Advertisement

ବଲାଙ୍ଗୀର

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ ବୋଲି…

1 year ago
ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତାପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି ବଲାଙ୍ଗୀର…

1 year ago
ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକାମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪ ବର୍ଷୀୟ…

1 year ago
ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ ବନ…

1 year ago
ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ…

1 year ago
ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର…

1 year ago
୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ ପାଇପ୍‌…

1 year ago
ସୋନିଆଙ୍କୁ ଭେଟିଲେ ନରସିଂହସୋନିଆଙ୍କୁ ଭେଟିଲେ ନରସିଂହ

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର…

1 year ago
ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ  ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ  ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି ନେତା…

1 year ago
ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ ନିଜ…

1 year ago