Advertisement

ବଲାଙ୍ଗୀର

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର…

5 years ago
କରୋନା ଲକ୍‌ଡାଉନ୍‌: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛିକରୋନା ଲକ୍‌ଡାଉନ୍‌: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି

କରୋନା ଲକ୍‌ଡାଉନ୍‌: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି

ବଲାଙ୍ଗୀର ଅଫିସ, ୧ା୪: ଲକ୍‌ଡାଉନ୍‌ ସମୟରେ ଗରିବଙ୍କ ଆୟପନ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ଏବେ ସେମାନେ ମହା ଅଡୁଆରେ ପଡିଛନ୍ତି। ବିଶେଷକରି ମହିଳା ଶ୍ରମିକମାନେ ଘୋର ଅସୁବିଧାରେ…

5 years ago
ବଲାଙ୍ଗୀର ମାଛ ବଜାରରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନବଲାଙ୍ଗୀର ମାଛ ବଜାରରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ

ବଲାଙ୍ଗୀର ମାଛ ବଜାରରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ

ବଲାଙ୍ଗୀର ଅଫିସ,୧।୪-ବଲାଙ୍ଗୀର ଜିଲା ପ୍ରଶାସନ ଓ ଟାଉନ୍‌ ପୋଲିସ ଲକ୍‌ଡାଉନ୍‌ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ ଜାରି ରଖିଛି। ହେଲେ…

5 years ago
ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ

ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୧ା୪- ବଲାଙ୍ଗୀର ପୋଲିସ ଟିମ୍‌ ଲକ୍‌ ଡାଉନ୍‌ ସମୟରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି ମାନବିକତାର ପରିଚୟ ଦେଇଛନ୍ତି ା…

5 years ago
କରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତିକରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି

କରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି

ବଲାଙ୍ଗୀର ଅଫିସ, ୩୧ା୩: ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇ ଦେଶର ଭୋକିଲା ଲୋକଙ୍କ କ୍ଷୁଧା ନିବାରଣ କରାଯାଉଥିବା କୁହାଯାଉଥିଲେ ମଧ୍ୟ ମାତ୍ର ୭ ଦିନର ଲକ୍‌ଡାଉନ୍‌…

5 years ago

ଲୋକ ରୁଣ୍ଡ ଦେଖି ପିପଲବାହାଲ ଗ୍ରାମବାସୀ ଭୟଭୀତ

ଲାଠୋର,୩୧।୩ (ଡି.ଏନ.ଏ.): ମହାମାରୀ କରୋନା ଭାଇରସ (ଭୂତାଣୁ) ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସାଧାରଣ ଜନତାଙ୍କ ମନରେ…

5 years ago

ବାଟବଣା ବ୍ୟକ୍ତି ଆଶ୍ରୟସ୍ଥଳରେ ରହିଲେ

ଲାଠୋର,୩୧।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଅଧୀନ କରୁଆଁଝର ପଞ୍ଚାୟତ ସାନଗୁର୍ଜିଭଟା ଗାଁ ମୁଣ୍ଡରୁ ଜଣେ ଶ୍ରମିକଙ୍କୁ ଉଦ୍ଧାର କରି ଆଶ୍ରୟ ସ୍ଥଳରେ ରଖା ଯାଇଛି।…

5 years ago
ଗୁରୁକୁଳ ସପ୍ତର୍ଷି ସେବାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନଗୁରୁକୁଳ ସପ୍ତର୍ଷି ସେବାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ଗୁରୁକୁଳ ସପ୍ତର୍ଷି ସେବାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୩୦ା୩ (ଡି.ଏନ୍‌.ଏ.): କରୋନା ସଂକ୍ରମଣ ମୁକାବିଲା ପାଇଁ ଲକ୍‌ ଡାଉନ୍‌ ସମୟରେ ଅନେକ ସ୍ଥାନରେ ନାନା ସମସ୍ୟା ଦେଖାଦେଇଛି । ଟିକ୍ରାପଡା ଫାଣ୍ଡି ଅନ୍ତର୍ଗତ…

5 years ago
ମିଳୁନି ଖାଦ୍ୟ, ଭୋକରେ ଛଟପଟ ଯାଯାବରମିଳୁନି ଖାଦ୍ୟ, ଭୋକରେ ଛଟପଟ ଯାଯାବର

ମିଳୁନି ଖାଦ୍ୟ, ଭୋକରେ ଛଟପଟ ଯାଯାବର

ବଲାଙ୍ଗୀର ଅଫିସ, ୩୦ା୩: ବଲାଙ୍ଗୀର ସହର ରେଳଷ୍ଟେଶନ ନିକଟରେ ଉତ୍ତରପ୍ରଦେଶର ପ୍ରାୟ ୪୦ ଜଣ ଯାଯାବର ଅଟକି ରହିଛନ୍ତି । ସେମାନେ ହାତ ମୁଦିର ରଙ୍ଗୀନ ପଥର,…

5 years ago
ଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘ

ଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘ

ଲୋଇସିଂହା, ୩୦ା୩(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହାରେ ଫସି ରହିଥିବା ଜିଲା ତଥା ରାଜ୍ୟ ବାହାର ଲୋକଙ୍କୁ ଆାଦିବାସୀ ସଂଘ ପକ୍ଷରୁ ଦୁଇବେଳା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ା ସଂଘ…

5 years ago