ବଲାଙ୍ଗୀର

ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ କରୋନା ସଂକ୍ରମିତ

ବଲାଙ୍ଗୀର ଅଫିସ, ୭ା୫- ବଲାଙ୍ଗୀର ଜିଲା ଲିଖିରିଆ ଗଁାର ଦୁଇଜଣ କରୋନା ସଂକ୍ରମିତ ଯୁବକଙ୍କୁ ଗୁରୁବାର ବଲାଙ୍ଗୀର କୋଭିଡ୍‌ ହସ୍ପିିଟାଲରୁ ଭୁବନେଶ୍ୱର କିମ୍ସ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଇ ଯୁବକ ସଂକ୍ରମିତ ବୋଲି ଗତ ମେ ୧...

ଜିଲାପାଳ, ଏସ୍‌ପିଙ୍କ କରୋନା ସ୍ଥିତି ସମୀକ୍ଷା

ଟିଟିଲାଗଡ, ୭।୫(ଡି.ଏନ.ଏ.): କରୋନା ମହାମାରୀ ନେଇ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ, ଏସ୍‌ପି ସନ୍ଦୀପ ସମ୍ପଦ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଲ୍ପ ନିର୍ଦ୍ଦେଶକ ଡ. ମହେଶ୍ୱର ସ୍ବାଇଁ ଗୁରୁବାର ଟିଟିଲାଗଡ ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିଛନ୍ତି। ଏନେଇ...

କରୋନା ଯୋଦ୍ଧାଙ୍କ ଲାଗି ମାକ୍ସ, ସାନିଟାଇଜର ପ୍ରଦାନ

ଖପ୍ରାଖୋଲ, ୭ା୫(ଡି.ଏନ.ଏ.): ସାରା ଦେଶରେ କରୋନା ମୁକାବିଲା ପାଇଁ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ, ପୋଲିସ ସଜାଗ ରହି ଯୋଦ୍ଧା ସାଜିଛନ୍ତି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ପାଇଁ ସାମାଜିକ ସଂଗଠନ ଆରସିଡିସି ଓ ଏଫ୍‌ଇଏସ୍‌...

କୂଅରୁ ଉଦ୍ଧାର ହେଲା କରୋନା ଆକ୍ରାନ୍ତଙ୍କ ବଡ଼ବାପାଙ୍କ ମୃତଦେହ, ଘଟଣାକୁ ନେଇ ଚର୍ଚ୍ଚା

ବଲାଙ୍ଗୀର ଅଫିସ/ଗୁଡଭେଲା(ଡି.ଏନ୍‌.ଏ.), ୬।୫- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଲିଖିରିଆ ଗାଁରେ ଜଣେ ବ୍ୟକ୍ତିଙ୍କ ମୃତଦେହକୁ କୂଅରୁ ଉଦ୍ଧାର କରାଯାଇଛି। ବ୍ୟକ୍ତି ଜଣକ ଶୁକଦେବ ଭୋଇ (୫୦)। ସେ ଗତ ରବିବାର ରାତିରୁ ନିଖୋଜ ଥିଲେ। ତେବେ ଶୁକଦେବଙ୍କ...

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ

ପାଟଣାଗଡ, ୬।୫(ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ...

ଜୁଆ ଆଡ୍ଡାରେ ଚଢ଼ାଉ: ୯୬୫୦ ଟଙ୍କା, ୪ ବାଇକ୍‌ ଜବତ; ୪ କୋର୍ଟଚାଲାଣ

ଲୋଇସିଂହା,୬ା୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଅନ୍ତର୍ଗତ କଠିପାଲି ଛକଠାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ମଙ୍ଗଳବାର ଅପରାହ୍ନରେ ଲୋଇସିଂହା ପୋଲିସ ଚଢ଼ାଉ କରିଥିଲା। ଜୁଆ ଆଡ୍ଡାରୁ ୯ ହଜାର ୬୫୦ ଟଙ୍କା, ୪ ବାଇକ୍‌,୫...

କଣ୍ଟେନମେଣ୍ଟ ଜୋନରେ ସ୍ଥିତି ପରଖିଲେ ଅଧିକାରୀ

ବଲାଙ୍ଗୀର ଅଫିସ, ୫ା୫-ବଲାଙ୍ଗୀର ଜିଲା ତୁଷରା ସହରାଞ୍ଚଳ, ଗୁଡଭେଲା ବ୍ଳକ ଓ ଦେଓଗଁା ବ୍ଳକର ୨୨ଟି ଗଁାକୁ ନେଇ ଗଠିତ କଣ୍ଟେନମେଣ୍ଟ ଜୋନ୍‌କୁ ମଙ୍ଗଳବାର ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସ୍‌ପି ସନ୍ଦୀପ ମାଡକର ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ...

ପୋଲିସ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ

ଖପ୍ରାଖୋଲ, ୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ ତଳି ମହୁଲପାଲି ଗାଁରେ ସ୍ଥାନୀୟ ପୋଲିସ୍‌ ତରଫରୁ କରୋନା ସଚେତନତା ସହ ଜନସମ୍ପର୍କ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଖପ୍ରାଖୋଲ ଥାନା ଆଇଆଇସି ଜ୍ୟୋତିରଞ୍ଜନ...

ବଲାଙ୍ଗୀର ଜିଲାର ସଂକ୍ରମିତ ଦୁଇ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୫୩ ଜଣଙ୍କ ସ୍ବାବ ନେଗେଟିଭ

ବଲାଙ୍ଗୀର ଅଫିସ, ୪ା୫: ବଲାଙ୍ଗୀର ଜିଲା ଲିଖିରିଆ ଗାଁର ୨ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା । ସଂସ୍ପର୍ଶରେ ଆସିଥିବା ପ୍ରଥମ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା

ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ ସରକାର ଫେରାଇ ଆଣୁଥିବାରୁ ସଂକ୍ରମିତ ବଢ଼ିବା ଆଶଙ୍କାରେ ଏବେ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।...

ବର୍ଷକ ପରେ ପହଞ୍ଚିଲା ବିବାହ ଉପହାର ଟଙ୍କା

ଟିକ୍ରାପଡା,୩ା୫(ଡି.ଏନ.ଏ.) ଡାକ ଯୋଗେ ପଠାଯାଇଥିବା ମନିଅର୍ଡର ଟଙ୍କା ପଠାଇବାର ବର୍ଷକ ପରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚିଥିବା ଖବର ସମସ୍ତଙ୍କୁ ଚକିତ କରିଛି। ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ସଦର ମହକୁମାର ମହେନ୍ଦ୍ର ତ୍ରିପାଠୀ ୨୬ ଏପ୍ରିଲ ୨୦୧୯ରେ ବଲାଙ୍ଗୀର ଜିଲା...

କରୋନା ସମ୍ପର୍କରେ ତାଲିମ ଦେଲେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସଂଯୋଜକ

ଟିଟିଲାଗଡ଼, ୨।୫ (ଡି.ଏନ.ଏ): ବଲାଙ୍ଗୀର ଜିଲା ଲିଖରିଆରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି। ଏନେଇ ପ୍ରଶାସନିକ ତପତ୍ରତା ଆରମ୍ଭ ହୋଇଛି। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଜୋନାଲ ସଂଯୋଜକ ଡା. ନିଶିନ୍ତ ରଞ୍ଜନ ଦାଶ ଟିଟିଲାଗଡରେ ପହଞ୍ଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri