ବଲାଙ୍ଗୀର

ମାଓବାଦୀ ପ୍ରବଣ ଲାଞ୍ଜିଗଡ଼ରେ ମଦ ବିରୋଧୀ ସ୍ବର

ଲାଞ୍ଜିଗଡ, ୧ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଓ ମାଓବାଦୀ ପ୍ରବଣ ଅଞ୍ଚଳରେ ଅବାଧରେ ଚାଲିଛି ମଦ କାରବାର। ଏଥିଯୋଗୁଁ ଅନେକ ଧନଜୀବନ ନଷ୍ଟ ହେବାରେ ଲାଗିଛି। ମଦ ରାନ୍ଧିବା ଓ ମଦ ବିକ୍ର ବନ୍ଦ କରିବା ପାଇଁ...

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର...

ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ: ପଶୁବଳିରେ ରକ୍ତରଞ୍ଜିତ ହେଲା ପୀଠ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ଜିଲାର ଦେଓଗାଁ ବ୍ଲକ ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର କନ୍ଧ ସମେତ ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଶୁଲିଆ ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ।...

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ପାଟଣାଗଡ଼, ୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଗଙ୍ଗାସାଗର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ମୁଖାପିନ୍ଧା ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଆତଙ୍କ ଖେଳାଇଥିଲେ। ତାଙ୍କ ଗୁଳିମାଡ଼ରେ ଗୃହକର୍ତ୍ତା ନବୀନ ମେହେର(୪୦) ଗୁରୁତର ହୋଇଛନ୍ତି। ତାଙ୍କୁ ପାଟଣାଗଡ଼...

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି ମାଓବାଦୀଙ୍କ ନାଁ ନେଇ ନବୀନଙ୍କୁ ଗୁଳି କରିଥିବା ଜଣାପଡିଛିି। ସୂଚନା ଅନୁସାରେ ନବୀନ...

ଭତା, ପୋରଛାହନ୍‌ରୁ ବଁଚିତ୍‌ ଗଣ୍ଡାବଜା କଳାକାର: ବିପଦ୍‌ରେ ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି

  ଲାଠୋର, ୨୮ା୧୨ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ବହୁତ୍‌ ପ୍ରାଚୀନ। ସେନ୍‌ତା ଇଠାନର ଜାନିଯାତ୍‌ରା, ପରବ୍‌, ଉଛବ୍‌, ବିହାବରୁ ସଂଗେ ଯୁଡ଼ି ହେଇରହିଛେ ଢୋଲ, ଲିସାନ, ତାସା, ମୁହୁରୀ ଲେଖେଁ ପ୍ରାଚୀନ ବାଦ୍ୟଯନ୍ତ୍ର। ଇ ବଜାମାନ ଆଗରୁ...

ମା’କେ ଝୁରି ହେଉଛନ୍‌ ଶିବାନନ୍ଦ: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଲୋଇସିଂହା, ୨୮ା୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛେଲବାହାଲ ଗଁାର ପ୍ରେମାନନ୍ଦ ଦନ୍ତା(୪୫)କଁର ମାଏକିନା ଲବଙ୍ଗକଁର ମାସେ ତଲେ ମୁର୍‌ତୁ ହେଇଛେ। ଏନ୍‌ତାଥି ତାକର ସାଢ଼େ ୪ ବଛର୍‌ର ପୁଓ ଶିବାନନ୍ଦ ମା’କେ ହରମେଶା ଝୁରି ହେଉଛନ୍‌। ବଡ଼ଭାଗି...

ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ, ୨୭।୧୨- ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଉଦଘାଟନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ବଲାଙ୍ଗୀର ଲୋକ ସଭା ସଦସ୍ୟା...

ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରିଛନ୍ତି। ସମାରୋହରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ...

ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର...

ବଟ୍‌ଲିଂ ପ୍ଲାଣ୍ଟ, ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ଉଦ୍‌ଘାଟନ ଆଜି: ଯୋଗଦେବେ ଉପରାଷ୍ଟ୍ରପତି

ବଲାଙ୍ଗୀର ଅଫିସ, ୨୭-୧୨:ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଉଭୟ କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ଯୋଗଦେବେ ଭାରତର ଉପରାଷ୍ଟ୍ରପତି ଏମ୍‌.ଭେଙ୍କିୟା ନାଇଡୁ। ସକାଳ ୮ଟା...

୫.୭୦ଲକ୍ଷ ଲୁଟ୍‌ ଘଟଣା, ୫ଗିରଫ

ପାଟଣାଗଡ, ୨୫ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ ଗ୍ରାମ ନିକଟରେ ଗତ ୧୫ ତାରିଖ ସନ୍ଧ୍ୟାରେ ଜଣେ ବ୍ୟବସାୟୀଙ୍କଠାରୁ ୫ ଲକ୍ଷ ୭୦ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାପାଶ ହୋଇଛି। ଏହି ଘଟଣାରେ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri