Advertisement

ବଲାଙ୍ଗୀର

ପାର୍ସଲ ବୋମା ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରାପାର୍ସଲ ବୋମା ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା

ପାର୍ସଲ ବୋମା ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା

ପାଟଣାଗଡ,୩।୯(ସଚ୍ଚିଦାନନ୍ଦ ମହାକୁଡ): ବଲାଙ୍ଗିର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାର କେସ ପାଟଣାଗଡ଼ କୋର୍ଟରେ ଚାଲିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ…

8 months ago
ଦମ୍ପତିଙ୍କୁ ଦଳିଦେଲା ଦନ୍ତାଦମ୍ପତିଙ୍କୁ ଦଳିଦେଲା ଦନ୍ତା

ଦମ୍ପତିଙ୍କୁ ଦଳିଦେଲା ଦନ୍ତା

ବଲାଙ୍ଗୀର,୨ା୯: ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ରେଞ୍ଜ ଅଧୀନରେ ଥିବା ଚାବିରିପାଲି ଗ୍ରାମରେ  ଦନ୍ତାହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗ୍ରାମର ନୀଳାମ୍ବର ବରିହା…

8 months ago
ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷ

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷ

ପାଟଣାଗଡ,୧।୯: ପାଟଣାଗଡ଼ ବିଡିଓଙ୍କ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗଙ୍କ ସହ ତାଙ୍କର ୪ଜଣ ସହଯୋଗୀ ମରୁଆଁ ସରପଞ୍ଚଙ୍କ ସ୍ବାମୀ ସ୍ବରୂପ ପରୁଆଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା…

8 months ago
ଭଙ୍ଗା ଘରେ ବିତୁଛି ଜୀବନଭଙ୍ଗା ଘରେ ବିତୁଛି ଜୀବନ

ଭଙ୍ଗା ଘରେ ବିତୁଛି ଜୀବନ

ଖପ୍ରାଖୋଲ,୩୦ା୮(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗାଁରେ ମହେଶ୍ୱର ବକୁଳ(୬୫)ଙ୍କ ଘର। ପରିବାର କହିଲେ ସ୍ତ୍ରୀ ଜୟନ୍ତୀ ଓ ଝିଅ ପୁଷ୍ପାଞ୍ଜଳୀ…

8 months ago
ଅଡିଟ ବେଳେ ନକଲି ସୁନା ବନ୍ଧକ ଧରାପଡ଼ିଲାଅଡିଟ ବେଳେ ନକଲି ସୁନା ବନ୍ଧକ ଧରାପଡ଼ିଲା

ଅଡିଟ ବେଳେ ନକଲି ସୁନା ବନ୍ଧକ ଧରାପଡ଼ିଲା

ଲୋଇସିଂହା,୩୦।୮(ସୁଶାନ୍ତ ବାରିକ): ନକଲି ସୁନା ବନ୍ଧକ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଋଣ ନାମରେ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ ଘଟଣାରେ ବଲାଙ୍ଗୀର ଜିଲା ଲୋଇସିଂହା…

8 months ago
ପଞ୍ଚାୟତ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀପଞ୍ଚାୟତ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀ

ପଞ୍ଚାୟତ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଲୋଇସିଂହା,୨୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡା ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନା ଶିବିର ଚାଲିଥିବାବେଳେ ତହସିଲଦାର ସଂଘମିତ୍ରା…

8 months ago
ବଲାଙ୍ଗୀର ଜେଲକୁ ଫେରିଲେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଧଳସାମନ୍ତବଲାଙ୍ଗୀର ଜେଲକୁ ଫେରିଲେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଧଳସାମନ୍ତ

ବଲାଙ୍ଗୀର ଜେଲକୁ ଫେରିଲେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଧଳସାମନ୍ତ

ବଲାଙ୍ଗୀର,୨୭ା୮: ବଲାଙ୍ଗୀର ଜେଲକୁ ଫେରିଛନ୍ତି ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଧଳସାମନ୍ତ। କଟକରୁ ଆଖି ଚିକିତ୍ସା ପରେ ମଙ୍ଗଳବାର ପୁଣି ଥରେ ଜେଲକୁ ଫେରିଛନ୍ତି। ମିଳିଥିବା ସୂଚନା ମୁତାବକ,…

8 months ago
ଜେଲ ଭିତରେ ଡି ବ୍ରଦର୍ସଙ୍କ ସ୍ମାର୍ଟଫୋନ୍‌:ଖେଳିଗଲା ହଇଚଇଜେଲ ଭିତରେ ଡି ବ୍ରଦର୍ସଙ୍କ ସ୍ମାର୍ଟଫୋନ୍‌:ଖେଳିଗଲା ହଇଚଇ

ଜେଲ ଭିତରେ ଡି ବ୍ରଦର୍ସଙ୍କ ସ୍ମାର୍ଟଫୋନ୍‌:ଖେଳିଗଲା ହଇଚଇ

ବଲାଙ୍ଗୀର,୨୬ା୮(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା କାରାଗାରରୁ ଗତ ଶୁକ୍ରବାର ଜବତ ହୋଇଥିବା ସ୍ମାର୍ଟଫୋନ୍‌ଟି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଡି’ ବ୍ରଦର ତଥା ସୁଶାନ୍ତ ଧଳସାମନ୍ତ ରହୁଥିବା ସେଲ୍‌ରୁ ମିଳିଥିବା…

8 months ago
ପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଯୁବତୀଙ୍କୁ ଆକ୍ରମଣ: ଆକ୍ରମଣକାରୀଙ୍କୁ ଧରିବା ପରେ ଫିଟିଲା ସବୁ ଗୁମରପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଯୁବତୀଙ୍କୁ ଆକ୍ରମଣ: ଆକ୍ରମଣକାରୀଙ୍କୁ ଧରିବା ପରେ ଫିଟିଲା ସବୁ ଗୁମର

ପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଯୁବତୀଙ୍କୁ ଆକ୍ରମଣ: ଆକ୍ରମଣକାରୀଙ୍କୁ ଧରିବା ପରେ ଫିଟିଲା ସବୁ ଗୁମର

ଲୋଇସିଂହା,୨୪।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ଭାରତ ପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଜଣେ ଯୁବତୀଙ୍କୁ ପ୍ରେମ ବ୍ୟାପାରକୁ ନେଇ ଆକ୍ରମଣ ହୋଇଥିବା ନେଇ ଲୋଇସିଂହା ଥାନାରେ ଅଭିଯୋଗ ହୋଇଛି।…

8 months ago
ଏକତରଫା ପ୍ରେମରେ ବିଫଳ ହୋଇ ଯୁବତୀଙ୍କୁ ପେଚକସ୍‌ ଭୁସିଦେଲେ ଯୁବକଏକତରଫା ପ୍ରେମରେ ବିଫଳ ହୋଇ ଯୁବତୀଙ୍କୁ ପେଚକସ୍‌ ଭୁସିଦେଲେ ଯୁବକ

ଏକତରଫା ପ୍ରେମରେ ବିଫଳ ହୋଇ ଯୁବତୀଙ୍କୁ ପେଚକସ୍‌ ଭୁସିଦେଲେ ଯୁବକ

ଲୋଇସିଂହା,୨୩।୮: ବଲାଙ୍ଗୀର ଜିଲା ଲୋଇସିଂହା ସ୍ଥିତ ଏକ ପେଟ୍ରୋଲ ପମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏକତରଫା ପ୍ରେମ କରି ବିଫଳ ହେବା ପରେ ଯୁବକ…

8 months ago