ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ
ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ ଅଣ୍ଡର ଗାଉଣ୍ଡ ବ୍ରିଜ ବଦଳରେ ଉଭର ବ୍ରିଜ ଦାବି କରି ଆଜି ଭୋଟ...