ବଲାଙ୍ଗୀର

ପୁଅ ମୋହ କଲା ଚୋର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର)ଆଧୁନିକ ଶିକ୍ଷା ଓ ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ମଣିଷ ମନ ଭିତରେ ଘର କରିଥିବା ଲିଙ୍ଗଗତ ବୈଷମ୍ୟର ପାଶବିକତା କମିନାହିଁ। ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଶୁକ୍ରବାର ଘଟିଥିବା ଶିଶୁ...

ମା’ଙ୍କ ମୃତ୍ୟୁ ପରେ ନାବାଳକ ପୁଅର ଆତ୍ମହତ୍ୟା

ବେଲପଡ଼ା,୧୮ା୨(ମନୋଜ କୁମାର ମିଶ୍ର)ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କାନୁଟ ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ପାଇପ ଲିକ୍‌ ହୋଇ ନିଅଁା ଲାଗିଯିବାରେ ୪ଜଣଙ୍କ ମୃତ୍ୟୁ ସହ ଯୋଡିହୋଇଛି ଆଉ ଏକ ଦୁଃଖଦ ଘଟଣା। ରାଉରକେଲାରେ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ...

ପରିବାରର ୪ ଜଣଙ୍କୁ ହରାଇ ଭାଙ୍ଗିପଡ଼ିଲେ ନାବାଳକ, ପରେ ହାରିଦେଲେ ଜୀବନ

ବଲାଙ୍ଗୀର,୧୭।୨: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର କନୁଟ ଉପରପଡ଼ାରେ ଗତ ୧୦ ତାରିଖ ଦିନ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୬ ଜଣ ଗୁରୁତର ହେଇଥିଲେ। ଅଦାବରିଆ ପରିବାରର ପାଞ୍ଚଜଣ ସଦସ୍ୟ ଆହତ ହେଇଥିଲା ବେଳେ...

ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରୁ ନବଜାତ ଶିଶୁ ଚୋରି

ବଲାଙ୍ଗୀର,୧୬।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲର ପ୍ରସୂତି ଏବଂ ଶିଶୁ ବିଭାଗରୁ ନବଜାତ ଶିଶୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। କଣ୍ଟାମାଳ ବ୍ଲକ ବୁଦିପଦର ଗାଁର ସୁଶୀଳ ସ୍ବାଇଁଙ୍କ ସ୍ତ୍ରୀ ଝୁମକି ଶୁକ୍ରବାର ହସ୍ପିଟାଲରେ...

ଦାଦାବଟି ମାଗିବା ଯୁବକଙ୍କୁ ମହଙ୍ଗା ପଡ଼ିଲା

ବେଲପଡ଼ା,୧୨ା୨(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପୋଲିସ ଦାଦାବାଟି ମାଗିବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ମଣ୍ଡଳ ଗ୍ରାମର ଅବନୀକାନ୍ତ ମହାନ୍ତି(୪୦)। ପୋଲିସ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ...

ବଞ୍ଚିଥିବାଯାଏ ଲୋକଙ୍କ ସେବା କରିବି: ନରସିଂହ

ବଲାଙ୍ଗୀର,୧୨ା୨(ବୀରେନ୍ଦ୍ର କୁମାର ଝାଙ୍କର):ବରିଷ୍ଠ ରାଜନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ତାଙ୍କ ଦୀର୍ଘ ରାଜନୈତିକ ଜୀବନର ଶେଷ ବିଧାନସଭା ଅଧିବେଶନ ସାରି ରବିବାର ବଲାଙ୍ଗୀର ଫେରିଛନ୍ତି। ସେ ବଲାଙ୍ଗୀର-ସୁବର୍ଣ୍ଣପୁର ଜିଲା ସୀମାରେଖାର ବଇରାସରଠାରେ ପହଞ୍ଚିବା ପରେ କଂଗ୍ରେସ କର୍ମୀ...

ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା, ଜଣେ ପୁରୁଷ ଗୁରୁତର

ବଲାଙ୍ଗୀର,୧୦ା୨(ସୁନୀଲ କୁମାର ମହାନ୍ତି): ବେଲପଡ଼ା ଥାନା ଅନ୍ତର୍ଗତ କାନୁଟ ଗାଁରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି। କାନୁଟ ଗାଁର ଉପରପଡ଼ାର ଏକ ପରିବାରର ୫ ଜଣ ମହିଳା ଏବଂ...

ନିଷ୍ପାପ ଶିଶୁର ତଣ୍ଟି କାଟିଦେଲା ମା’, ମେଡିକାଲରେ ଚାଲିଗଲା ଜୀବନ

ବଲାଙ୍ଗୀର, ୯/୨- (ସୁନୀଲ କୁମାର ମହାନ୍ତି) ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ଖଲିଆପାଲି ଗାଁରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ମହିଳା ନିଜ ଜନ୍ମ କଲା ୬ ମାସର ଶିଶୁପୁତ୍ରର ତଣ୍ଟି କାଟି...

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଟିଟିଲାଗଡ ଡାକ୍ତରଖାନାରେ ଉତ୍ତେଜନା

ଟିଟିଲାଗଡ,୮ା୨: ଗୁରୁବାର ଦିନ ଚିକିତ୍ସା ଅବହେଳା ହେତୁ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଅଭିଯୋଗରେ ଟିଟିଲାଗଡ ସବ୍-ଡିଭିଜନାଲ ହସ୍ପିଟାଲରେ ପରିସରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ମୃତକଙ୍କ ନାମ ବୋଲାଙ୍ଗୀର ଜିଲାର ସିହିନୀ ଗାଁର ବିମଲ ଛତ୍ରଙ୍କ ପତ୍ନୀ ବିନୋଦିନି...

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ବଲାଙ୍ଗୀର,୮ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ତହସିଲର ଅମିନ ନିର୍ମଳେନ୍ଦୁ କବି ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସଇଁତଳାର ନିରଞ୍ଜନ ସାହୁ ନିଜ ଜମି ମାପ ପାଇଁ ତହସିଲ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ତହସିଲ ଅଫିସରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ ୮୦୦୦...

ଗୁହାଳ କଲେ: ପ୍ରାପ୍ୟ ପାଇଲେନି ଦୁଗ୍ଧଚାଷୀ

ଟିଟିଲାଗଡ଼, ୬ା୨ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକରେ ଦୁଗ୍ଧଚାଷୀଙ୍କୁ ପ୍ରୋତ୍ସାହନ ଦେବା ପାଇଁ ୨୦୨୧ ଜାନୁଆରୀ ମାସରେ ୨୧୦ଚାଷୀଙ୍କୁ ଗାଈ ଗୁହାଳ ନିର୍ମାଣ କରିବାକୁ କାର୍ଯ୍ୟାଦେଶ ଦିଆଯାଇଥିଲା। ଜିଲାପାଳ ତଥା ଓମଫେଡ କେବିଏନ ମହାପ୍ରବନ୍ଧକଙ୍କ ସୁପାରିଶରେ ଚାଷୀଙ୍କୁ...

ଉଦ୍ଧାର ହୋଇ ବଲାଙ୍ଗୀର ଫେରୁଛନ୍ତି ଅଙ୍କିତା

ବଲାଙ୍ଗୀର/ବେଲପଡା, ୬ା୨ (ବୀରେନ୍ଦ୍ର କୁମାର ଝାଙ୍କର/ ମନୋଜ କୁମାର ମିଶ୍ର):ତେଲଙ୍ଗାନାର ଏକ ଇଟାଭାଟିରେ ୧୦ବର୍ଷର ଝିଅକୁ ବନ୍ଧକ ରଖାଯିବା ଏବଂ ବଲାଙ୍ଗୀର ଜିଲା ବେଲପଡା ଥାନା ସୁଲେକେଲା ଗାଁରେ ଅସୁସ୍ଥ ବାପାଙ୍କ ମୃତ୍ୟୁ ଖବର ସୋମବାର ଧରିତ୍ରୀ ପ୍ରଥମ ପୃଷ୍ଠାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri