ବଲାଙ୍ଗୀର

ପାଣିଟାଙ୍କିକୁ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଦେଓଗାଁ,୧୧ା୪(ଡି.ଏନ୍‌.ଏ.): ପ୍ରେମରେ ବିଫଳ ହେବା ପରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା କୁଠୁର୍ଲା ଗାଁର ଜଣେ ଯୁବକ ସୋମବାର ସକାଳେ ଓଭରହେଡ୍‌ ପାଣିଟାଙ୍କି ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯୁବକ ଜଣକ ହେଲେ ପିଣ୍ଟୁ ହରପାଲ। ଏହି ଖବର...

ଡାକ୍ତର ଜଣେ ସୈନିକ: ରାଜ୍ୟପାଳ

ବଲାଙ୍ଗୀର ଅଫିସ, ୧୧ା୪: ଯେତେବେଳେ ଶରୀର କଥା ଉଠେ ସେତେବେଳେ ଡାକ୍ତର ଜଣେ ସୈନିକ। ଯେତେବେଳେ ମନ କଥା ଉଠେ ସେତେବେଳେ ଡାକ୍ତର ଜଣେ ମନୋବିଜ୍ଞାନୀ। ଆଉ ଯେତେବେଳେ ଆମତ୍ା କଥା ଉଠେ ଡାକ୍ତର ସେତେବେଳେ ଜଣେ ପୂଜକ ବୋଲି...

୨୦୦ରୁ ଉର୍ଦ୍ଧ୍ୱ ଲୋକଙ୍କ ସମ୍ପୃକ୍ତି

ବଲାଙ୍ଗୀର ଅଫିସ, ୧୦ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର କ୍ରାଇମ୍‌ବ୍ରାଞ୍ଚସ୍ତରୀୟ ତଦନ୍ତ ନବମ ଦିନରେ ପହଞ୍ଚିଛି। ଏହି ମାମଲାର ୪ ଅଭିଯୁକ୍ତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତିନିଦିନିଆ ରିମାଣ୍ଡରେ ଆଣି ଜେରା କରିବା ପରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାତରେ ଲାଗିଥିବା କହିଥିଲା।...

ଖଇର କାଠ ବୋଝେଇ ଟ୍ରକ୍‌ ଜବତ, ୨ଗିରଫ

ଲୋଇସିଂହା,୯।୧୦ (ଡି. ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଫରେଷ୍ଟ ରେଞ୍ଜ ଆଗଲପୁର ବ୍ଲକ ମହାକୁରପାଲି ଗାଁରେ ରବିବାର ବନ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଏକ ୧୨ ଚକିଆ ଟ୍ରକ୍‌ (ସିଜି ୧୫ଏସି ୧୦୩୧)ରେ ବିପୁଳ ପରିମାଣ ଖଇର କାଠ...

ଜେରା ବେଳେ ଅସୁସ୍ଥ ହେଲେ ଆଲୋକ

ବଲାଙ୍ଗୀର ଅଫିସ, ୮।୪: ବଲାଙ୍ଗୀର ଜାଲ୍‌ ସାର୍ଟିଫିକେଟ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ମୁଖ୍ୟ ସହଯୋଗୀ ଆଲୋକ ଉଦ୍‌ଗାତା ଶନିବାର ଅସୁସ୍ଥ ହୋଇଛନ୍ତି। ଜେରା ବେଳେ ଆଲୋକ ଅଚେତ ହୋଇ ପଡ଼ିଥିବା ଜଣାପଡିଛି। ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ...

ନିର୍ମାଣ ସରୁନି, ବାରଣ୍ଡାରେ ଶିଶୁଙ୍କ ପ୍ରିକ୍ଲାସ

ଦେଓଗାଁ, ୭ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଉପରଝର ଅଙ୍ଗନୱାଡି ‘କ’ କେନ୍ଦ୍ର ନାନା ଅବ୍ୟବସ୍ଥାରେ ଚାଲିଛି। କେନ୍ଦ୍ରର ନିଜସ୍ବ କୋଠାନାହିଁ। ଫଳରେ ପିଲାଙ୍କ ପ୍ରିକ୍ଲାସ ଅଙ୍ଗନଓ୍ବାଡି କର୍ମୀଙ୍କ ବାରଣ୍ଡାରେ ଚାଲିଛି। ପ୍ରଶାସନିକ ଅବହେଳା ଯୋଗୁଁ ଆଜକୁ ୫ବର୍ଷ...

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ରିଲାଏନ୍ସ କୋଚିଂରେ ତନାଘନା

ବଲାଙ୍ଗୀର ଅଫିସ,୭ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି। ଗୁରୁବାର ତଦନ୍ତର ଷଷ୍ଠଦିନ ପୂର୍ବାହ୍ନରୁ କ୍ରାଇମବାଞ୍ଚ ଆଇଜି ସିହ୍ନା ପ୍ରତ୍ୟକ୍ଷଭାବେ ବଲାଙ୍ଗୀର...

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ...

ଦେଢ଼ମାସ ବିତିଲା, ମୃତ୍ୟୁ ରହସ୍ୟ ଖୋଲୁନି

ମୁରିବାହାଲ,୫ା୪(ଡ଼.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ଥାନା ଡୁଡୁକାପଡା ଗ୍ରାମରେ ଗ୍ରାମ୍ୟ ପରିମଳ ବିଭାଗ ପାଣ୍ଠିରେ ଗଭୀର କୂଅ ଖନନ କାର୍ଯ୍ୟରେ ନିୟୋଜିତ ଜେସିବି ଡ୍ରାଇଭର ସିନ୍ଧେକେଲା ଥାନା ପାଣ୍ଡ୍ରିପାଏନ ହଁସପଡାର ପଦ୍ମନ ହସ (୨୪) ଙ୍କ କାର୍ଯ୍ୟସ୍ଥଳରେ ଗତ ଫେବୃଆରୀ...

୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/କଟକ ଅଫିସ୍‌, ୫।୪: କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ମଙ୍ଗଳବାର ତଦନ୍ତର ଚତୁର୍ଥ ଦିନରେ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ପ୍ରମୁଖ ସହଯୋଗୀ ଆଲୋକ ରଞ୍ଜନ ଉଦ୍‌ଗାତାଙ୍କ ସମେତ ଅନ୍ୟ ଦୁଇ ଅଭିଯୁକ୍ତ ତ୍ରିବିହାରୀ ପଣ୍ଡା ଏବଂ...

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ ଅଯୋଗ୍ୟ ଏବଂ ଅଣଛାତ୍ର ଜାଲ୍‌ ସାର୍ଟିଫିକେଟ କିଣି ସରକାରୀ ଚାକିରି ହାତେଇଛନ୍ତି। ବାରମ୍ବାର...

ଜିଲାପାଳ କାର୍ଯ୍ୟାଳୟ ଘେରିଲା ପୂର୍ବତନ ସୈନିକ ସଙ୍ଘ

ବଲାଙ୍ଗୀର ଅଫିସ,୩।୪: ଦେଶରେ ଓ୍ବାନ ର଼୍ୟାଙ୍କ ଓ୍ବାନ ପେନସନ ଦାବିରେ ସୋମବାର ସମସ୍ତ ଜିଲା ମୁଖ୍ୟାଳୟମାନଙ୍କରେ ପୂର୍ବତନ ସୈନିକ ସଙ୍ଘ ବିକ୍ଷୋଭ ପ୍ରଦର୍ଶନ କରିଛି। ସେହି କ୍ରମରେ ୪ ଦଫା ଦାବି ନେଇ ବଲାଙ୍ଗୀରର ପୂର୍ବତନ ସୈନିକ ସଙ୍ଘ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri