ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ପ୍ରସଙ୍ଗ: ମାଷ୍ଟରମାଇଣ୍ଡକୁ ଖସାଇବାକୁ ଉଦ୍ୟମ ଚର୍ଚ୍ଚା ପାଟଣାଗଡ଼,୧୭।୪ (ସଚ୍ଚିଦାନନ୍ଦ ମହାକୁର): ମଙ୍ଗଳବାର ସକାଳୁ ପାଟଣାଗଡ଼ ବ୍ରହ୍ମପୁରା ବ୍ଳକ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଜଣେ ଯୁବକ ନିଆଁ ଲଗାଇ ଦେଇଥିଲେ । ଏହି ଘଟଣା ପ୍ରଘଟ ହେବାପରେ ରାଜବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହାକୁ ନେଇ ବିଜୁ...
ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ...
ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି। ଏହି ଗାଁର ଜଣେ ମହିଳା କିଛି ଦିନ ତଳେ ବଲାଙ୍ଗୀର...
ପ୍ରତିମୂର୍ତ୍ତି ଜାଳିଥିବା ବ୍ୟକ୍ତି ଚିହ୍ନଟ ପରେ ପ୍ରତିକ୍ରିୟା ରଖିଲେ ହିମାଂଶୁ ଲାଲ… ପାଟଣାଗଡ଼,୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।...
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ ବଲାଙ୍ଗୀର,୧୫ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ ନିଶାସକ୍ତ ଅବସ୍ଥାରେ ନିଜ ହିତାହିତ ଜ୍ଞାନ ହରାଇ ବାଛୁରୀ ଆଖିକୁ ଫୋଡ଼ିଦେଇଥିବା ଅଭିଯୋଗ...
ନିଆଁରେ ଜଳିଗଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି: ଜାଣିଶୁଣି ପୋଡି ଦେଇଥିବା ଅଭିଯୋଗ ପାଟଣାଗଡ ୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବାର ଅଭିଯୋଗ...
କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ। ହତ୍ୟାକାରୀ ଫେରାର ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି।...
ମହାବିଷୁବ ସଂକ୍ରାନ୍ତିରେ ତୃଷାର୍ତ୍ତଙ୍କୁ ପଣା ବାଣ୍ଟିଲେ ମହିଳା ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ମହାବିଷୁବ ସଂକ୍ରାନ୍ତି ଅବସରରେ ଜିଲା ଚିତ୍ରଗୁପ୍ତ କଲ୍ୟାଣ ସଂଘ ମହିଳା ଶାଖା ପକ୍ଷରୁ ବଲାଙ୍ଗୀର ନରସିଂହ ମନ୍ଦିର ସମ୍ମୁଖ ମୁଖ୍ୟରାସ୍ତା କଡ଼ରେ ସୋମବାର ପଣା ବଣ୍ଟନ କରଯାାଇଛି। ପୂର୍ବାହ୍ନ ୧୦ଟାରୁ ମହିଳାମାନେ ପଣା ବଣ୍ଟନ କରିଥିଲେ।...
ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିବା ବେଳେ ରବିବାର ରାତିରେ ପୁଣି ବିଷ୍ଣୁମୁଣ୍ଡା ଛକରେ ଜଣେ...
ଗେମିଂ ଆପ୍ରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ: ଜଣଙ୍କୁ ବାନ୍ଧିଲା ପୋଲିସ ବଲାଙ୍ଗୀର,୧୩ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀରରେ ଗେମିଂ ଆପ୍ରେ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଗେମିଂ ଆପ୍ଲିକେଶନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯିବା ଅଭିଯୋଗରେ ଜିଲାର ସଇଁତଳା ଅଞ୍ଚଳର ଜଣେ ଯୁବକଙ୍କୁ ସାଇବର ସେଲ୍ ପକ୍ଷରୁ ଗିରଫ...
ଆମ୍ବ ଗଛରୁ ପଡି ଯୁବକ ଗୁରୁତର ବଲାଙ୍ଗୀର, ୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ସୁଦପଡା ଆମ୍ବ ଗଛରୁ ପଡ଼ି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଯୁବକ ରାଜା ପୋଢ (୪୦)...
ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି l ହତ୍ୟାକାରୀ ଫେରାର ହୋଇଯାଇଥିବା ବେଳେ ପୋଲିସ...