Advertisement

ବଲାଙ୍ଗୀର

ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ

ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ

ଟିଟିଲାଗଡ଼,୧୦।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ଦୀର୍ଘବର୍ଷ ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ପଦ ହାସଲ କରିଛି। ବିଧାୟିକା ଟୁକୁନୀ ସାହୁ ମହିଳା…

6 years ago
ଏସ୍‌କେଡି କେନ୍ଦ୍ର ପରିଦର୍ଶନ ସମୟରେ ଦିବ୍ୟାଙ୍ଗଙ୍କୁ ଜୋତା ପିନ୍ଧାଇଲେ ମନ୍ତ୍ରୀଏସ୍‌କେଡି କେନ୍ଦ୍ର ପରିଦର୍ଶନ ସମୟରେ ଦିବ୍ୟାଙ୍ଗଙ୍କୁ ଜୋତା ପିନ୍ଧାଇଲେ ମନ୍ତ୍ରୀ

ଏସ୍‌କେଡି କେନ୍ଦ୍ର ପରିଦର୍ଶନ ସମୟରେ ଦିବ୍ୟାଙ୍ଗଙ୍କୁ ଜୋତା ପିନ୍ଧାଇଲେ ମନ୍ତ୍ରୀ

ଟିଟିଲାଗଡ଼,୧୦।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍‌କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ…

6 years ago
ଦଦ୍‌ରା ଘରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ରଦଦ୍‌ରା ଘରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଦଦ୍‌ରା ଘରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଲାଠୋର, ୮ା୮ (ଡି.ଏନ୍‌.ଏ):  ସରକାର ରାଜ୍‌କୋଷରୁ କୋଟି କୋଟି ଟଁକା ଖରଚ୍‌ କରି ୫ଶହ ଲୋକ୍‌ ସଂଖ୍ୟାରେ ଗୁଟେ ଲେଖେଁ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍‌। କେନ୍ଦ୍ରରେ ୩ରୁ…

6 years ago
କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ ବ୍ୟାପକ ଲାଞ୍ଚ କାରବାର, ଦୁର୍ନୀତି ଅଭିଯୋଗ: ଓକିଲ ସଂଘର ଧାରଣାକଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ ବ୍ୟାପକ ଲାଞ୍ଚ କାରବାର, ଦୁର୍ନୀତି ଅଭିଯୋଗ: ଓକିଲ ସଂଘର ଧାରଣା

କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ ବ୍ୟାପକ ଲାଞ୍ଚ କାରବାର, ଦୁର୍ନୀତି ଅଭିଯୋଗ: ଓକିଲ ସଂଘର ଧାରଣା

କଣ୍ଟାବାଞ୍ଜି,୬।୮(ଡି.ଏନ୍‌.ଏ.): କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଲାଞ୍ଚ କାରବାର ଓ ଦୁର୍ନୀତି ଅଭିଯୋଗ ନେଇ ସ୍ଥାନୀୟ ଓକିଲ ସଂଘ ପକ୍ଷରୁ ମଙ୍ଗଲବାର…

6 years ago
କେଜିବିଭି ହଷ୍ଟେଲରେ ପାଣି ସମସ୍ୟା, ଛାତ୍ରୀଙ୍କୁ ଧମକଚମକ: ରାସ୍ତାକୁ ଓହ୍ଲାଇଲେ ଅନ୍ତେବାସିନୀକେଜିବିଭି ହଷ୍ଟେଲରେ ପାଣି ସମସ୍ୟା, ଛାତ୍ରୀଙ୍କୁ ଧମକଚମକ: ରାସ୍ତାକୁ ଓହ୍ଲାଇଲେ ଅନ୍ତେବାସିନୀ

କେଜିବିଭି ହଷ୍ଟେଲରେ ପାଣି ସମସ୍ୟା, ଛାତ୍ରୀଙ୍କୁ ଧମକଚମକ: ରାସ୍ତାକୁ ଓହ୍ଲାଇଲେ ଅନ୍ତେବାସିନୀ

ଲୋଇସିଂହା,୬।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟ(କେଜିବିଭି)ର ଅନ୍ତେବାସିନୀମାନେ ନାନା ସମସ୍ୟା ଦେଇ ଗତି କରୁଛନ୍ତି। ଏହାର ପ୍ରତିବାଦ କଲେ ସେମାନଙ୍କୁ ନାଲିଆଖି…

6 years ago
ଆନୁଷ୍ଠାନିକ ଅବକ୍ଷୟ ରୋକିବା ଉପରେ ଗୁରୁତ୍ୱଆନୁଷ୍ଠାନିକ ଅବକ୍ଷୟ ରୋକିବା ଉପରେ ଗୁରୁତ୍ୱ

ଆନୁଷ୍ଠାନିକ ଅବକ୍ଷୟ ରୋକିବା ଉପରେ ଗୁରୁତ୍ୱ

ବଲାଙ୍ଗୀର ଅଫିସ, ୫ା୮:  ବ୍ୟକ୍ତିର ଉପଲବ୍ଧିକୁ ତାର ସାମାଜିକ ଅବଦାନ ଦୃଷ୍ଟିରୁ ବିଚାର କରାଯିବା ଉଚିତ୍‌। ଏହି ଦୃଷ୍ଟିରୁ ବିଚାର କଲେ ପୂର୍ବତନ ସାଂସଦ ଜନସେବୀ କୃଷ୍ଣଚନ୍ଦ୍ର…

6 years ago
ଦୃଢ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ଜଗନ୍ନାଥଙ୍କୁ କରିଛି ସକ୍ଷମଦୃଢ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ଜଗନ୍ନାଥଙ୍କୁ କରିଛି ସକ୍ଷମ

ଦୃଢ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ଜଗନ୍ନାଥଙ୍କୁ କରିଛି ସକ୍ଷମ

ସୋନପୁର, ୫।୮(ନି.ପ୍ର) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଦଶରାଜପୁର ଗାଁର ଜଗନ୍ନାଥ ଦାସ(୪୬)। ଆଖିକୁ ଭଲ ଦେଖା ଯାଉନି। ଗୋଡ ଓ ହାତ ଥରୁଛି। ତଳେ ଗୋଡ…

6 years ago
ପହ୍ଲାଘାରୀକୁ ଦଳି ନଷ୍ଟ କଲେ ହାତୀପଲପହ୍ଲାଘାରୀକୁ ଦଳି ନଷ୍ଟ କଲେ ହାତୀପଲ

ପହ୍ଲାଘାରୀକୁ ଦଳି ନଷ୍ଟ କଲେ ହାତୀପଲ

ଅମରପାଲି, ୫।୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇରେ ହାତୀ ଉପଦ୍ରବ ଦେଖାଦେଇଛି। ସେମାନେ ପହ୍ଲାରେ ଥିବା ଧାନକୁ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଚଳିତ ବର୍ଷ…

6 years ago
ବିଶ୍ୱବିଦ୍ୟାଳୟ ଘୋଷଣା ବର୍ଷରେ ଅର୍ଥନୀତି: ଏମ୍‌.ଫିଲ୍‌ ପାଠ୍ୟକ୍ରମ ବନ୍ଦବିଶ୍ୱବିଦ୍ୟାଳୟ ଘୋଷଣା ବର୍ଷରେ ଅର୍ଥନୀତି: ଏମ୍‌.ଫିଲ୍‌ ପାଠ୍ୟକ୍ରମ ବନ୍ଦ

ବିଶ୍ୱବିଦ୍ୟାଳୟ ଘୋଷଣା ବର୍ଷରେ ଅର୍ଥନୀତି: ଏମ୍‌.ଫିଲ୍‌ ପାଠ୍ୟକ୍ରମ ବନ୍ଦ

ବଲାଙ୍ଗୀର ଅଫିସ, ୪ା୮-ଏହାକୁ ବିଡମ୍ବନା କୁହାଯିବ କି ଆଉ କ’ଣ। ରାଜେନ୍ଦ୍ର ସ୍ବୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା କରାଯିବାର ମାସ କେଇଟା ପରେ ଏହି କଲେଜରୁ ଅର୍ଥନୀତି…

6 years ago
ବିଜ୍ଞାନ ନାଟକ ପ୍ରତିଯୋଗିତା: ‘ସମ୍ଭାବନା’ ଶ୍ରେଷ୍ଠ ବିବେଚିତବିଜ୍ଞାନ ନାଟକ ପ୍ରତିଯୋଗିତା: ‘ସମ୍ଭାବନା’ ଶ୍ରେଷ୍ଠ ବିବେଚିତ

ବିଜ୍ଞାନ ନାଟକ ପ୍ରତିଯୋଗିତା: ‘ସମ୍ଭାବନା’ ଶ୍ରେଷ୍ଠ ବିବେଚିତ

ବଲାଙ୍ଗୀର ଅଫିସ, ୪ା୮-ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲଠାରେ ଜିଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ା ଏହି ନାଟକ ପ୍ରତିଯୋଗିତାରେ ପୁଇଁନ୍ତଲା ଓଡିଶା ଆଦର୍ଶ ବିଦ୍ୟାଳୟର ବିଜ୍ଞାନ…

6 years ago