ବଲାଙ୍ଗୀର

କଣ୍ଟାବାଞ୍ଜିରେ ମୁଖ୍ୟମନ୍ତ୍ରୀ ପଛରେ

କଣ୍ଟାବାଞ୍ଜି,୬।୪: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡର ଫଳାଫଳ ବିଜେଡି ନେତାଙ୍କ ମନରେ ଛନକା ପଶାଇଛି। କଣ୍ଟାବାଞ୍ଜି ବିଧାନସଭା ଆସନରେ ପଛରେ...

ହାତୀ ଭୟ ଥିବା ବରଗଛ ତଳେ ରହୁଛନ୍ତି ଗହଳ

ଲୋଇସିଂହା,୩୦।୫ (ସୁଶାନ୍ତ ବାରିକ)ଗହଳ ବରିହା, ବୟସ ୮୧ ା ଘର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳୀପାଲି ଗ୍ରାମରେ ା ଗହଳଙ୍କର କୌଣସି ସନ୍ତାନ ସନ୍ତତି ନ ଥିବାରୁ ସ୍ବାମୀ ହାଡୁ ବରିହାଙ୍କ ମୃତ୍ୟୁ ପରେ ନିଃସଙ୍ଗ ଜୀବନ ବିତାଉଛନ୍ତି...

ନିଆଁରେ ଜଳିଗଲା ୧୭ ଦୋକାନ

ଟିଟିଲାଗଡ଼,୨୫।୫(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଥାନା ଛକ ଫ୍ଲ୍ୟାଏ ଓଭର ବ୍ରିଜ ତଳେ ଥିବା ୧୭ ଅସ୍ଥାୟୀ ଦୋକାନରେ ନିଆଁ ଲାଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି l...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ ଗ୍ରାମବାସୀ। ଖବର ପାଇ ବଲାଙ୍ଗୀର ସଦର ପୋଲିସ ଉଦ୍ଧାର କରିଥିବା ଜଣାଯାଇଛି। ଗ୍ରାମର...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ...

ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ

ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ ଅଣ୍ଡର ଗାଉଣ୍ଡ ବ୍ରିଜ ବଦଳରେ ଉଭର ବ୍ରିଜ ଦାବି କରି ଆଜି ଭୋଟ...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍‌ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ବ୍ଳକ୍ ପଟୁଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସୁଶୀଳ...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ ନେଟୱର୍କ ସମସ୍ୟା। ଏହି ସମସ୍ୟା ଦୂର କରିବାକୁ ଏହି ଅଞ୍ଚଳର ଲୋକେ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରି ତଦନ୍ତ ଆରମ୍ଭ...

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଣ୍ଟାବାଞ୍ଜି, ପାଟଣାଗଡ ନିର୍ବାଚନମଣ୍ଡଳୀର ଗଙ୍ଗାସାଗର ଏବଂ ଲୋଇସିଂହା ନିର୍ବାଚନ ମଣ୍ଡଳୀର...

କ୍ଷମତାକୁ ଆସିଲେ ପ୍ରଥମେ ଜାତି ଜନଗଣନା: ରାହୁଲ

ବଲାଙ୍ଗୀର,୧୬ା୫(ବୀରେନ୍ଦ୍ର କୁମାର ଝାଙ୍କର)ଦେଶରେ ଗରିବ, ଖଟିଖିଆ, ଦଳିତ, ଆଦିବାସୀ, ସଂଖ୍ୟାଲଘୁ, ଚାଷୀ ମୂଲିଆଙ୍କୁ ଉଚିତ ଭାଗୀଦାରି ମିଳୁନାହିଁ। ସେମାନେ କେବଳ ଜିଏସ୍‌ଟି ଦେଉଛନ୍ତି। ତେବେ ଏହି ପରମ୍ପରାକୁ ବଦଳାଇବାକୁ ହେବ। ୨୦୨୪ ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସରକାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri