Advertisement

ବଲାଙ୍ଗୀର

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ ପଡ଼ିଥିବା…

6 months ago
ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….

ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….

ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ…

6 months ago
କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ…କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ…

କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ…

ବଲାଙ୍ଗୀର,୨୦।୧୦: ପାରିବାରିକ ବିବାଦରୁ ସ୍ବାମୀଙ୍କ ଅଜବ କାଣ୍ଡ। ନିଜର ଛୋଟ ପୁଅକୁ ରେଳଧାରଣାରେ ବାନ୍ଧି ମାରିବାକୁ ଉଦ୍ୟମ କରିଥିଲେ। ପରିବାରଲୋକେ ବଲାଙ୍ଗୀର ପୋଲିସକୁ ଖବର ଦେବା ପରେ…

6 months ago
ବଲାଙ୍ଗୀରରେ ପୁଣି ଶିଶୁବଳିବଲାଙ୍ଗୀରରେ ପୁଣି ଶିଶୁବଳି

ବଲାଙ୍ଗୀରରେ ପୁଣି ଶିଶୁବଳି

ଲାଠୋର, ୧୯ା୧୦ (ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲାରେ ପୁଣି ଶିଶୁବଳି। ଗୁରୁବାର ଅପରାହ୍ଣରୁ ନିଖୋଜ ଥିବା ଜଣେ ନାବାଳକଙ୍କ ମୃତଦେହ ଶୁକ୍ରବାର ସକାଳେ ଲାଠୋର ଥାନା ଅନ୍ତର୍ଗତ ଜଲପାଙ୍କେଲ…

6 months ago
ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

6 months ago
ମାଲବାହୀ ଗାଡ଼ି ଧକ୍କାରେ ଶନି ମନ୍ଦିର ଚୁରମାର୍ମାଲବାହୀ ଗାଡ଼ି ଧକ୍କାରେ ଶନି ମନ୍ଦିର ଚୁରମାର୍

ମାଲବାହୀ ଗାଡ଼ି ଧକ୍କାରେ ଶନି ମନ୍ଦିର ଚୁରମାର୍

ବଲାଙ୍ଗୀର,୧୭ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଲୋକନାଥ ମନ୍ଦିର ସମ୍ମୁଖ ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଶ୍ରୀ ଶନିଦେବ ମନ୍ଦିର ଏକ କମ୍ପାନୀ ମାଲବାହୀ…

6 months ago
୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା ଜଣାପଡ଼ିଛି।…

6 months ago
ଗଞ୍ଜେଇ ସହ ଗାଡ଼ି ଜବତ, ଅଭିଯୁକ୍ତ କୋର୍ଟ ଚାଲାଣଗଞ୍ଜେଇ ସହ ଗାଡ଼ି ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ

ଗଞ୍ଜେଇ ସହ ଗାଡ଼ି ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ

ଲାଠୋର,୧୨ା୧୦(ଭୁବନେଶ୍ୱର ବାରିକ):  ଏକ କାର୍‌ରେ ବେଆଇନ ଭାବେ ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ବଲାଙ୍ଗୀର ଜିଲା ଲାଠୋର ପୋଲିସ ଗାଡ଼ି ସହ ଗଞ୍ଜେଇ ଜବତ କରି…

7 months ago
ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

ପାଟଣାଗଡ଼,୧୧ା୧୦(ସଚ୍ଚିଦାନନ୍ଦ ମହାକୁଡ଼): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଧୁବଲପଡ଼ା ପଞ୍ଚାୟତ ମୁଦଘାଟସ୍ଥିତ କୃଷିଫାର୍ମଠାରେ ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିଭିପ୍ରସ୍ତର ସ୍ଥାପନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା…

7 months ago
ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପାଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା

ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା

କଣ୍ଟାବାଞ୍ଜି,୧୦ା୧୦(ଗୁରୁ ଦୟାଲ ହଂସ):ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା’ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି…

7 months ago