ବଲାଙ୍ଗୀର

କରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି

ବଲାଙ୍ଗୀର ଅଫିସ, ୩୧ା୩: ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇ ଦେଶର ଭୋକିଲା ଲୋକଙ୍କ କ୍ଷୁଧା ନିବାରଣ କରାଯାଉଥିବା କୁହାଯାଉଥିଲେ ମଧ୍ୟ ମାତ୍ର ୭ ଦିନର ଲକ୍‌ଡାଉନ୍‌…

5 years ago

ଲୋକ ରୁଣ୍ଡ ଦେଖି ପିପଲବାହାଲ ଗ୍ରାମବାସୀ ଭୟଭୀତ

ଲାଠୋର,୩୧।୩ (ଡି.ଏନ.ଏ.): ମହାମାରୀ କରୋନା ଭାଇରସ (ଭୂତାଣୁ) ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସାଧାରଣ ଜନତାଙ୍କ ମନରେ…

5 years ago

ବାଟବଣା ବ୍ୟକ୍ତି ଆଶ୍ରୟସ୍ଥଳରେ ରହିଲେ

ଲାଠୋର,୩୧।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଅଧୀନ କରୁଆଁଝର ପଞ୍ଚାୟତ ସାନଗୁର୍ଜିଭଟା ଗାଁ ମୁଣ୍ଡରୁ ଜଣେ ଶ୍ରମିକଙ୍କୁ ଉଦ୍ଧାର କରି ଆଶ୍ରୟ ସ୍ଥଳରେ ରଖା ଯାଇଛି।…

5 years ago

ଗୁରୁକୁଳ ସପ୍ତର୍ଷି ସେବାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୩୦ା୩ (ଡି.ଏନ୍‌.ଏ.): କରୋନା ସଂକ୍ରମଣ ମୁକାବିଲା ପାଇଁ ଲକ୍‌ ଡାଉନ୍‌ ସମୟରେ ଅନେକ ସ୍ଥାନରେ ନାନା ସମସ୍ୟା ଦେଖାଦେଇଛି । ଟିକ୍ରାପଡା ଫାଣ୍ଡି ଅନ୍ତର୍ଗତ…

5 years ago

ମିଳୁନି ଖାଦ୍ୟ, ଭୋକରେ ଛଟପଟ ଯାଯାବର

ବଲାଙ୍ଗୀର ଅଫିସ, ୩୦ା୩: ବଲାଙ୍ଗୀର ସହର ରେଳଷ୍ଟେଶନ ନିକଟରେ ଉତ୍ତରପ୍ରଦେଶର ପ୍ରାୟ ୪୦ ଜଣ ଯାଯାବର ଅଟକି ରହିଛନ୍ତି । ସେମାନେ ହାତ ମୁଦିର ରଙ୍ଗୀନ ପଥର,…

5 years ago

ଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘ

ଲୋଇସିଂହା, ୩୦ା୩(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହାରେ ଫସି ରହିଥିବା ଜିଲା ତଥା ରାଜ୍ୟ ବାହାର ଲୋକଙ୍କୁ ଆାଦିବାସୀ ସଂଘ ପକ୍ଷରୁ ଦୁଇବେଳା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ା ସଂଘ…

5 years ago

ମାକ୍ସ ପ୍ରସ୍ତୁତ କରି ସୁରକ୍ଷିତ ରହିବାର ବାର୍ତ୍ତା ବାଣ୍ଟୁଛିି ଏସ୍‌ଏଚ୍‌ଜି

ଲୋଇସିଂହା, ୩୦।୩(ଡି.ଏନ.ଏ): ମାରମତ୍କ କରୋନା ଭାଇରସ୍‌ ସଂକ୍ରମ଼ଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ଗାଁର ମା’ଶକ୍ତିରୂପା ସ୍ବୟଂ ସହାୟକ ଗୋଷ୍ଠୀ…

5 years ago

ଜିଲା ପ୍ରଶାସନ, ବିଡିସିସି ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ବଲାଙ୍ଗୀର ଅଫିସ, ୩୦ା୩: କରୋନା ସଂକ୍ରମଣ ମୁକାବିଲା ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ବିଡିସିସି) ପକ୍ଷରୁ ୨୦ ଲକ୍ଷରୁ…

5 years ago

ମାଗଣା ପରିବା ବାଣ୍ଟିଲେ ଚାଷୀ

ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ସାରା ଦେଶରେ ଲକ୍‌ ଡାଉନ ଥିବାବେଳେ ଦୋକାନ ବଜାର ବନ୍ଦ ରହିଛି । ଏହି ଅବସରରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଓଡିଆପାଲି ପଞ୍ଚାୟତ…

5 years ago

ତାମିଲନାଡୁରେ ଫସି ରହିଛନ୍ତି ୧୮ ଦାଦନ ଶ୍ରମିକ

ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୧୮ଜଣ ଦାଦନ ଶ୍ରମିକ ପରିବାର ତାମିଲନାଡୁର ତିରିପୁରରେ ଫସି ରହିଛନ୍ତି। ସେମାନେ ତିରିପୁରର ଏକ ଟେକ୍ସଟାଇଲ କାରଖାନାରେ…

5 years ago