ବଲାଙ୍ଗୀର

କିରାସିନ ବଁଟାରେ ଖେଲଢ଼େପ ଅଭିଯୋଗ

ଲାଠୋର, ୧୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁଇବାହାଲ ପଁଚେତ୍‌ ଅଧୀନ ବାଞ୍ଜିପାଲି ଗଁାର ହିତାଧିକାରୀମାନେ ପିଡିଏସ୍‌ କିରାସିନ ବଁଟାରେ ଖେଲଢ଼େପ ହେଉଥିବାର ଅଭିଯୋଗ କରିଛନ୍‌। ଏନ୍‌ତା କି ଡିଲର ମାସ୍‌ମଏନା କିରାସିନ ନାଇଁ ଦେଉଥିବାର ହିତାଧିକାରୀମାନେ କହିଛନ୍‌। ସୂଚନା...

ମଣିଷର ଆବେଗ ସାହିତ୍ୟ ସୃଷ୍ଟି କରେ

ବଲାଙ୍ଗୀର ଅଫିସ,୧୪ା୨- ବଲାଙ୍ଗୀର ସାମ୍ବାଦିକ ଭବନଠାରେ ସାପ୍ତାହିକ ପ୍ରେରଣା ପକ୍ଷରୁ ଗୁରୁବାର ବହୁଭାଷୀ କବିତା ପାଠୋତ୍ସବ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ମନୋରଞ୍ଜନ ସାହୁଙ୍କ ସଭାପତିତ୍ୱରେ ସାହିତ୍ୟ ଓ କବିତା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ନାଟ୍ୟଭୂଷଣ...

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଭଂଗା କୁରିଆରେ ଜୀବନ୍‌ ବିତଉଛନ୍‌ ରତି

ଖପ୍ରାଖୋଲ, ୧୩।୨(ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗାଁଗଁଲିନୁ ସହର ତକ୍‌ ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ ପକାଘର ଲେଖେଁ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଆଏଜ୍‌ ବି ଗାଁଗଁଲିମାନକେ...

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଗଣଶିକ୍ଷା ମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସ୍ଥାନୀୟ ଡିଇଓ ଅଫିସରେ ଅନୁଷ୍ଠିତ ପ୍ରଧାନଶିକ୍ଷକ ସମ୍ମିଳନୀରେ ଯୋଗଦେବା ପରେ ହଠାତ୍‌ ନିକଟସ୍ଥ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ...

ବିକାଶନୁ ବହୁତ୍‌ ଦୂରେ ଡେବ୍ରିଆମୁଣ୍ଡାବାସୀ

ଲାଠୋର, ୧୨।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗଁଗଁଲିର ବିକାଶ କଥା କହୁଛନ୍‌। ଇଥିରଲଗି ଅନେକ ଯୋଜନା ବି କାଯ୍‌କାରୀ କରି ଫିବଛର କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗଁାଗଁାଡ଼ାର...

ବ୍ୟବସ୍ଥା ଉପରୁ ବିଶ୍ୱାସ ତୁଟାଅ ନାହିଁ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଶିକ୍ଷା ଅଧିକାରୀ ଅଫିସ ସମ୍ମିଳନୀ କକ୍ଷରେ ମଙ୍ଗଳବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ା ଏହି ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦାନ...

ଏସ୍‌ଇସିସି ତାଲିକାରେ ଭୁଲ୍‌ଭଟକା: ଆବାସ ଯୋଜନାରୁ ବଁଚିତ୍‌ ୩୪ ଆଦିବାସୀ ପରିବାର

  ଲାଠୋର, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ସରକାର ୨୦୧୧ ସାଲେ ସାରାଦେଶରେ ଏସ୍‌ଇସିସି(ସାମାଜିକ, ଆର୍ଥତ୍କ, ଜାତି ଭିତ୍ତିକ) ଜନଗଣନା କରେଇଥିଲେ। ସେ ହିସାବେ ଆମର ରାଏଜେ ବି ସରକାରୀ କରମ୍‌ଚାରୀମାନେ ଘର ଘର ବୁଲି ଇ ଜନଗଣନା କରିଥିଲେ। ହେଲେ...

ଟ୍ରକ୍‌ ପଛରୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର

ବଲାଙ୍ଗୀର ଅଫିସ/ ପୁଇଁତଲା,୯।୨(ଡି.ଏନ୍‌.ଏ.): ବଲାଙ୍ଗୀର-ସୋନପୁର ୫୭ ନଂ. ଜାତୀୟ ରାଜପଥର ବନବାହାଲ ନିକଟରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରକ୍‌ ପଛରୁ ବୋଲେରୋ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ...

ଏବେ ବି ଆକାଂକ୍ଷୀ

ସ୍ବାଧୀନତାର ୭୩ ବର୍ଷ ପରେ ବି ବଲାଙ୍ଗୀର ଜିଲା ଅନଗ୍ରସର ଜିଲା ମାନଚିତ୍ରରୁ ମୁକୁଳି ନାହିଁ। ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିକାଶ ମାନକରେ ବଲାଙ୍ଗୀର ଜିଲାର ଅନଗ୍ରସରତା ସ୍ପଷ୍ଟ ପ୍ରତିଫଳିତ ହୋଇଛି। ଅର୍ଥନୈତିକ ଅନଗ୍ରସରତା ଓ...

ପରଶାସନର ଭୁଲ୍‌ ଲାଗି ରୁଗୀ ଦହଗଁଜ୍‌

  ଲାଠୋର, ୮।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ପରଶାସନର ଭୁଲ୍‌ ଲାଗି ଗଇନ୍ଦିମାଲ ଗଁାର ପକ୍ଷାଘାତ ରୁଗୀ ଲଛମନ କୁମ୍ଭାର(୫୭) ଚିକିଛା କରେଇ ନାଇଁପାରବାର ବଲି ତାକର ଝି’ ତୁଳସୀ କୁମ୍ଭାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ...

ସମସିଆ ଘେରରେ ଲାଠୋର ଉ.ପ୍ରା.ବିଦ୍ୟାଲୟ: କୁଠି ଅଭାବୁ ପାଠ୍‌ପଢ଼ାରେ ଖେଲଢ଼େପ୍‌

  ଲାଠୋର, ୮।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନାନା ସମସିଆ ଘେରରେ ରହିଛେ। ସ୍କୁଲରେ ଅନେକ ଦିନ୍‌ ହେଲା ପଢ଼ା କୁଠି ଅଭାବ୍‌କେ ପିଇଲା ପାଏନ୍‌ ସମସିଆ ଲାଗି...

ଆବାସ ଯୋଜନାରୁ ଉପେକ୍ଷିତ ଅଭିଯୋଗ: ଦଦ୍‌ରା କୁରିଆରେ ବୁରୁଧ୍‌ ଦମ୍ପତି

ଲୋଇସିଂହା, ୭।୨ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଯୋଗୀସର୍ଡ଼ା ଗଁାର ବୁରୁଧ୍‌ କୃଷ୍ଣଚନ୍ଦ୍ର ପଧାନକୁଁ ଆବାସ ଯୋଜନାରେ ସାମିଲ କରାଯଇଛେ। ହେଲେ ପଁଚେତ୍‌ କତୁରପକ୍ଷକଁର ଖାମ୍‌ଖିଆଲି ମନ୍‌ଭାବ ଲାଗି କୃଷ୍ଣଚନ୍ଦ୍ର କାର୍ଯ୍ୟାଦେଶ ନାଇଁ ପାଇପାରୁଥିବାର ଅଭିଯୋଗ କରିଛନ୍‌। ଏନ୍‌ତାଥି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri