ଅନୁଗୋଳ

ଦୀର୍ଘବର୍ଷ ହେଲା ହୋଇନି ବାବୁମାନଙ୍କ ବଦଳି

ଅନୁଗୋଳ ଅଫିସ, ୧୧।୬ ଗୋଟିଏ ଚୌକିରେ ସରକାରଙ୍କ କୌଣସି କର୍ମଚାରୀ ଅଧିକ ବର୍ଷ ରହିପାରିବେ ନାହିଁ। ଏହା ହେଲେ ସ୍ବଚ୍ଛତାରେ ବାଧା ଉପୁଜିବ। ତେଣୁ ଦୀର୍ଘବର୍ଷ ଧରି ଗୋଟିଏ ଚୌକିରେ ବସିଥିବା କର୍ମଚାରୀମାନଙ୍କୁ ବଦଳି କରିବାକୁ ସରକାରୀ ନିର୍ଦ୍ଦେଶନାମା ରହିଛି।...

ପ୍ରସ୍ତୁତ ହେଉଛି ମଡର୍ନ ମାର୍କେଟ ରୂପରେଖ

ଅନୁଗୋଳ ଅଫିସ, ୧୦।୬ ଗୋଟିଏ ଛାତ ତଳେ ଉପଲବ୍ଧ ହେବ ସତେଜ ପରିବା ଓ ଆମିଷ ଦ୍ରବ୍ୟ। ଅନୁଗୋଳରେ ଅତ୍ୟାଧୁନିକ ଶୈଳୀରେ ନିର୍ମାଣ ହେବ ‘ମଡର୍ନ ମାର୍କେଟ’। ଏଥିପାଇଁ ୨ ଏକର ଜାଗା ଖୋଜା ଆରମ୍ଭ ହୋଇଗଲାଣି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ...

ହ୍ରାସ କରିବ ହାତୀ ଉପଦ୍ରବ

ବଇଣ୍ଡା,୧୦।୬ (ଡି.ଏନ.ଏ.) ଗାଁ ମୁହଁା ହାତୀଙ୍କୁ ଘଉଡ଼ାଇବାକୁ ପ୍ରବେଶ ପଥରେ ଲଗାଯାଇଛି ମହୁମାଛି ବାକ୍ସ। ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଅଧୀନ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି) ପକ୍ଷରୁ ଅନୁଗୋଳ ଜିଲାର ଆଠମଲ୍ଲିକ ଓ ହଣ୍ଡପା ରେଞ୍ଜରେ ଆରମ୍ଭ ହୋଇଥିବା ପାଇଲଟ...

ଖୋଲିଲା ମେଡିକାଲ ମୁଖ୍ୟ ଫାଟକ

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ୨୩ ଦିନ ପରେ ବୁଧବାର ଖୋଲିଛି। ମୁଖ୍ୟ ଫାଟକ ଛାତ ମରାମତି ପରେ ଖୋଲା ଯାଇଥିବା ପୌରପାଳିକା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଫାଟକ ଖୋଲିବା ପରେ...

ରାତି ପାହିଲେ ଲମ୍ବା ଧାଡ଼ି

ବଇଣ୍ଡା,୯।୬(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ସମସ୍ତେ କିପରି ବିଶୁଦ୍ଧ ପାଇପ୍‌ ପାଣି ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତର ୬ ଗଁାକୁ...

ଆପରାଧିକ କାର୍ଯ୍ୟରେ ବଢ଼ୁଛି ନାବାଳକଙ୍କ ଭାଗୀଦାରି

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବିଶେଷକରି ଚୋରି, ଛିନତାଇ, ଡିକି ଭାଙ୍ଗି ଟଙ୍କା ଲୁଟ୍‌, ବଜାରରୁ ବାଇକ୍‌ ଚୋରି ପରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଦିନ ହେଉ ବା ରାତି, ଏପରି ଅପରାଧ ପ୍ରାୟ...

ମହିତଳାରେ ଔଷଧୀୟ ଚାରା ବଣ୍ଟନ

ଅନୁଗୋଳ ଅଫିସ,୮।୬ – ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ ଛେଣ୍ଡିପଦା ବ୍ଲକ ମହିତଳା ଗ୍ରାମରେ ଗତ ରବିବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ବନବିଜ୍ଞାନୀ ଜ୍ଞାନରଞ୍ଜନ ସାହୁ ଯୋଗଦେଇ ପରିବେଶ...

ବିରୋଧ ସତ୍ତ୍ୱେ ଦିଘି ଗ୍ରାମରେ ଉଚ୍ଛେଦ

ତାଳଚେର,୮।୬(ନି.ପ୍ର.) – ତାଳଚେର ବ୍ଲକ ଦିଘି ଗ୍ରାମଦେଇ ଫ୍ଲାଏ ଓଭର ବ୍ରିଜ ଯିବାକୁ ଥିବାରୁ ମଙ୍ଗଳବାର ସେଠାରେ ଉଚ୍ଛେଦ କାର୍ଯ୍ୟ କରାଯାଇଛି। ସକାଳେ ତାଳଚେର ପ୍ରଶାସନ ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ଉଚ୍ଛେଦ ନ କରିବାକୁ ଅନୁରୋଧ କରିଥିଲେ। କିନ୍ତୁ...

ଅଧିକରୁ ଅଧିକ ଗଛ ଲଗାଇବାକୁ ଆହ୍ବାନ

ଅନୁଗୋଳ ଅଫିସ, ୮।୬ – ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କମ୍ପାନୀ କର୍ମଚାରୀ, ସ୍କୁଲ ଛାତ୍ରୀଛାତ୍ର ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମର ଲୋକମାନେ ଅଂଶଗ୍ରହଣ...

ବସ୍ ଯାତ୍ରୀଙ୍କୁ ବିମାନବନ୍ଦର ଭଳି ସୁବିଧା

ଅନୁଗୋଳ ଅଫିସ, ୮।୬ – ବସ୍‌ରେ ଯିବାକୁ ଥିବା ଯାତ୍ରୀ ପାଇବେ ବିମାନବନ୍ଦର ଭଳି ସୁବିଧା। ପାର୍କିଂ, ଶପିଂ, ମେଡିସିନ, ଯାହା ଚାହିଁବେ ତାହା ହାତପାହାନ୍ତାରେ ପାଇପାରିବେ। ବସ୍‌ ଟାଇମିଂ ଜାଣିବାଠାରୁ ଆରମ୍ଭ କରି ଇ-ଟିକେଟ୍‌ ଯାଏ ସମସ୍ତ ଅତ୍ୟାଧୁନିକ...

ମୁହଁ ଫେରାଇଲେଣି ଗୃହିଣୀ

ବଇଣ୍ଡା,୭।୬ ବଢ଼ି ବଢ଼ି ଚାଲିଛି ରନ୍ଧନଗ୍ୟାସ୍‌ ଦର। ସିଲିଣ୍ଡର ପିଛା ଦାମ୍‌ ହଜାରେ ଟଙ୍କା ଟପିଯିବା ପରେ ଆଉ ସହ୍ୟ କରିପାରୁନାହାନ୍ତି ଗୃହିଣୀ। ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧିକୁ ନେଇ ସେମାନେ ଚିନ୍ତାରେ ଥିବାବେଳେ ରନ୍ଧନ ଗ୍ୟାସ୍‌ ଦର...

ବସ୍ତିରୁ ଆରମ୍ଭ ହେବ ଉଚ୍ଛେଦ

ଅନୁଗୋଳଅଫିସ, ୭।୬ ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳରେ ସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଅଟ୍ଟାଳିକାକୁ ପ୍ରଶାସନ ମାଟିରେ ମିଶାଇ ଦେଲା। ଏପରି କି ଦୁଇ ମହଲା ଓ ତିନି ମହଲା ଘର ଗୁଡ଼ିକ ଉପରେ ବୁଲଡୋଜର ଚାଲିଲା। ତାଳଚେର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri