ଧାନବିଲରେ ପଡ଼ିଛି ହାତୀର ମୃତଦେହ
ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର...
ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର...
ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି।...
ଅନୁଗୋଳ ,୨୭।୯: ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ...
ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଣିହାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...
ଫୁଲନଖରା,୨୫।୯(ସତ୍ୟରଞ୍ଜନ ଦାସମହାପାତ୍ର):କଟକ ଜିଲା ସଦର ଥାନା ଅନ୍ତର୍ଗତ ନୂଆ କାଚରାମାଳଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡ଼ିଥିଲା। ଏଥିରେ ଚାଳକ ସ୍ଥାନୀୟ ବମ୍ଫକୁଦ ଗ୍ରାମର ଅନିମେଶ ଜେନାଙ୍କ ମୃତ୍ୟୁ ଘଟିଛି। କଟକ ସଦର...
ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ ସ୍କ୍ରାପ୍ ବ୍ୟବସାୟକୁ ନେଇ ବୁବୁଙ୍କୁ ହତ୍ୟା କରାଯାଇଥିବା ପୋଲିସ କହିଛି। ଏହି ଘଟଣାରେ...
ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି। ଗୁରୁତର ବନ କର୍ମଚାରୀ ସୁକାନ୍ତ ସାହୁଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା...
ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ...
ଅନୁଗୋଳ,୧୩।୯: ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ୨ ମୃତ ଶ୍ରମିକଙ୍କ ଘର ମୟୂରଭଞ୍ଜ...
ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର ୭ ତାରିଖଠାରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇ ଦୀର୍ଘ ୧୧ ଦିନ ବ୍ୟାପୀ...
ଅନୁଗୋଳ ଅଫିସ,୧୦।୯- ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଉପରଛକ ଠାରେ ଗୋରୁଚାଲଣ ବେଳେ ବିରୋଧ କରିଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୋରୁ ଚାଲାଣ ହେଉଥିବା ବେଳେ ଉଦ୍ଧାର କରାଯାଇଥିବା ଜଣାପଡିଛି। ସୂଚନା ଯେ, ମଙ୍ଗଳବାର...
ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଅନୁଗୁଳ ସଦର ଥାନା ଅନ୍ତର୍ଗତ...