା ମଧ୍ୟ କରିବ କୋଇଲା କମ୍ପାନୀ। ଏପରି ପ୍ରଲୋଭନ ଦେଖାଇ ହିଙ୍ଗୁଳା କ୍ଷେତ୍ର ନିମନ୍ତେ ୨୦୧୦ରେ ତାଳଚେର ଗୋପାଳପ୍ରସାଦବାସୀଙ୍କ ୩୪୮ ଏକର ଜମି...

ବଜାର ରାସ୍ତାରେ ବଢ଼ୁଛି ଟ୍ରାଫିକ ଅବ୍ୟବସ୍ଥା

ଅନୁଗୋଳ ଅଫିସ,୨ା୯: ଅନୁଗୋଳ ବଜାର ରାସ୍ତାରେ ବଢ଼ୁଛି ଟ୍ରାଫିକ ଅବ୍ୟବସ୍ଥା। ଦୈନିକ ଘଣ୍ଟା ଘଣ୍ଟା ଧରି ରାସ୍ତା ଜାମ୍‌ ରହୁଥିବାରୁ ଯାତାୟାତକାରୀଙ୍କ ସହ ବଜାର ଆସୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ରୋଗୀ ନେଇ ଜିଲା ମୁଖ୍ୟ...

ଘର ଜାଳିଦେଲେ, ମା’ଙ୍କୁ ଆକ୍ରମଣ ଉଦ୍ୟମ: ଅଭିଯୁକ୍ତ ପୁଅ ଗିରଫ

ଅନୁଗୋଳ ଅଫିସ, ୨ା୯:ଅନୁଗୋଳ ସଦର ଥାନା ରନ୍ତଲେଇ ଜଙ୍ଗଲମୌଜାର ଦୀନେଶ ନାଏକ(୨୦) ଗୁରୁବାର ନିଜ ଘର ପୋଡ଼ି ଦେବା ସହ ମା’ଙ୍କୁ ଆକ୍ରମଣ ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଆୟତ୍ତ କରିବା ପରେ ପୋଲିସ ପହଞ୍ଚତ୍ ଥାନାକୁ ଉଠାଇ...

ଅଗ୍ରପୂଜ୍ୟଙ୍କୁ ଆବାହନ ପାଇଁ ଆତୁର

ଅନୁଗୋଳ ଅଫିସ, ୩୧।୮: ଶିକ୍ଷାନୁଷ୍ଠାନରେ ଶେଷ ହୋଇଛି ସାଜସଜ୍ଜା। ଲାଗିଛି ରଙ୍ଗବେରଙ୍ଗର ମାଳ ମାଳ ପତାକା। ଅଗ୍ରପୂଜ୍ୟଙ୍କୁ ଆବାହନ ପାଇଁ ଆତୁରତାର ସହ ଅପେକ୍ଷା କରିଛନ୍ତି ଛାତ୍ରୀଛାତ୍ର। କରୋନା ପରେ ପ୍ରଥମ ଥର ପାଇଁ ସେମାନେ ଶିକ୍ଷାନୁଷ୍ଠାନରେ ପୂଜା ପାଳନ...

ବଢ଼ିଛି ଜନସଂଖ୍ୟା, ବଦଳିଛି ରୂପରେଖ

ଅନୁଗୋଳ ଅଫିସ, ୩୧।୮: ୫୯ ବର୍ଷରେ ପାଦ ଥାପିବାକୁ ଯାଉଛି ଅନୁଗୋଳ ପୌରପାଳିକା। ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ରୁ ବର୍ତ୍ତମାନର ପୌରପରିଷଦ, ଦୀର୍ଘ ୫୮ ବର୍ଷର ଯାତ୍ରା ମଧ୍ୟରେ ଅନେକ ପରିବର୍ତ୍ତନ ହୋଇଛି ଅନୁଗୋଳରେ। ଏହି ସମୟ ମଧ୍ୟରେ ପୌର...

ଭୁଜାଲିରେ ହାଣି ଲୁଟିନେଲେ ୬ ଲକ୍ଷ

ଅନୁଗୋଳ ଅଫିସ, ୩୦ା୮: ପାର୍ବଣକୁ ନଜରରେ ରଖି ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ କରାଯାଉଥିବା ଆଇନଶୃଙ୍ଖଳା ପ୍ରସ୍ତୁତିକୁ ସୋମବାର ଚ୍ୟାଲେଞ୍ଜ ଦେଇଛନ୍ତି ୪ ଜଣ ଦୁର୍ବୃତ୍ତ। ଅନୁଗୋଳ ସହର ଉପକଣ୍ଠ କୁରୁଡ଼ୁଲୁ ଅଞ୍ଚଳରେ ମଦ ବ୍ୟବସାୟୀଙ୍କ କର୍ମଚାରୀଙ୍କୁ ଭୁଜାଲିରେ...

ଅସାମାଜିକଙ୍କୁ ଉଠାଇନେବାକୁ ଚିଠା

ଅନୁଗୋଳ ଅଫିସ, ୨୯ା୮: ପାର୍ବଣରେ ଗହଳି ହେବ। ସହରରେ ସହସ୍ରାଧିକ ଲୋକଙ୍କ ଭିଡ଼ ଜମିବ। ଆଉ ଏହାକୁ ସୁଯୋଗ ଭାବେ ନେଇ ଅସାମାଜିକମାନେ ସକ୍ରିୟ ହୋଇପଡ଼ିବେ। ଫଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିଯିବାର ଆଶଙ୍କା ରହିଛି। ଏହାକୁ ନଜରରେ ରଖି ଅନୁଗୋଳ...

ବିଦ୍ୟାଳୟ ନିର୍ମାଣ କାମ ଅତି ନିମ୍ନମାନର

ବଇଣ୍ଡା,୨୯।୮(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସ ଜମିରେ ନିର୍ମାଣ ହେଉଥିବା କିଶୋରଗଞ୍ଜ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ଶନିବାର ବଇଣ୍ଡା...

ଗୁଳି କରି ଲୁଟିନେଲେ ୬ ଲକ୍ଷ ଟଙ୍କା

ଅନୁଗୋଳ ଅଫିସ,୨୯ା୮: ଅନୁଗୋଳ ଥାନା ଅଞ୍ଚଳର କୁରୁଡୁଲୁ ନିକଟରେ ଥିବା ଆଶ ପଣ୍ଡ୍‌ ତଳେ ଗୁଳିକାଣ୍ଡ ହୋଇଛି। ସୋମବାର ଦୁଇଜଣଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିବା ପରେ ଗୁଳିକରି ୬ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଏହି...

ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ ହାରିଛନ୍ତି। ଅନୁଗୋଳ ଥାନା ଅନ୍ତର୍ଗତ ସୁସୁଡ଼ାରେ ରବିବାର ଅପରାହ୍ନରେ ଘଟିଥିବା ଏଭଳି ଏକ...

ପଚିଗଲା ଧାନ ଫସଲ

ଆଠମଲ୍ଲିକ, ୨୮।୮ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଅନେକ ପଞ୍ଚାୟତକୁ ସପ୍ତାହେ ଧରି ବୁଡ଼ାଇ ରଖିଥିବା ବନ୍ୟା ପାଣି ସମ୍ପୂର୍ଣ୍ଣ ଛାଡ଼ିଯାଇଛି। ତେବେ ବନ୍ୟା ପାଣିରେ ଧାନ ଫସଲ ପଚି ଯାଇଥିବାରୁ ଉଜୁଡ଼ା କ୍ଷେତ ଦେଖି ଚାଷୀଙ୍କ ଚିନ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri