Advertisement

ବଲାଙ୍ଗୀର

ବଲାଙ୍ଗୀରର ଅନନ୍ୟ ପୀଠ ଦଲ୍‌ ତେତେଲ୍‌: ଯେଉଁଠି ମିଛ କହିବା ମନାବଲାଙ୍ଗୀରର ଅନନ୍ୟ ପୀଠ ଦଲ୍‌ ତେତେଲ୍‌: ଯେଉଁଠି ମିଛ କହିବା ମନା

ବଲାଙ୍ଗୀରର ଅନନ୍ୟ ପୀଠ ଦଲ୍‌ ତେତେଲ୍‌: ଯେଉଁଠି ମିଛ କହିବା ମନା

ବଲାଙ୍ଗୀର ଜିଲାରେ ଏଭଳି ଏକ ସ୍ଥାନ ରହିଛି, ଯେଉଁଠି ମିଛ କହିବା ସମ୍ପୂର୍ଣ୍ଣ ମନା। ସେଇ ସ୍ଥାନରେ ମିଛ କହିଲେ ଅନେକ ବିପତ୍ାତ୍‌, ଅଘଟଣ ଘଟେ ବୋଲି…

1 year ago
ଫାଣ୍ଡିରୁ ଫେରାର ମାରିଲେ ଅଭିଯୁକ୍ତଫାଣ୍ଡିରୁ ଫେରାର ମାରିଲେ ଅଭିଯୁକ୍ତ

ଫାଣ୍ଡିରୁ ଫେରାର ମାରିଲେ ଅଭିଯୁକ୍ତ

ସଇଁତଳା, ୨୬ା୧୧(ରାଖାଲ ପ୍ରସାଦ ଶତପଥି): ରବିବାର ପ୍ରାତଃ ଭ୍ରମଣରେ ଯାଉଥିବା ୩ଜଣ ଯୁବତୀଙ୍କ ମୋବାଇଲ ଫୋନ ଛଡାଇ ନେବା ଅଭିଯୋଗରେ ଲୋକେ ଜଣେ ଯୁବକଙ୍କୁ ଧରି ବଲାଙ୍ଗୀର…

1 year ago

ଖୋଲିନି ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ର

ଲାଠୋର,୧୯ା୧୧(ଭୁବନେଶ୍ୱର ବାରିକ)ସରକାରୀ ନିୟମ ଅନୁସାରେ ବାହାର ରାଜ୍ୟକୁ ଦାଦନ ଖଟି ଯାଉଥିବା ଶ୍ରମିକ ପରିବାରର ୬ରୁ ୧୪ ବର୍ଷର ଶିଶୁଙ୍କ ପାଇଁ ପ୍ରତିବର୍ଷ ନଭେମ୍ବର ୧୫ ତାରିଖରେ…

1 year ago
ବିଧାନସଭା ପୂର୍ବରୁ ଲୋକଙ୍କ ମତ ଲୋଡିଲେ ନରସିଂହବିଧାନସଭା ପୂର୍ବରୁ ଲୋକଙ୍କ ମତ ଲୋଡିଲେ ନରସିଂହ

ବିଧାନସଭା ପୂର୍ବରୁ ଲୋକଙ୍କ ମତ ଲୋଡିଲେ ନରସିଂହ

ବଲାଙ୍ଗୀର,୧୮ା୧୧(ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ନଭେମ୍ବର ୨୧ରୁ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନରେ ବଲାଙ୍ଗୀର ସମେତ ସମଗ୍ର ପଶ୍ଚିମ ଓଡିଶାର ଶିକ୍ଷା ଓ ସ୍ବାସ୍ଥ୍ୟ ସମସ୍ୟା…

1 year ago

ରୋଗପୋକ ଉପଦ୍ରବରୁ ଚାଷୀ ଆମତ୍ହତ୍ୟା

ବଲାଙ୍ଗୀର, ୧୬ା୧୧(ବୀରେନ୍ଦ୍ର କୁମାର ଝାଙ୍କର)ଫସଲରେ ରୋଗପୋକ ଉପଦ୍ରବ ଯୋଗୁ ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ବୁବେଲ ଗଁାର ଚାଷୀ ରମେଶ ଭୋଇ(୫୦) ବିଷପିଇ ଆମତ୍ହତ୍ୟା କରିଥିବା…

1 year ago
ଶିକ୍ଷକଙ୍କୁ ବାନ୍ଧିଲା ପୋଲିସଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର, ୧୧।୧୧ (ବୀରେନ୍ଦ୍ର କୁମାର ଝାଙ୍କର)-ବଲାଙ୍ଗୀର ଜିଲାର ପୁଣି ଜଣେ ନକଲି ଶିକ୍ଷକ ପୋଲିସ ହାବୁଡରେ ପଡିଛନ୍ତି। ଆଗଲପୁର ବ୍ଲକ ଡୁଡୁକା ପଲ୍ଲୀଶ୍ରୀ ନୋଡାଲ ହାଇସ୍କୁଲ ଶିକ୍ଷକ…

1 year ago
ମାସେ ହେଲା ବନ୍ଦ ରହିଛି ସିସି କ୍ୟାମେରା: କାହାରି ନଜର ନାହିଁମାସେ ହେଲା ବନ୍ଦ ରହିଛି ସିସି କ୍ୟାମେରା: କାହାରି ନଜର ନାହିଁ

ମାସେ ହେଲା ବନ୍ଦ ରହିଛି ସିସି କ୍ୟାମେରା: କାହାରି ନଜର ନାହିଁ

ଲାଠୋର,୧୦।୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ଗ୍ରାମରେ ଲାଗିଥିବା ସିସି କ୍ୟାମେରା ଏକ ମାସ ହେଲା ବନ୍ଦ ହୋଇ ରହିଛି। ହେଲେ ଏଥିପ୍ରତି କେହି…

1 year ago
ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ଓ୍ବାର୍ଡସଭ୍ୟଙ୍କ ଜୀବନବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ଓ୍ବାର୍ଡସଭ୍ୟଙ୍କ ଜୀବନ

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ଓ୍ବାର୍ଡସଭ୍ୟଙ୍କ ଜୀବନ

ସଇଁତଳା,୯ା୧୧(ରାଖାଲ ପ୍ରସାଦ ଶତପଥି): ବଲାଙ୍ଗୀର ଜିଲା ସଇଁତଳା ଥାନା ଅଧୀନ ଡୁଙ୍ଗୁରିପାଲି ପଞ୍ଚାୟତ ସଦର ଗଁାରେ ଏକ ଅଘଟଣ ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୱାର୍ଡ଼ସଭ୍ୟ…

1 year ago
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ଅବରୋଧ କଲେ ଚିଟ୍‌ଫଣ୍ଡ୍‌ କ୍ଷତିଗ୍ରସ୍ତ ଜମାକାରୀଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ଅବରୋଧ କଲେ ଚିଟ୍‌ଫଣ୍ଡ୍‌ କ୍ଷତିଗ୍ରସ୍ତ ଜମାକାରୀ

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ଅବରୋଧ କଲେ ଚିଟ୍‌ଫଣ୍ଡ୍‌ କ୍ଷତିଗ୍ରସ୍ତ ଜମାକାରୀ

ବଲାଙ୍ଗୀର,୯ା୧୧(ସୁନୀଲ କୁମାର ମହାନ୍ତି): ଚିଟ୍‌ଫଣ୍ଡ୍‌ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଗୁରୁବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସ୍ଥାନୀୟ କୋଶଳ କଳା ମଣ୍ଡଳ…

1 year ago
ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ-ହସ୍ପିଟାଲ ଅଧ୍ୟକ୍ଷ, ୬ସ୍ଥାନରେ ଚାଲିଛି ଚଢାଉଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ-ହସ୍ପିଟାଲ ଅଧ୍ୟକ୍ଷ, ୬ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ-ହସ୍ପିଟାଲ ଅଧ୍ୟକ୍ଷ, ୬ସ୍ଥାନରେ ଚାଲିଛି ଚଢାଉ

ବଲାଙ୍ଗୀର,୯।୧୧:(ଖୋର୍ଦ୍ଧା ଅଫିସ) (ପ୍ରଭାତ ପାଣିଗ୍ରାହୀ/ସୁନୀଲ କୁମାର ମହାନ୍ତି) ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ। ଗୁରବାର ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷଙ୍କ ଘରେ ଚଢାଉ କରିଛି…

1 year ago