ଅନୁଗୋଳ

କାର୍ଯ୍ୟକ୍ଷମ ହେଉନି ଦୁଗ୍ଧ ଶୀତଳୀକରଣ କେନ୍ଦ୍ର

ଛେଣ୍ଡିପଦା,୧୨।୧୧(ସ୍ବ.ପ୍ର.) ଦୁଗ୍ଧ ଉତ୍ପାଦନ ବଢ଼ାଇବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗ୍ରାମାଞ୍ଚଳର ଦୁଗ୍ଧ ଚାଷୀମାନଙ୍କୁ ଅଧିକରୁ ଅଧିକ ଗୋପାଳନ ପାଇଁ ପ୍ରୋତ୍ସାହିତ କରୁଛନ୍ତି। ବ୍ୟାଙ୍କ ମାଧ୍ୟମରେ ଆବଶ୍ୟକ ଋଣ ଯୋଗାଇ ଦେଉଛନ୍ତି। ହେଲେ ଚାଷୀମାନେ କିପରି ସହଜରେ ଉତ୍ପାଦିତ...

୧୨ ଘରୋଇ ସଂସ୍ଥା କରିବେ କୋଇଲା ଉତ୍ତୋଳନ

ଅନୁଗୋଳ ଅଫିସ, ୧୧|୧୧: ଅନୁଗୋଳ ଜିଲାରେ ଥିବା କୋଇଲା ଖଣିରୁ ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ସହ ଆଉ ୧୨ଟି ବେସରକାରୀ ଶିଳ୍ପ ସଂସ୍ଥା ଖୁବ୍‌ଶୀଘ୍ର କୋଇଲା ଉତ୍ତୋଳନ କରିବେ। ଏଥିସହ ଅନୁଗୋଳ ଓ ଢେଙ୍କାନାଳ ଜିଲାର ଶିଳ୍ପାନୁଷ୍ଠାନ ଗୁଡିକର...

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌: ୧୫ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୦ା୧୧(ଡି.ଏନ୍‌.ଏ.): ଛେଣ୍ଡିପଦା-ଅନୁଗୋଳ ୬୩ ନଂ ରାଜ୍ୟ ରାଜପଥର ନିଶା ଶିଳ୍ପାଞ୍ଚଳ ଥାନାର ଜିନ୍ଦଲ ଫାଟକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ନିଶାସ୍ଥିତ ଜିନ୍ଦଲ କମ୍ପାନୀର...

କଣ୍ଟ ପୂରିଲା, ନିଯୁକ୍ତି ନୋହିଲା

ଅନୁଗୋଳ ଅଫିସ, ୮।୧୧: କଣ୍ଟ ପୂରିଲା। ହେଲେ ମିଳିଲାନି ନିଯୁକ୍ତି। ଏହାର ପ୍ରତିବାଦରେ ନବରତ୍ନ କମ୍ପାନୀ ନାଲ୍‌କୋ ସ୍ପୋନ୍‌ସର୍ଡ ଆଇଟିଆଇ (ଏଲ୍‌ଏପି) କ୍ଷତିଗ୍ରସ୍ତ ପ୍ରଜାସଂଘର ୧୯୮ ସଦସ୍ୟ ଏବଂ ସେମାନଙ୍କ ପରିବାର ଗଣତାନ୍ତ୍ରିକ ପଦ୍ଧତିରେ ଅର୍ଥନୈତିକ ଅବରୋଧ କରିବେ ବୋଲି ନିଷ୍ପତ୍ତି...

ନୂଆଗଡ଼ ପୋଲ ନିର୍ମାଣ ବିଳମ୍ବ

ଆଠମଲ୍ଲିକ, ୭।୧୧(ଡି.ଏନ.ଏ.)  ଆଠମଲ୍ଲିକ ବ୍ଲକ ନୂଆଗଡ଼ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ଘଟୁଥିବା ୯ ଗ୍ରାମର ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ଗୁରୁବାର ନୂଆଗଡ ପିଢ ନିକଟରେ ଏକ ବୈଠକ ବସିଥିଲା। ସୂଚନାଯୋଗ୍ୟ, ଆଠମଲ୍ଲିକ-ବଇଣ୍ଡା ପୂର୍ତ୍ତ...

ଦାୟିତ୍ୱ ନ ନେବାରୁ ଦୟନୀୟ

ଛେଣ୍ଡିପଦା,୪।୧୧(ସ୍ବ.ପ୍ର.) ଦୀର୍ଘବର୍ଷ ହେଲା ମରାମତି ହୋଇନି ଦୁଇ ଜିଲାର ସୀମାନ୍ତ ରାସ୍ତା। ଫଳରେ କେଉଁସ୍ଥାନରେ ଏହା ଦବି ଯାଇଛି ତ ଆଉ କେଉଁଠି ଲମ୍ବା ଫାଟ ସୃଷ୍ଟି ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ ଏ...

ବିଜେଡି ଛାଡ଼ିଲେ ସଞ୍ଜୀବ

ଅନୁଗୋଳ ଅଫିସ,୪।୧୧: ଓଡ଼ିଶା ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିବା ଓ ଏକାଧିକଥର ମନ୍ତ୍ରୀ ପଦ ପାଇଥିବା ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୀବ କୁମାର ସାହୁ ବୁଧବାର ବିଜେଡି ସହ ସମ୍ପର୍କ ଛିନ୍ନ କରିଛନ୍ତି। ଅନୁଗୋଳଠାରେ ଆୟୋଜିତ...

ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା

ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ ସମସ୍ୟା ଯୋଗୁ...

କ୍ଷତିପୂରଣ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨।୧୧(ନି.ପ୍ର.) ତାଳଚେରସ୍ଥିତ ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ଦୁଇଦିନ ହେଲା କଣିହାଁ ବ୍ଲକ ସାନତ୍ରିବିଡା ଗ୍ରାମବାସୀ ଆନ୍ଦୋଳନ ଚଳାଇଛନ୍ତି। ଫଳରେ କୋଇଲା ଉତ୍ପାଦନ ଓ ପରିବହନ ବାଧାପ୍ରାପ୍ତ ହୋଇଛି। ପ୍ରକାଶ...

ରାତି ୧୨ରୁ ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ

ଅନୁଗୋଳ ଅଫିସ, ୨।୧୧ ଅନୁଗୋଳ ଜିଲାର ବିଭିନ୍ନ ସଡକ ମରାମତି, ପରିଚାଳନା ଓ ନିର୍ମାଣକୁ ନେଇ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ତାଳଚେର...

କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା

ଅନୁଗୋଳ ଅଫିସ, ୨।୧୧ ତୈଳ, ରନ୍ଧନ ଗ୍ୟାସ୍‌ ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ମୂଲ୍ୟ ବୃଦ୍ଧିର ଜୋରଦାର ପ୍ରତିବାଦ କରିଛି ଅନୁଗୋଳ ବିଜୁ ମହିଳା ସଙ୍ଗଠନ। ସୋମବାର ପୂର୍ବାହ୍ନରେ ଅନୁଗୋଳ ବିଜେଡି ପକ୍ଷରୁ ସ୍ଥାନୀୟ ବିଜୁ ମଇଦାନଠାରୁ ଏକ...

ସମ୍ପତ୍ତିରୁ ମିଳୁନି ଉତ୍ତରାଧିକାରୀ ସୁଯୋଗ

ଅନୁଗୋଳ ଅଫିସ, ୧।୧୧: ପୈତୃକ ସମ୍ପତ୍ତି ସତ୍ତ୍ୱେ ପୁତ୍ରକୁ ମିଳୁନି ଉତ୍ତରାଧିକାରୀ ପ୍ରମାଣପତ୍ର। ଏପରି କି ଦଖଲରେ ଥିଲେ ମଧ୍ୟ ଜାତି, ଆୟ ଓ ବାସିନ୍ଦା ପ୍ରମାଣପତ୍ର ପାଇବା ସୁଯୋଗରୁ ବଞ୍ଚିତ ହେବାକୁ ପଡ଼ୁଛି। ଜମି ଖରିଦ କିମ୍ବା ବିକ୍ରି ହୋଇପାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri