ବଲାଙ୍ଗୀର

ପରୀକ୍ଷା କେନ୍ଦ୍ରରେ କପି: ଖବର ସଂଗ୍ରହ ବେଳେ ଖବରଦାତାଙ୍କୁ ଆକ୍ରମଣ

ପାଟଣାଗଡ଼,୨୨।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ମନାଇପାଦ ହାଇସ୍କୁଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରୀକ୍ଷା କେନ୍ଦ୍ରରେ କପି ଚାଲିଥିବା ବେଳେ ଲଳିତ ମଲ୍ଲିକ ନାମକ ଜଣେ ଗଣମାଧ୍ୟମ ପ୍ରତିନିଧି ଖବର ସଂଗ୍ରହ କରିବାକୁ ଯାଇଥିଲେ। ହେଲେ...

ହାଟପଦାପଡ଼ା ସ୍କୁଲରେ ପଢ଼ାକୁଠି ଅଭାବ: ଗୋଷ୍ଠୀ କେନ୍ଦ୍ରରେ ଚାଲିଛେ ଛାତ୍ରୀଛାତ୍ରକଁର ପାଠ୍‌ପଢ଼ା

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗୋଷ୍ଠୀ କେନ୍ଦ୍ରରେ ଅନେକ ମାସ ହେଲା ଥାନୀଅ ହାଟପଦାପଡ଼ା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ରକଁର ପାଠ୍‌ପଢ଼ା ଚାଲିଛେ। ଏନ୍‌ତାଥି ଗୋଷ୍ଠୀ କେନ୍ଦ୍ରରେ ହେବାକେ ଥିବାର ଉନିଅଁା କାଯ୍‌ରେ ଅସ୍‌ବିଧା...

ଗୋଷ୍ଠୀ କେନ୍ଦ୍ରକେ ରାସ୍‌ତା ତିଆରି ଦାବି

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗାରୀ ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁ। ରେ ୨୦୧୩-୧୪ ସାଲେ ଲକ୍ଷାଧିକ୍‌ ଟଁକା ଖରଚ୍‌ରେ ଗୁଟେ ଗୋଷ୍ଠୀ କେନ୍ଦ୍ର ତିଆର ହେଇଛେ। ହେଲେ କେନ୍ଦ୍ରକେ ଯିବାର ଲାଗି ଆଏଜ୍‌ତକ ରାସ୍‌ତା ଖଁଡ଼େ ନଁ। ଇଁନ।...

ସରକାରୀ ଯୋଜନାରୁ ବଁଚିତ୍‌: ୧୦ କେ.ଜି. ଚାଉଲ ଭରସାରେ ବୁରୁଧ୍‌ ଦମ୍ପତି

ଲାଠୋର, ୨୧।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ଖଟିଆ ପରିବାରମାନକୁ ଭିନେ ଭିନେ ଯୋଜନାରେ ପକାଘର, ଭତା, ଚାଉଲ ଆଦି ଯୁଗେଇ ଦେଉଛନ୍‌। ହେଲେ ଅନେକ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନ୍‌ରୁ ଇ ଯୋଜନାରୁ ବଁଚିତ୍‌ ହେଇ ବଡ଼ା...

ଚାକ୍‌ରି ଆଶ୍‌ରେ ଜମିଦେଇ ପରିବାର ସରବ୍‌ସୁଆଁତ

ଲାଠୋର, ୨୧।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ ସଦର ଗାଁରେ ରହୁଛନ୍‌ ସ୍ବର୍ଗତ ଶ୍ରୀଧର ବାଗକଁର ପରିବାର। ପରିବାରଟା ଚାକ୍‌ରି ଆଶ୍‌ରେ ନିଜର ଦୁଇ ଏକର ଜମି ପଁଚେତ୍‌କେ ଦାନ କରି ସରବ୍‌ସୁଆଁତ୍‌ ହେଇଯାଇଥିବାର...

ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ: ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଲୋଇସିଂହା,୨୦।୩(ଡ.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିସ୍ଥିତ ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ ସହ ହଷ୍ଟେଲରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଶିକ୍ଷକ ଅଭାବରୁ ପାଠପଢା ବ୍ୟାଘାତ ହେଉଥିବା ଅଭିଯୋଗରେ ଛାତ୍ରୀଛାତ୍ର ଓ ଅଭିଭାବକ ପକ୍ଷରୁ ଗୁରୁବାର ତାଲା ବନ୍ଦ ଆନ୍ଦୋଳନ...

କଡ଼ାକଡ଼ି ସୁରକ୍ଷା ମଧ୍ୟରେ ବଲାଙ୍ଗୀର ୧୫୪ଟି କେନ୍ଦ୍ରରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ବଲାଙ୍ଗୀର ଅଫିସ,୧୯।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବଲାଙ୍ଗୀର ଜିଲାର ୧୫୪ଟି ପରୀକ୍ଷା କେନ୍ଦ୍ରରେ ଛ୍ରାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସକାଳ ୯ଟାରେ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହୋଇଛି।...

ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌ ଆଈନାତି: ୫ଶହ ଭାତା, ୧୦ କେ.ଜି. ଚାଉଲ ସାହାଭରସା

ଲାଠୋର, ୧୯।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ଚାଉଲଡ଼ିଆ ଗଁାର ବୁରୁଧ୍‌ ବିଧବା ପ୍ରେମ କୁମ୍ଭାର(୭୦) ଆର ନାତି ମହେଶ କୁମ୍ଭାର(୬)। ଜାଗାବାଡ଼ି, ଘରଦୁଆର ଅଭାବୁ ଦୁଇ ଆଈନାତି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌...

ବଦଳି ଗଲା ପାଥୋଲଜି ରିପୋର୍ଟ : ୩ ବର୍ଷର ବାଳିକାକୁ ମିଳିଲା ୫୫ବର୍ଷ ବ୍ୟକ୍ତିଙ୍କ ରିପୋର୍ଟ

ବଲାଙ୍ଗୀର ଅଫିସ, ୧୯ା୨ – ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରୁ ବିବାଦ ପିଛା ଛାଡୁ ନାହିଁ ା କିଛିବର୍ଷ ତଳେ ଶିଶୁ ବଦଳ ଘଟଣାକୁ ନେଇ ହସ୍ପିଟାଲରେ ନାହିଁ ନ ଥିବା ପରିସ୍ଥିିତ ସୃଷ୍ଟି ହୋଇଥିଲା ା ମଙ୍ଗଳବାର...

କର୍କଟ ରୋଗ୍‌ରେ ପୀଡ଼ିତ ସମୀର ଘଟ୍‌ନା: ସାହାଯ୍‌ର ହାତ୍‌ ବଢ଼ାଲା ମାରଓ୍ବାଡି ଯୁବାମଞ୍ଚ

ଗୁଡ଼ଭେଲା, ୧୯ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁ ପାରବାର। ଇ ବାବ୍‌ଦେ ଗଲା ୧୭ ତାରିଖ...

ଗ୍ଲୁକୋମା ରୋଗ୍‌ରେ ପୀଡ଼ିତ ସଞ୍ଜୟ: ଟଁକା ପଏସା ଅଭାବୁ ଅଟ୍‌କିଛେ ଚିକିଛା

ଲୋଇସିଂହା,୧୯।୨ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଦୁମଦୁମି ଗଁାର ସଞ୍ଜୟ ବାଗ(୩୩)। ସେ ଅନେକ୍‌ ଦିନ ହେଲା ଗ୍ଲୁକୋମା ରୋଗ୍‌ରେ ପୀଡ଼ିତ ଅଛନ୍‌। ରୋଗ୍‌ ପରଭାବରେ ଦୁଇ ଆଏଁଖ୍‌କେ ଠିକ୍‌ସେ ଦେଖା ନାଇଁଯିବାର। ଅପରେଶନ କଲେ ଠିକ୍‌ ହେଇଯିବା।...

ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଖପ୍ରାଖୋଲ,୧୭ା୨(ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଁଚେତ୍‌ ଅଧୀନ ପିଙ୍ଗଲମୁଣ୍ଡା ଗଁାରେ ନିଜର ଆଈବୁଢ଼ୀର ସଂଗେ ରହୁଥିବାର ୩ ଅସାହା ଛୁଆକୁ ପରଶାସନ ରଇବାର ଉଧାର କରିଛେ। ସୂଚନା ଅନ୍‌ସାରେ ଗଁାର ବୁରୁଧ୍‌ ଚମ୍ପା ମାଝିକଁର ସଂଗେ ତାକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri