ଗୁଡଭେଲା,୧୫।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ସହର ସ୍ଥିତ ତେଲ ନଦୀ ଗର୍ଭକୁ ଦୁଇ ଜଣ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଉଭୟ ସମ୍ପର୍କରେ ଦୁଇ ଭଉଣୀ…
ଲୋଇସିଂହା, ୧୪।୧୦(ଡି.ଏନ.ଏ.) - ବଲାଙ୍ଗୀର ଜିଲା ଲୋଇସିଂହା ଓ ଆଗଲପୁର ବ୍ଲକ ଅଞ୍ଚଳରେ ଖରିଫ ଧାନ ପାକଳ ହୋଇ ଆସିଲାଣି। ଆଉ କିଛିଦିନ ପରେ ଅମଳ ପ୍ରକ୍ରିୟା…
ମୁରିବାହାଲ, ୧୩।୧୦ (ଡି.ଏନ.ଏ.) ନିଖିଳ ଓଡିଶା ମଧ୍ୟାହ୍ନଭୋଜନ(ଏମଡିଏମ) ପାଚିକା ସହାୟକ ସଂଘ ବଲାଙ୍ଗୀର ଜିଲା କମିଟି ତରଫରୁ ୩ ଦଫା ଦାବି ନେଇ ସୋମବାର ମୁରିବାହାଲ ବ୍ଲକ…
ମୁରିବାହାଲ, ୧୩।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ ଅନ୍ତର୍ଗତ ଚଳକି ଗଁା ୩ ନମ୍ବର ୱାର୍ଡର ଗୋଟିଏ ବି ପରିବାର ଏସଇସିସି (ସାମାଜିକ, ଅର୍ଥନୈତିକ,…
ବଲାଙ୍ଗୀର ଅଫିସ,୧୦ା୧୦: ଚଳିତମାସ ୩ ତାରିଖରେ ବଲାଙ୍ଗୀର ସହର କଂସାରୀପଡ଼ା ମଦନଗୁଡ଼ିଆ ଛକସ୍ଥିତ ମଦ ଦୋକାନ ସାମ୍ନାରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ…
ଲାଠୋର, ୯ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ଚାଉଲଡିଆ ଗ୍ରାମର ଭିନ୍ନକ୍ଷମ ଲଳିତା ରଣା(୩୫)। ସ୍ବାମୀ ଶୋଭାକର ରଣା(୪୫), ଗୋଟିଏ ଝିଅ…
ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ ନିଷ୍ଟ୍ରିୟ…
ବଲାଙ୍ଗୀର ଅଫିସ, ୬ା୧୦ ବଲାଙ୍ଗୀର ଜିଲାରେ ଦାଦନ ଶ୍ରମିକଙ୍କ ଶୋଷଣ ଓ ନିର୍ଯାତନା ନୂଆକଥା ନୁହେଁ ା ଏବେ ଦାଦନ ଶ୍ରମିକଙ୍କୁ ଶ୍ରମକାର୍ଡ କରାଇଦେବା ନାଁରେ କେତେକ…
ବଲାଙ୍ଗୀର ଅଫିସ୍,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍ ସେଲ୍ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।…
ଟିଟିଲାଗଡ଼, ୧୬।୯ (ଡି.ଏନ.ଏ.) - ବଲାଙ୍ଗୀର ଜିଲା ଟିଟିଲାଗଡ ସହର ୱାର୍ଡ ନମ୍ବର ୧ ସର୍ଗିଗୁଡାରେ ପାନୀୟ ଜଳ ସମସ୍ୟା ସଙ୍ଗୀନ ରୂପ ନେଇଛି। ବିଭିନ୍ନ ସମୟରେ…