ବଲାଙ୍ଗୀର

କବିତା ମଣିଷର ସମ୍ବେଦନଶୀଳତା ବଢ଼ାଏ

ବଲାଙ୍ଗୀର ଅଫିସ, ୧୯ା୧୧ ବଲାଙ୍ଗୀରର ତହଁକ୍‌ ସାହିତ୍ୟ କୁଟୁମ୍‌ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଭବନଠାରେ ଶୀତ୍‌ କେ ସ୍ବାଗତ୍‌ କବିତା ଆସର ଅନୁଷ୍ଠିତ ହୋଇଥିଲା ା ଅଭିନେତା…

5 years ago

ଶହେରୁ ଊର୍ଦ୍ଧ୍ୱ ଦେଶରେ ରହିଛି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ବଲାଙ୍ଗୀର ଅଫିସ,୧୮।୧୧: ବିଶ୍ୱର ୧୦୨ଟି ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଏକ କିମ୍ବା ତଦୂର୍ଦ୍ଧ୍ୱ ପ୍ରତିମୂର୍ତ୍ତି ରହିଥିବା ସୂଚନା ଅଧିକାର ଆଇନ ଜରିଆରେ ମିଳିଥିବା ତଥ୍ୟରୁ…

5 years ago

ଅଧିକାର ପାଇଁ ଲଢେଇ କରିବାକୁ ଆହ୍ବାନ

ଖପ୍ରାଖୋଲ, ୧୮ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିର୍ସା ମୁଣ୍ଡାଙ୍କ ୧୪୪ତମ ଜୟନ୍ତୀ ସମାରୋହ ଏସ୍‌ଟି, ଏସ୍‌ସି କର୍ମଚାରୀ ସଂଘ ଆନୁକୂଲ୍ୟରେ…

5 years ago

ହାତୀ ଆକ୍ରମଣରେ ଚାଷୀ ମୃତ: କ୍ଷତିପୂରଣ ଦାବି

ଲୋଇସିଂହା,୧୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ବନଖଣ୍ଡ ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଧଉଁରାଦାଦର ଗାଁରେ ହାତୀ ଆକ୍ରମଣରେ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ରୀରାମ ବିଶାଳ (୪୫)।…

5 years ago

ଗାଁରେ ହେଉଥିବା ଅନିୟମିତତାକୁ ନେଇ ଉପଜିଲାପାଳଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଲୋଇସିଂହା, ୧୪।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା…

5 years ago

ବିଜ୍ଞାନ ମେଳା ପାଇଁ ବେଆଇନ ଅର୍ଥ ସଂଗ୍ରହ

ବଲାଙ୍ଗୀର ଅଫିସ, ୧୪ା୧୧ - ଶିକ୍ଷା ବିଭାଗର କୌଣସି ସର୍କୁଲାର ନଥିବା ସତ୍ତ୍ୱେ ସରକାରୀ ସ୍କୁଲଗୁଡିକରେ ବିଜ୍ଞାନ ମେଳା ଆୟୋଜନ କରାଯିବା ନେଇ ବଲାଙ୍ଗୀର ଜିଲା ଦେଓଗଁା…

5 years ago

ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର: କାର୍ଯ୍ୟକ୍ଷମ ହେଉନି ବର୍ଯ୍ୟବସ୍ତୁ ଭଷ୍ମକ ଯନ୍ତ୍ର

ଲାଠୋର,୧୩ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଥିବା ଅଭିଯୋଗ ହୋଇଛି। କେନ୍ଦ୍ର ଉପରେ ଅଞ୍ଚଳର ୩୫ରୁ…

5 years ago

ପେଟ୍‌ରୋଗ୍‌ରେ ଆକ୍‌ରାଁତ ବସନ୍ତ: ଚିକିଛା ଲାଗି ଟଁକା ଅଭାବ

ଲୋଇସିଂହା, ୧୩।୧୧(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ୀପଦର ପଁଚେତ୍‌ ସଦର ଗଁାର ବସନ୍ତ ବାରିକ(୩୭)। ସେ ପେଟ୍‌ ବେମାରିର ଚିକିଛାରେ ଲକ୍ଷାଧିକ୍‌ ଟଁକା ଖରଚ୍‌ କରି ସରବ୍‌ସୁଅଁାତ…

5 years ago

ବଲାଙ୍ଗୀରରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ସ୍ଥାପନ ଯୋଜନା

ବଲାଙ୍ଗୀର ଅଫିସ, ୧୩ା୧୧ - ବଲାଙ୍ଗୀର ଜିଲା ତୁଷରା ତହସିଲ ଅନ୍ତର୍ଗତ ପେଣ୍ଡିମୁଣ୍ଡା ନିକଟ ତେଲନଦୀ କୂଳରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ନିର୍ମାଣ କରାଯିବାର ଯୋଜନା…

5 years ago

ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି।…

5 years ago