ଅନୁଗୋଳ

ହାତୀ ଆତଙ୍କ ମଧ୍ୟରେ ହଣ୍ଡପାବାସୀ

ବଇଣ୍ଡା,୨।୬: ବଢ଼ୁଛି ହାତୀ ଉପଦ୍ରବ। ଦଳ ଦଳ ହୋଇ ଆସୁଥିବା ହାତୀ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଦେଉଛନ୍ତି। ସମ୍ମୁଖରେ ପଡ଼ୁଥିବା ଲୋକଙ୍କ ଜୀବନ ନେଉଛନ୍ତି। ୨୦୧୪ରୁ ୨୦୨୧ ମଧ୍ୟରେ ୭ ଜଣଙ୍କ ଜୀବନ ନେଇଥିବା ହାତୀ ପଲ...

ଖୋଲା ଆକାଶତଳେ ମୂକ, ବଧିର ଓ ଦୃଷ୍ଟିହୀନ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ,୨।୬: ଅନୁଗୋଳରେ କାଳବୈଶାଖୀ ବୁଧବାର କ୍ଷୟକ୍ଷତି ଘଟାଇଛି। ସହର ଉପକଣ୍ଠ ଶୁଶୁଡା ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଥିବା କେଦାରଗୌରୀ ଦୃଷ୍ଟିହୀନ ଓ ମୂକ ବଧିର ତାଲିମ କେନ୍ଦ୍ରର ଛପର ଉଡ଼ିଯିବାରୁ ଛାତ୍ରୀଛାତ୍ରମାନେ ଖୋଲା ଆକାଶ ତଳେ ରହିଥିବା ଦେଖାଯାଇଛି। ଖବରପାଇ...

ଘରକୁ ଫେରିବ ଫିଙ୍ଗା ସାମଗ୍ରୀ

ଅନୁଗୋଳ ଅଫିସ, ୨।୬: ଭଙ୍ଗା ହେଉ କି କଳଙ୍କିଲଗା ସାମଗ୍ରୀ, ଆଉ ଅଦରକାରୀ ହୋଇ କେହି ରହିବ ନାହିଁ। ଏପରି କି ମନ୍ଦିରରୁ ବାହାରୁଥିବା ବାସୀ ଫୁଲ ମଧ୍ୟ ପୁଣି ଘରକୁ ଫେରି କାମରେ ଲାଗିବ। ଫିଙ୍ଗା ଯାଉଥିବା ଏପରି...

ଅନୁଦାନ ଅଭାବରୁ ଅଟକିଛି

ମାଧପୁର, ୩୧ା୫ ଜଳକଷ୍ଟରେ କଟିଗଲା ଖରାଦିନ। ପିଇବା ପାଣି ପାଇଁ ଡହଳବିକଳ ହେଲେ ଲୋକେ। ଅଥଚ ୨୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଓଭର ହେଡ୍‌ ପାଣି ଟାଙ୍କି କାମରେ ଆସିଲାନାହିଁ। କାରଣ ଟାଙ୍କି ସିନା ନିର୍ମାଣ ସରିଛି,...

ମାଛ ଭାଗବଣ୍ଟାକୁ ନେଇ ଅସନ୍ତୋଷ, ପୋଖରୀ କୂଳରେ ପଡ଼ିରହିଲା ୫୦ କିଲୋ ମାଛ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା କୋରଡା ଗ୍ରାମରେ ବଡ଼ବନ୍ଧ ପୋଖରୀ ମାଛ ଭାଗବଣ୍ଟାକୁ କେନ୍ଦ୍ରକରି ରବିବାର ତୀବ୍ର ଅସନ୍ତୋଷ ଦେଖାଦେଇଛି। ଫଳରେ ବଡବନ୍ଧ ପୋଖରୀ କୂଳରେ ୫୦ କିଲୋରୁ ଊର୍ଦ୍ଧ୍ୱ ମାଛ ପଡ଼ି ରହିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,...

ଜୁନ ୧ରୁ ଅର୍ଥନୈତିକ ଅବରୋଧ ଆନ୍ଦୋଳନ

ତାଳଚେର,୩୦ା୫(ନି.ପ୍ର.): ତାଳଚେର ସରକାରୀ ମେଡିକାଲ କଲେଜ ପରିଚାଳନା ନେଇ ରାଜ୍ୟ ସରକାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରୁ ନ ଥିବାରୁ ପୂର୍ବ ଘୋଷଣା ଅନୁଯାୟୀ ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜୁନ ୧ ତାରିଖଠାରୁ ତାଳଚେରରେ ୭୨...

ଅଚଳାବସ୍ଥାରେ ଆମ ପୋଲିସ ସମିତି

ବଅଁରପାଳ,୩୦ା୫(ଡି.ଏନ.ଏ.): ଜନସାଧାରଣ ଓ ପୋଲିସ ମଧ୍ୟରେ ସୁସମ୍ପର୍କ ସ୍ଥାପନ ସହ ଅପରାଧ ହ୍ରାସ କରିବା ଉଦ୍ଦେଶ୍ୟରେ ୨୦୧୩ ମସିହାରେ ସରକାରଙ୍କ ପକ୍ଷରୁ ଆମ ପୋଲିସ ସମିତି ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହା ପ୍ରଥମେ ଅନୁଗୋଳ ଜିଲା ନାଲ୍‌କୋ ଥାନାରେ କାର୍ଯ୍ୟକ୍ଷମ ହୋଇଥିଲା।...

ଜାମୁକୋଳି ଖାଇବାକୁ ଯାଇ ଚାଲିଗଲା ବାଳକଙ୍କ ଜୀବନ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇଥିଲେ। ପରେ ଗ୍ରାମ ନିକଟରେ ଥିବା...

ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ଦେଖିବାକୁ ଯାଇଥିଲେ, ୨ ମହିଳା ପାଲଟିଲେ ଶବ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଅନୁଗୋଳ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ପିଆଜ ବୋଝେଇ ଟ୍ରକ ସହ ଅଟୋ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ମହିଳା ଯାତ୍ରୀଙ୍କର...

ଯସ୍ମିତା, ସରୋଜିନୀ ବିଜୟୀ

ବଅଁରପାଳ/ କଣିହାଁ,୨୯।୫(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ କେରେଜଙ୍ଗ ପଞ୍ଚାୟତରେ ଶୁକ୍ରବାର ସମିତି ସଭ୍ୟ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ସମିତି ସଭ୍ୟ ଭାବେ ଯସ୍ମିତା ପ୍ରଧାନ ବିଜୟୀ ହୋଇଛନ୍ତି। ପଞ୍ଚାୟତର ମୋଟ୍‌ ୩୫୪୦ ଜଣ ଭୋଟରଙ୍କ ମଧ୍ୟରୁ...

ଶହୀଦ୍‌ଙ୍କ ମା’ବାପାଙ୍କୁ ସମ୍ବର୍ଦ୍ଧନା

ବଇଣ୍ଡା,୨୯।୫(ଡି.ଏନ.ଏ.): ଦେଶ ପାଇଁ ଜୀବନ ଦେଇ ଶହୀଦ୍‌ ହୋଇଥିବା ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଙ୍ଗପଡା ଗ୍ରାମର ଦେବାଶିଷ ସେଠୀଙ୍କ ମାତା ପିତାଙ୍କୁ ରାଜ୍ୟ ପୋଲିସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଶନିବାର କଟକସ୍ଥିତ ପୋଲିସ ମୁଖ୍ୟାଳୟଠାରେ ଡିଜି ସୁନୀଲ ବଂଶଲ...

ଫଳ ବଜାରରେ ପ୍ରବଳ ଭିଡ଼

ଅନୁଗୋଳ ଅଫିସ,୨୯।୫: ଦିନକ ପରେ ସାବିତ୍ରୀ ବ୍ରତ। ତେଣୁ ଅନୁଗୋଳରେ ଲୁଗା ଦୋକାନଠାରୁ ଆରମ୍ଭ କରି ଫଳ ବେପାର ଜୋର୍‌ ଧରିଛି। ବିଶେଷକରି ସକାଳ ୭ଟାରୁ ୧୦ଟା ଓ ଅପରାହ୍ନରୁ ରାତି ଯାଏ ବଜାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଟାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri