ବଲାଙ୍ଗୀର

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି।…

4 years ago

ଅବ୍ୟବସ୍ଥା ଘେରରେ ଭାଲିଆମୁଣ୍ଡା ସାପ୍ତାହିକ ବଜାର: ବ୍ୟବସାୟୀ ବସିବାକୁ ନାହିଁ ଆବଶ୍ୟକ ପିଣ୍ଡି

ଲୋଇସିଂହା,୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ସପ୍ତାହିକ ବଜାର ଅବ୍ୟବସ୍ଥା ଘେରରେ ରହିଛି। ବଜାରରେ ବ୍ୟବସାୟୀମାନେ ବିକ୍ରିବଟା କରିବା ଲାଗି ପିଣ୍ଡିର ଅଭାବ ରହିଛି। ପିଇବା…

4 years ago

ଗୀତିକାର ନେତ୍ରାନନ୍ଦ ବାରିକଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୬ା୧୨-ବିଶିଷ୍ଟ ଅଭିନେତା ତଥା ବହୁ ଲୋକପ୍ରିୟ ଗୀତର ସ୍ରଷ୍ଟା ନେତ୍ରାନନ୍ଦ ବାରିକ (୬୮)ଙ୍କ ରବିବାର ଅପରାହ୍ନରେ ତାଙ୍କ ବଲାଙ୍ଗୀର ସଦର ବ୍ଲକ ଖୁଜେନ୍‌ପାଲି ବାସଭବନରେ…

4 years ago

ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍‌କୁ…

4 years ago

ଆରପାରିରେ ଶିକ୍ଷାବିତ୍‌ ନୀଳାଚଳ ମିଶ୍ର

ବଲାଙ୍ଗୀର ଅଫିସ/ପାଟଣାଗଡ, ୪ା୧୨ (ଡି.ଏନ୍‌.ଏ.) ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ତଥା ବିଶିଷ୍ଟ ସଂସ୍କୃତି ସଙ୍ଗଠକ ଡ. ନୀଳାଚଳ ମିଶ୍ର (୮୧)ଙ୍କ ଗୁରୁବାର ସକାଳେ ତାଙ୍କ ପାଟଣାଗଡସ୍ଥିତ ବାସଭବନରେ…

4 years ago

ଆଦର୍ଶ ଗୁହାଳ ନିର୍ମାଣ ଶେଷକିସ୍ତି ଟଙ୍କା ମିଳିନି

ଦେଓଗାଁ, ୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଅନ୍ତର୍ଗତ ଉପରଝର ଓ ଫଟାମୁଣ୍ଡା ଗାଁର ୭ ଜଣ ଆଦର୍ଶ ଗୁହାଳ ହିତାଧିକାରୀଙ୍କୁ ଶେଷକିସ୍ତି ଟଙ୍କା…

4 years ago

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ

ବଲାଙ୍ଗୀର ଅଫିସ, ୪ା୧୨ ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତର କାଲିଝରନ୍‌ ଗଁାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…

4 years ago

ଉନ୍ମୋଚିତ ହେଲା କୋସଲୀ ଲଖିଁପୁରାନ

ବଲାଙ୍ଗୀର ଅଫିସ, ୪ା୧୨ କୋସଲୀ ଭାଷାରେ ଲିଖିତ ଯୁବକବି ଅକ୍ଷୟ ସରାଫଙ୍କ ଲିଖିତ ଲଖିଁପୁରାନ ବଲାଙ୍ଗୀର ଯାଦବ ଭବନଠାରେ ମାଣବସା ଗୁରୁବାର ଦିନ ଉନ୍ମୋଚିତ ହୋଇଯାଇଛି ା…

4 years ago

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ଟିଟିଲାଗଡ଼,୩।୧୨(ଡି.ଏନ.ଏ): ବଲାଙ୍ଗୀର ଜ଼ିଲା ଟିଟିଲାଗଡ଼ରେ ଗୁରୁବାର ସକାଳୁ ମୁରିବାହାଲ ରେଞ୍ଜର ପ୍ରଶାନ୍ତ ନାୟକ ଘରେ ଭିଜିଲାସନ୍ସ ଚଢାଉ ହୋଇଛି। ଡିସପି ଦାଶରଥି ସେଠଙ୍କ ନେତୃତ୍ୱରେ ରେଞ୍ଜରଙ୍କ ଟିଟିଲାଗଡ଼…

4 years ago

କୋଭିଡ ଯୋଦ୍ଧା ହାବିଲଦାରଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା ପାଟଣାଗଡ ଥାନାର ଟାଉନ୍‌ ହାବିଲଦାର କୋଭିଡ ଯୋଦ୍ଧା ମନୋରଞ୍ଜନ ବାରିକ (୪୪)ଙ୍କ ଭୁବନେଶ୍ୱର କିମସ୍‌ ହସ୍ପିିଟାଲରେ ବୁଧବାର ପୂର୍ବାହ୍ନରେ ପରଲୋକ…

4 years ago