ବଲାଙ୍ଗୀର

ଭତାରୁ ବଁଚିତ୍‌ ଦୁଇ ଦିବ୍ୟାଙ୍ଗ ବହେନ୍‌

ଲାଠୋର, ୨୨।୧୧(ଡି.ଏନ୍‌.ଏ.)-ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗମାନକୁ ମାସିକ ୫ଶହରୁ ୭ଶହ ଟଁକା ତକ୍‌ ଭତା ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀ, କରମ୍‌ଚାରୀକର ଅବହେଲାରୁ ଅନେକ୍‌ ହକ୍‌ଦାର ହିତାଧିକାରୀ ଭତା ପାଏବାରୁ ବଁଚିତ୍‌ ହେଉଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ...

ସମସିଆ ଘେରରେ ଯୋଗୀସର୍ଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଲୋଇସିଂହା,୨୧।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଯୋଗୀସର୍ଡ଼ା ଗାଁର ଅଙ୍ଗନଓ୍ବାଡି କେନ୍ଦ୍ର-୨ ଏହେଦେ ଅସାମାଜିକ ଲୁକ୍‌କର ପାଏନ୍‌ଘାଟ ପାଲଟିଛେ। ଇ ଦିଗେ ବିଭାଗୀୟ ଅଧ୍‌କାରୀ ଆର ଥାନୀଅ ପଁଚେତ୍‌ କତୁରପକ୍ଷ ପଦକ୍ଷେପ ନାଇଁ ନେବାର। ଏନ୍‌ତାଥି ଅଭିଭାବକ ଆର...

ଝି’ର ଭବିଷତ୍‌ ଚିନ୍‌ତାରେ ଦେବକୀ

ଗଣ୍ଡତୁରୁମ, ୨୧।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଧୀନ ମହୁଲପାଲି ଗାଁର ବିଧବା ମହିଲା ଦେବକୀ ମୁଦୁଲି। ଆପ୍‌ନେ ଆରପାରକେ ଚାଲିଯିବାର ୩ ବଛର ବିତିଯାଇଥିଲେ ବି ବିଧବା ଭତା ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ସେ ଭତାର ଲାଗି...

ବିଭିନ୍ନ ଦାବିରେ ଦୁଇଦିନିଆ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ, ୨୦।୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା, ଲୋୟର ସୁକତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ...

ଟଁକା ଅଭାବୁ ଉଚଶିକ୍ଷାରୁ ବଁଚିତ ସବିତା

ଲାଠୋର, ୨୦।୧୧ (ଡି.ଏନ.ଏ.)- ସରକାର ଶିକ୍ଷାର ବିକାଶ ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଅନେକ୍‌ ଗରିବ୍‌ ଛାତ୍ରୀଛାତ୍ର କଷ୍‌ଟେମଷ୍‌ଟେ ମାଟ୍ରିକ ପାସ୍‌ କଲା ଉତାରୁ ଆଗ୍‌କେ ପଢ଼ବାର ଇଛା ଥିଲେ ବି ଅଭାବ ଅନାଟନ ଲାଗି...

ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି

ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ କ୍ଷୟକ୍ଷତି ହୋଇଥିଲା। ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ଅନ୍ତର୍ଗତ ଫଟକରା (କ) ଗାଁରେ...

ବାହାଜାଂଗଲ ମାଜି କମେଇ ଖାଏବାର ମଜା ଅଲଗ

ଗୁଡଭେଲା,୧୯।୧୧(ଡି.ଏନ୍‌.ଏ.)- ‘ଆମ୍‌କୁ ଛତିଗଡ଼ ଆର ଓଡ଼ିଶା ସରକାର ଯାହା ବି ଦେଇଛନ୍‌ ସେଥ୍‌ରେ ଆମେ ଖୁସ୍‌ ଅଛୁଁ। ଛତିଶଗଡ଼ରେ ଚାଷ୍‌ବାସ କରୁଛୁଁ, ବାକି ଫୁରସତ୍‌ ସମିଆରେ ଓଡ଼ିଶା ଆସି ବାଢ଼ୁନ୍‌ ବିକି କୁଟୁମ୍‌ ପୁଷୁଛୁଁ।’ ଇଟା କେହେନ୍‌ସି ଫିଲିମ୍‌ର ଡାଇଲଗ୍‌...

କବିତା ମଣିଷର ସମ୍ବେଦନଶୀଳତା ବଢ଼ାଏ

ବଲାଙ୍ଗୀର ଅଫିସ, ୧୯ା୧୧ ବଲାଙ୍ଗୀରର ତହଁକ୍‌ ସାହିତ୍ୟ କୁଟୁମ୍‌ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଭବନଠାରେ ଶୀତ୍‌ କେ ସ୍ବାଗତ୍‌ କବିତା ଆସର ଅନୁଷ୍ଠିତ ହୋଇଥିଲା ା ଅଭିନେତା ଓ ନାଟ୍ୟକାର ଅରବିନ୍ଦ ବାଗଙ୍କ ସଭାପତିତ୍ୱ ତଥା କବି ଆନନ୍ଦଚନ୍ଦ୍ର ସାହୁଙ୍କ...

ଶହେରୁ ଊର୍ଦ୍ଧ୍ୱ ଦେଶରେ ରହିଛି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ବଲାଙ୍ଗୀର ଅଫିସ,୧୮।୧୧: ବିଶ୍ୱର ୧୦୨ଟି ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଏକ କିମ୍ବା ତଦୂର୍ଦ୍ଧ୍ୱ ପ୍ରତିମୂର୍ତ୍ତି ରହିଥିବା ସୂଚନା ଅଧିକାର ଆଇନ ଜରିଆରେ ମିଳିଥିବା ତଥ୍ୟରୁ ଜଣାପଡିଛି। ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରହିଥିବା ସମୁଦାୟ ୧୦୨ଦେଶ ମଧ୍ୟରୁ ୮୨ଟି ଦେଶରେ...

ଅଧିକାର ପାଇଁ ଲଢେଇ କରିବାକୁ ଆହ୍ବାନ

ଖପ୍ରାଖୋଲ, ୧୮ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିର୍ସା ମୁଣ୍ଡାଙ୍କ ୧୪୪ତମ ଜୟନ୍ତୀ ସମାରୋହ ଏସ୍‌ଟି, ଏସ୍‌ସି କର୍ମଚାରୀ ସଂଘ ଆନୁକୂଲ୍ୟରେ ରବିବାର ପାଳିତ ହୋଇଯାଇଛି ା ଏସ୍‌ଟି, ଏସସି କର୍ମଚାରୀ ସଂଘ ସଭାପତି...

ହାତୀ ଆକ୍ରମଣରେ ଚାଷୀ ମୃତ: କ୍ଷତିପୂରଣ ଦାବି

ଲୋଇସିଂହା,୧୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ବନଖଣ୍ଡ ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଧଉଁରାଦାଦର ଗାଁରେ ହାତୀ ଆକ୍ରମଣରେ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ରୀରାମ ବିଶାଳ (୪୫)। ସୂଚନାଯୋଗ୍ୟ, ଶ୍ରୀରାମ ଗ୍ରାମ ନିକଟ ଚାଷଜମିକୁ ଶୁକ୍ରବାର ରାତିରେ ଜଗିବାକୁ ଯାଇ...

ଗାଁରେ ହେଉଥିବା ଅନିୟମିତତାକୁ ନେଇ ଉପଜିଲାପାଳଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଲୋଇସିଂହା, ୧୪।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା ଦୁର୍ନୀତିକୁ ନେଇ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉପଜିଲାପାଳ ଦୁର୍ନୀତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri