ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ
ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ ନେଉଛନ୍ତି ସରକାରୀ କର୍ମଚାରୀ। ଏପରି ଏକ ଘଟଣାକ୍ରମେ ଜିଲା ଶ୍ରମ ବିଭାଗ...