ଅନୁଗୋଳ

ଚିଠିର ଉତ୍ତର, ଡ୍ରେନ୍‌ ବ୍ଲୁ ପ୍ରିଣ୍ଟ ଦେଉନି ଏନ୍‌ଏଚ୍‌ଏଆଇ

ଅନୁଗୋଳ ଅଫିସ, ୨୯।୭ ଅନୁଗୋଳ ଜିଲା ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥର ବଅଁରପାଳରୁ ରନ୍ତଲେଇ ପର୍ଯ୍ୟନ୍ତ ରାସ୍ତା ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ସହଯୋଗ କରୁନାହିଁ। ବାରମ୍ବାର କାର୍ଯ୍ୟ ସମୀକ୍ଷା ସହ ଡ୍ରେନ୍‌ ନିର୍ମାଣ ପାଇଁ...

ବିଲରେ କଚାଡ଼ି ମାରିଦେଲା ହାତୀ

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ସକାଳେ ଶୌଚ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ଶୁଣ୍ଢରେ ଟେକି ନେଇ ବିଲରେ କଚାଡ଼ି ମାରିଦେଇଛି ହାତୀ। ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କଣଲୋଇ ପଞ୍ଚାୟତ ମାରୁଢିପ ଗ୍ରାମରେ ସୋମବାର ଘଟିଥିବା ଏହି ଘଟଣାକୁ ନେଇ...

ଉଚ୍ଛେଦ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ସହର ରାଜା ଛକରୁ ଥାନା ଛକ ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ପଶିଛି ଛନକା। ଏହି ଜବରଦଖଲ କାରଣରୁ ରାସ୍ତାରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏପରି କି...

ଅଧିକାରୀ ଆସିଲେ ଦିଆଯିବ ଅନୁମତି

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌ କାଟ। ବଦଳାଯାଉନି ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଇଲେକ୍ଟ୍ରି ଖୁଣ୍ଟ। ନିର୍ଦ୍ଧାରିତ ଉଚ୍ଚତାକୁ ଉଠାଯାଉନି ଅତି ତଳକୁ ଓହଳିଥିବା ତାର। ମୁକୁଳା ପଡ଼ିଥିବା ଟ୍ରାନ୍ସଫର୍ମରରେ ଲାଗି ମରୁଛନ୍ତି ଗୋରୁ। ମିଟର ପାଖରେ...

ବିଶ୍ୱାସରେ ବିଷ ଦେଇ ନେଇଗଲେ ୧୫ ଶହ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ମେଡିକାଲରେ ଦଲାଲମାନେ ଏବେ ମଧ୍ୟ ସକ୍ରିୟ ଅଛନ୍ତି। ରୋଗୀ ଓ ସମ୍ପର୍କୀୟଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କଠାରୁ ହଜାର ହଜାର ଟଙ୍କା ଠକି ନେଉଛନ୍ତି। ସୋମବାର ସକାଳେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କ ବିଶ୍ୱାସରେ ଏପରି...

ଆଦର୍ଶ, ଡେରା ଡିଏଭିରେ ଶତପ୍ରତିଶତ ପାସ୍‌

ଅନୁଗୋଳ ଅଫିସ, ୨୩।୭ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷାବୋର୍ଡ (ସିବିଏସ୍‌ଇ) ପରିଚାଳିତ ଦ୍ୱାଦଶ ଓ ଦଶମ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିବା ବେଳେ ଅନୁଗୋଳ ଜିଲାର କେନ୍ଦ୍ରୀୟ ବିଦ୍ୟାଳୟ ଓ ଆଦର୍ଶ ଇଣ୍ଟରନ୍ୟାଶନାଲ ସ୍କୁଲରେ ଦଶମ ପରୀକ୍ଷାରେ ଶତପ୍ରତିଶତ ପିଲା...

ଟିଏଫ୍‌ଏଲ୍‌ ପାଇଁ ଆସିଲା ଯନ୍ତ୍ରାଂଶ

ତାଳଚେର,୨୩ା୭(ନି.ପ୍ର.): ଅନୁଗୋଳ ଜିଲାର ତାଳଚେର ସାର କାରଖାନାଠାରେ ନିର୍ମାଣାଧୀନ ଦେଶର ପ୍ରଥମ କୋଇଲା ଗ୍ୟାସ୍‌ ଭିତ୍ତିକ ସାର କାରଖାନା ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ୍‌ (ଟିଏଫ୍‌ଏଲ୍‌) ନିମନ୍ତେ ଆନୁଷଙ୍ଗିକ ଯନ୍ତ୍ରାଂଶ ଆସିବା ଆରମ୍ଭ ହୋଇଛି। ଏକ ୧୨୮ ଚକିଆ ବିରାଟ ଟ୍ରେଲରରେ...

ପକ୍କା କରୁନି ପ୍ରଶାସନ

ପରିକ୍ଷିତ ସାହୁ ବଇଣ୍ଡା,୨୦।୭ – ନିର୍ବାଚନ ଆସିଲେ ଆସୁଛନ୍ତି ନେତା। ଦେଉଛନ୍ତି ଭଳିକି ଭଳି ପ୍ରତିଶ୍ରୁତି। ଅଭିଯୋଗ ନେଇ ପ୍ରଶାସନ ନିକଟକୁ ଗଲେ କୁହାଯାଉଛି ନିଆଯିବ ପଦକ୍ଷେପ। କେଇବର୍ଷ ହେଲା କେବଳ ଏଭଳି ପ୍ରତିଶ୍ରୁତି ବ୍ୟତୀତ କିଛି ବି ହେଉନି...

୪ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦେଇ ଯାଇଥିବା ଦେବଗଡ଼-ଅନୁଗୋଳ ୬୩ନଂ ରାଜ୍ୟ ରାଜପଥର କୋଶଳା ଗ୍ରାମ ଶିମିଳିସାହି ଠାରେ ସୋମବାର ଭୋର ୪ଟାରୁ ରାସ୍ତା ଉପରେ ୪ଟି ଭାରିଯାନ ଅଟକି ଯିବାରୁ ଦିନ ୮ଟା ପର୍ଯ୍ୟନ୍ତ ଯାତାୟତ...

ଦୁଇ ବିଚାରାଧୀନ କଏଦୀ ଫେରାର

ଅନୁଗୋଳ ଅଫିସ୍‌,୧୯।୭: ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ କାରାଗାରର ପାଚେରି ଡେଇଁ ଦୁଇ ବିଚାରାଧୀନ କଏଦୀ ଫେରାର ହୋଇଯାଇଛନ୍ତି। ସୋମବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଫେରାର ଦୁଇ କଏଦୀ ହେଲେ ଡିମିରିଆ ଗ୍ରାମର ବସନ୍ତ ମହାକୁଳ...

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଭାଲୁ ସଙ୍ଗେ ଲଢ଼ିଲେ ସ୍ବାମୀ

ଅନୁଗୋଳ ଅଫିସ,୧୯ା୭:ସ୍ତ୍ରୀଙ୍କ ଜୀବନ ରକ୍ଷା କରିବାକୁ ଭାଲୁ ସହ ଲଢ଼େଇ କରିଛନ୍ତି ସ୍ବାମୀ। ଏଥିରେ ସ୍ବାମୀ ସାମାନ୍ୟ ଆହତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୋମବାର ଭୋର ସମୟରେ ଅନୁଗୋଳ ଜିଲା ଗୋପାଳପ୍ରସାଦ ଫାଣ୍ଡି ଅନ୍ତର୍ଗତ କୁମୁଣ୍ଡା ଗାଁରେ...

ଉଚ୍ଛେଦ ପରେ ଉପେକ୍ଷା

ବଇଣ୍ଡା,୧୮।୭(ଡି.ଏନ.ଏ.) – ବର୍ଷାଦିନେ ପ୍ରାଣୀଧନଙ୍କ ଠାରେ ବ୍ୟାପୁଛି ବିଭିନ୍ନ ସଂକ୍ରାମକ ରୋଗ। ହେଲେ ଚିକିତ୍ସା ପାଇଁ ନା ଅଛନ୍ତି ଚିକିତ୍ସକ ନା ଅଛି ଚିକିତ୍ସାକେନ୍ଦ୍ର। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୪ ବର୍ଷ ତଳୁ ପ୍ରାଣୀଧନ ଚିକିତ୍ସାଳୟକୁ ଉଚ୍ଛେଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri