ବଲାଙ୍ଗୀର

ବଲାଙ୍ଗୀରରେ ୧୪ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି, ୨ ସୁସ୍ଥ

ବଲାଙ୍ଗୀର ଅଫିସ, ୨୬ା୫: ବଲାଙ୍ଗୀର ଜିଲାରେ ମଙ୍ଗଳବାର ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳର ୭ଜଣ ରହିଛନ୍ତି। ଏହି ସଂକ୍ରମିତ ୭ଜଣ…

6 years ago

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ କରାଯାଇଛି…

6 years ago

କୋଇଲା ବୋଝେଇ ବଗିରେ ନିଆଁ

ସଇଁତଳା, ୨୬ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

6 years ago

ଟ୍ରେନ୍‌ ଚେନ୍‌ ଟାଣି ଓହ୍ଲାଇଲେ ୩୫୦ପ୍ରବାସୀ:କଣ୍ଟାବାଞ୍ଜି ରେଳ ଷ୍ଟେଶନରୁ ଚମ୍ପଟ୍‌ ମାରିଲେ ୪୫

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୬ା୫ (ଡି.ଏନ୍‌.ଏ.) ଗୁଜରାଟର ଗାନ୍ଧୀଧାମରୁ କଟକର ନିର୍ଗୁଣ୍ଡି ଅଭିମୁଖେ ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ର ଚେନ୍‌ ଟାଣି ୩୫୦ ପ୍ରବାସୀ ସୋମବାର ବଲାଙ୍ଗୀର ଜିଲାର…

6 years ago

ପଶ୍ଚିମ ଓଡିଶା ପ୍ରବାସୀ ଶ୍ରମିକଙ୍କୁ ଉଦ୍ଧାର ଦାବିରେ ୬୦କିମି ପଦଯାତ୍ରା

ବଲାଙ୍ଗୀର ଅଫିସ, ୨୫ା୫-କରୋନା ଲକ୍‌ଡାଉନ୍‌ ଯୋଗଁୁ ବାହାର ରାଜ୍ୟରେ ଫସି ରହିଥିବା ପଶ୍ଚିମ ଓଡିଶାର ଲକ୍ଷାଧିକ ଦାଦନ ଶ୍ରମିକଙ୍କୁ ତୁରନ୍ତ ଉଦ୍ଧାର ଏବଂ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କୁ…

6 years ago

ଜଙ୍ଗଲରେ ଥିବା ୧୩ ପ୍ରବାସୀଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ଲୋଇସିଂହା, ୨୫।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହାା ବ୍ଲକ ମାଗୁରବେଡା ଗାଁର ୩ପରିବାରର ୧୩ପ୍ରବାସୀ ଶ୍ରମିକ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହିବାର ବ୍ୟବସ୍ଥା ନ ହେବାରୁ ନିକଟସ୍ଥ ଜଙ୍ଗଲରେ ରହୁଛନ୍ତି।…

6 years ago

ପ୍ରବାସୀ ଶ୍ରମିକଙ୍କୁ ସରପଞ୍ଚଙ୍କ ଗାଲିଗୁଲଜ ଭିଡିଓ ଭାଇରାଲ

ଦେଓଗାଁ, ୨୫ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦୁପୁର ପଞ୍ଚାୟତର ସରପଞ୍ଚ ବାଳକ ପଧାନ ପ୍ରବାସୀ ଶ୍ରମିକଙ୍କୁ ଫୋନରେ ଗାଲିଗୁଲଜ କରିବା ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ…

6 years ago

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା…

6 years ago

ଦମକଳକୁ ବାଟ ଓଗାଳିଲା ମିକ୍ସଚର ମେଶିନ

ବଲାଙ୍ଗୀର ଅଫିସ, ୨୫ା୫:  ବଲାଙ୍ଗୀର ସହରର ବରପାଲିପଡାରେ ଶନିବାର ଏକ ଟ୍ରାନ୍ସଫର୍ମରରେ ନିଅଁା ଲାଗି ଜଳି ଯାଇଛି। ଏ ନେଇ ଫୋନ୍‌ ପାଇବା ପରେ ଅଗ୍ନିଶମ ବିଭାଗ…

6 years ago

ଜୀବନଜୀବିକା ଲାଗି ଏକାଠି ହେଲେ ବ୍ୟାଣ୍ଡବାଜା, ରାମଳୀଳା କଳାକାର

ଦେଓଗାଁ,୨୫ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରପୁର ଆମ୍ରକାନନଠାରେ ରବିବାର ଜିଲାସ୍ତରୀୟ ରାମଲୀଳା କଳାକାରଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶରତ କୁମାର ପୁଟେଲଙ୍କ…

6 years ago