Advertisement

ବଲାଙ୍ଗୀର

ବିଜୁ ପଟ୍ଟନାୟକଙ୍କୁ ଅପମାନିତ କରିଛି ଭାଜପା ସରକାର: ବିଜେଡି ପକ୍ଷରୁ ଜୋରଦାର ପ୍ରତିବାଦବିଜୁ ପଟ୍ଟନାୟକଙ୍କୁ ଅପମାନିତ କରିଛି ଭାଜପା ସରକାର: ବିଜେଡି ପକ୍ଷରୁ ଜୋରଦାର ପ୍ରତିବାଦ

ବିଜୁ ପଟ୍ଟନାୟକଙ୍କୁ ଅପମାନିତ କରିଛି ଭାଜପା ସରକାର: ବିଜେଡି ପକ୍ଷରୁ ଜୋରଦାର ପ୍ରତିବାଦ

ବଲାଙ୍ଗୀର, ୬।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜେଡି ପକ୍ଷରୁ ଗୁରୁବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସମାବେଶ ଓ ପ୍ରତିବାଦ ସଭା କରାଯାଇଥିଲା। ପୂର୍ବରୁ ପ୍ରତିବର୍ଷ ମାର୍ଚ୍ଚ…

2 months ago
ସୁଧୀର ବେହେରା ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡସୁଧୀର ବେହେରା ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ସୁଧୀର ବେହେରା ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବଲାଙ୍ଗୀର,୬ା୩(ସୁନୀଲ କୁମାର ମହାନ୍ତି): ୨୦୨୨ରେ ସଂଘଟିତ ସୁଧୀର ବେହେରା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏହି ହତ୍ୟାକାଣ୍ଡ ମାମଲାରେ ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

2 months ago
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ପାଟଣାଗଡ଼,୬ା୩ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର…

2 months ago
ଦୁଇ ପରିବାର ମଧ୍ୟରେ ମାରପିଟ: ୧ ମୃତ, ୪ ଆହତଦୁଇ ପରିବାର ମଧ୍ୟରେ ମାରପିଟ: ୧ ମୃତ, ୪ ଆହତ

ଦୁଇ ପରିବାର ମଧ୍ୟରେ ମାରପିଟ: ୧ ମୃତ, ୪ ଆହତ

ବଲାଙ୍ଗୀର,୫।୩:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଠଗାଁରେ ଦୁଇ ପରିବାର ମଧ୍ୟରେ ମାରପିଟ ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର…

2 months ago
ଦାୟିତ୍ୱ ପରେ ଆକ୍ସନ ମୋଡରେ ନୂଆ ଏସ୍‌ପି, କହିଲେ ଅପରାଧ ନିୟନ୍ତ୍ରଣକୁ ଦିଆଯିବ ପ୍ରାଥମିକତାଦାୟିତ୍ୱ ପରେ ଆକ୍ସନ ମୋଡରେ ନୂଆ ଏସ୍‌ପି, କହିଲେ ଅପରାଧ ନିୟନ୍ତ୍ରଣକୁ ଦିଆଯିବ ପ୍ରାଥମିକତା

ଦାୟିତ୍ୱ ପରେ ଆକ୍ସନ ମୋଡରେ ନୂଆ ଏସ୍‌ପି, କହିଲେ ଅପରାଧ ନିୟନ୍ତ୍ରଣକୁ ଦିଆଯିବ ପ୍ରାଥମିକତା

ବଲାଙ୍ଗୀର ,୪।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ନୂଆ ଏସ୍‌ପିି ଭାବେ ଅଭିଲାଷ ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଏସ୍‌ପିି ଋଷିକେଶ…

2 months ago
ବଲାଙ୍ଗୀରରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା:  ଜମି ଦଖଲ କରିଥିବା ଲୋକ ଯେତେ ପ୍ରଭାବ ଶାଳୀ ହେଲେ ବି…ବଲାଙ୍ଗୀରରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା:  ଜମି ଦଖଲ କରିଥିବା ଲୋକ ଯେତେ ପ୍ରଭାବ ଶାଳୀ ହେଲେ ବି…

ବଲାଙ୍ଗୀରରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା:  ଜମି ଦଖଲ କରିଥିବା ଲୋକ ଯେତେ ପ୍ରଭାବ ଶାଳୀ ହେଲେ ବି…

ବଲାଙ୍ଗୀର,୨୮।୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଜିଲାର ରାଜସ୍ବ…

2 months ago
୨୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ବଲାଙ୍ଗୀର, ୩ ଗିରଫ୨୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ବଲାଙ୍ଗୀର, ୩ ଗିରଫ

୨୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ବଲାଙ୍ଗୀର, ୩ ଗିରଫ

ବଲାଙ୍ଗୀର,୨୮ା୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ଟିମ୍‌ ଶୁକ୍ରବାର ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧…

2 months ago
ବିଜେଡି ନେତାଙ୍କୁ ଦେଖି ମଞ୍ଚରୁ ପଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗବିଜେଡି ନେତାଙ୍କୁ ଦେଖି ମଞ୍ଚରୁ ପଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ବିଜେଡି ନେତାଙ୍କୁ ଦେଖି ମଞ୍ଚରୁ ପଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାନଟିକା ଜଳେଶ୍ୱର ପୀଠରେ ଶିବରାତ୍ରି ମେଳା ମହାସମାରୋହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସନ୍ଧ୍ୟାରେ ଉକ୍ତ ପୀଠରେ ଆୟୋଜିତ ଜଳେଶ୍ୱର…

2 months ago
ମହାରାଣୀ ସାଗରରେ ପ୍ରତୀକାତ୍ମକ ଅମୃତ ସ୍ନାନ କଲେ ସାଧୁସନ୍ଥମହାରାଣୀ ସାଗରରେ ପ୍ରତୀକାତ୍ମକ ଅମୃତ ସ୍ନାନ କଲେ ସାଧୁସନ୍ଥ

ମହାରାଣୀ ସାଗରରେ ପ୍ରତୀକାତ୍ମକ ଅମୃତ ସ୍ନାନ କଲେ ସାଧୁସନ୍ଥ

ବଲାଙ୍ଗୀର,୨୭ା୨(ସୁନୀଲ ): ସନାତନ ଧର୍ମର ସବୁଠୁ ବଡ଼ ମେଳା ମହାକୁମ୍ଭ ଅବସରରେ ବୁଧବାର ବଲାଙ୍ଗୀର ମହାରାଣୀ ସାଗରଠାରେ ପ୍ରତୀକାତ୍ମକ ଅମୃତ ସ୍ନାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବୁଧବାର…

2 months ago
ମାଟ୍ରିକ ପରୀକ୍ଷାରେ ଅବହେଳା: ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ନିଲମ୍ବିତମାଟ୍ରିକ ପରୀକ୍ଷାରେ ଅବହେଳା: ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ନିଲମ୍ବିତ

ମାଟ୍ରିକ ପରୀକ୍ଷାରେ ଅବହେଳା: ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ନିଲମ୍ବିତ

ବଲାଙ୍ଗୀର,୨୭।୨: ରାଜ୍ୟରେ ବର୍ତମାନ ଦଶମ ପରୀକ୍ଷା ଚାଲିଥିବା ବେଳେ ଅବ୍ୟବସ୍ଥା ଅଭିଯୋଗରେ ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲରେ…

2 months ago