ବଲାଙ୍ଗୀର

ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ନିଯୁକ୍ତି ଲାଗି ଟଙ୍କା ଅସୁଲି: ୨ଜଣଙ୍କୁ ବାନ୍ଧିଲା ପୋଲିସ

ଟିଟିଲାଗଡ଼, ୪।୨(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ଲକ୍ଷ୍ମୀବସ୍‌ ଯୋଜନା ଆରମ୍ଭ ନ ହେଉଣୁ ନିଯୁକ୍ତି ନେଇ ଟଙ୍କା ଅସୁଲି ଚର୍ଚ୍ଚାର ବିଷୟ ହୋଇଛି। ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ପଦରେ ନିଯୁକ୍ତି ନେଇ ଚାକିରି ଆଶାୟୀଙ୍କଠାରୁ ଟଙ୍କା ଅସୁଲ କରୁଥିବା ୨ଜଣଙ୍କୁ ଗିରଫ...

ଜରାଜୀର୍ଣ୍ଣ ଅବସ୍ଥାରେ ୨ମନ୍ଦିର

ଲୋଇସିଂହା,୪ା୨(ସୁଶାନ୍ତ ବାରିକ)ରାଜ୍ୟ ସରକାର ମଠ, ମନ୍ଦିର ଭଳି ଆଧ୍ୟାତ୍ମିକ ପୀଠର ରୂପାନ୍ତରୀକରଣ କରୁଛନ୍ତି। ଏଥିପାଇଁ ପର୍ଯ୍ୟାପ୍ତ ପରିମଣର ଅନୁଦାନ ଦିଆଯାଉଛି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ଜଗନ୍ନାଥ ମନ୍ଦିର ଏବଂ ବାଦିମୁଣ୍ଡା ପଞ୍ଚାୟତ ମାହାରପାଲି ସ୍ଥିତ ନୀଳକଣ୍ଠେଶ୍ୱର...

ଭୋଜି ଖାଇ ଗାଁକୁ ଫେରୁଥିଲେ: ଓଲଟିଲା କାର୍‌

ସଇଁତଳା,୩।୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ଅର୍ନ୍ତଗତ କୁସମଖାଲ ଗ୍ରାମ ନିକଟରେ ଏକ କାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି...

ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ

ବଲାଙ୍ଗୀରି,୨।୨: ପ୍ରଥମ ସ୍ତ୍ରୀ ଥାଉ ଥାଉ ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ବିବାହ ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ। ଏଭଳି ଏକ ନାଟକୀୟ ଘଟଣା ଗୁରୁବାର ଦିନ ବଲାଙ୍ଗୀର ଜିଲାର ପାଟଣାଗଡ଼ ସହରରେ ଦେଖିବାକୁ ମିଳିଛି। ଦ୍ୱିତୀୟ ଥର...

ବଲାଙ୍ଗୀରରେ ଦାୟିତ୍ୱ ଗ୍ରହଣ କଲେ ନୂଆ ଜିଲାପାଳ

ବଲାଙ୍ଗୀର,୧।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ନୂତନ ଜିଲାପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଗୌରବ ଶିଓ୍ବାଜୀ ଇସଲଓ୍ବାର। ୨୦୧୯ ଆଇଏଏସ୍‌ ବ୍ୟାଚ୍‌ର ଏହି ଅଧିକାରୀ ଏଥିପୂର୍ବରୁ କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ, ଡାକ୍ତରଙ୍କୁ ନିସ୍ତୁକ ଛେଚିଲେ ସମ୍ପର୍କୀୟ

ବଲାଙ୍ଗୀର, ୩୦।୧- (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁକୁ ନେଇ ରେ ଜଣେ ଡାକ୍ତରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି । ଚିକିତ୍ସା ଅବହେଳାରୁ ରୋଗୀର ମୃତ୍ୟୁ ଅଭିଯୋଗ ଆଣି ପରିବାର...

ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ

ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ ଏହା ପାରିବାରିକ ବିରୋଧର ରୂପ ନେଇଥାଏ। ଏଭଳି ଧାରଣା କେବଳ ରାଜନୈତିକ...

ନକଲି ଶିକ୍ଷକଙ୍କୁ ବହିଷ୍କାର 

ବଲାଙ୍ଗୀର,୨୮।୧: ବଲାଙ୍ଗୀର ଜିଲାରୁ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ଜିଲାର ବଙ୍ଗୋମୁଣ୍ଡା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁକାନ୍ତ କୁମାର ମନ୍ତ୍ରୀ ନକଲି ସାର୍ଟିଫିକେଟ ଦେଇ ଚାକିରି କରୁଥିବା ନେଇ ଅଭିଯୋଗ ହୋଇଥିଲା। ତେଣୁ ଶିକ୍ଷା ବିଭାଗ...

ଅର୍‌ପିଏଫ ଇନ୍ସପେକ୍ଟର ନିଲମ୍ବିତ

ବଲାଙ୍ଗୀର,୨୬।୧: ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କାର୍ଯ୍ୟରତ ଅର୍‌ପିଏଫ ଇନ୍ସପେକ୍ଟରଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଅର୍‌ପିଏଫ ଇନ୍ସପେକ୍ଟର ଧର୍ମେନ୍ଦ୍ର ମିଶ୍ର ନିଲମ୍ବିତ ହୋଇଛନ୍ତି। ତାଙ୍କ ନିଲମ୍ବନ ନେଇ ସମ୍ବଲପୁର ରେଳ ମଣ୍ଡଳ ସୁରକ୍ଷା ଆୟୋଗ ପକ୍ଷରୁ ବିଜ୍ଞପ୍ତି...

ମଶାଣିରୁ ଯୁବକଙ୍କ ମୃତଦେହ ଉଠାଇନେଲା ପୋଲିସ

କଣ୍ଟାବାଞ୍ଜି,୨୩ା୧(ଗୁରୁ ଦୟାଲ ହଂସ): ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ସତ୍କାର ପାଇଁ ମଶାଣିକୁ ନେଇଥିଲେ। ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ବେହେରେନସିଲେଟ ଗାଁରେ...

୪୭ କୁଇଣ୍ଟାଲ ଧାନ ସହ ଧରାପଡ଼ିଲା ଟ୍ରକ

ଗୁଡଭେଲା,୨୧ା୧(ମନୋଜ କୁମାର ଜୈନ): ଧାନ ବିକ୍ରିରେ କଟ୍‌ନୀକୁ ବିରୋଧ କରି ୧୨ଘଣ୍ଟିଆ ତୁଷୁରା ବନ୍ଦ ପାଳନ ବେଳେ ଏକ ଧାନ ବୋଝେଇ ଟ୍ରକକୁ ୟୁଥ ଆକ୍ସନ କମିଟି ସଦସ୍ୟ ଅଟକାଇ ଯୋଗାଣ ବିଭାଗ ଜିମା ଦେଇଥିଲେ। ରବିବାର ବଲାଙ୍ଗୀର ଜିଲା...

କ୍ରିପ୍ଟୋ ନାଁରେ ୧୫ କୋଟିର ଠକେଇ

ବଲାଙ୍ଗୀର, ୨୧ା୧ (ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀରରୁ ପରିଚାଳିତ ଏକ ନକଲି କ୍ରିପ୍ଟୋକରେନ୍ସି ର଼୍ୟାକେଟର ପର୍ଦ୍ଦାଫାଶ କରିଛି ସ୍ଥାନୀୟ ପୋଲିସ। ଏହି କ୍ରିପ୍ଟୋକରେନ୍ସି ଜରିଆରେ ପ୍ରାୟ ୧୫ କୋଟି ଟଙ୍କାର ଠକେଇ ବା ଲୁଟ୍‌ କରାଯାଇଛି। ର଼୍ୟାକେଟର ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri