ବଲାଙ୍ଗୀର

୨୫ରୁ ଶୁଲିଆ ମହୋତ୍ସବ, ୨୭ରେ ଯାତ୍ରା

ଦେଓଗଁା(ଡି.ଏନ.ଏ.)/ବଲାଙ୍ଗୀର ଅଫିସ,୧୯ା୧୨:ଡିସେମ୍ବର ୨୫ରୁ ଶୁଲିଆ ମହୋତ୍ସବ ଆରମ୍ଭ ହେବ। ୨୭ ତାରିଖ ପାରମ୍ପରିକ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ରବିବାର ଶୁଲିଆ ମହେତ୍ସବ କମିଟି ପକ୍ଷରୁ ଚୁଡାନ୍ତ ପ୍ରସ୍ତୁତି ବୈଠକ ଖଇରଗୁଡାଠାରେ ଅନୁଷ୍ଠିତ ହୋଇଛି। ଡିସେମ୍ବର ୨୫ରୁ ୨୭ ପର୍ଯ୍ୟନ୍ତ...

ଶ୍ରମିକ ବଦଳରେ ମେଶିନରେ ହେଉଛି କାମ

ଗୋଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ଶ୍ରମିକମାନେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କୁ ନିୟୋଜିତ କରା ନ ଯାଇ ମେଶିନ ସାହାଯ୍ୟରେ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଫଳରେ ଶ୍ରମିକମାନେ କାମଧନ୍ଦା ପାଇବାରୁ...

ନାବାଳିକା ବଳାତ୍କାର: ଅଭିଯୁକ୍ତଙ୍କ ସହ ଧରାପଡ଼ିଲେ ୨ ସହଯୋଗୀ

ପାଟଣାଗଡ଼,୧୮ା୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଝୁଲେନବର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ପାଟଣାଗଡ ବଡପଡାର ରାଜା ମାଝି ଏବଂ ସହଯୋଗ କରିଥିବା...

୪ ଘଣ୍ଟା ଅସ୍ତ୍ରୋପଚାର ପରେ ଛାତ୍ରଙ୍କ ବେକରୁ ବାହାରିଲା ଜାଭେଲିନ୍‌

ବଲାଙ୍ଗୀର ଅଫିସ, ୧୭।୧୨: ଦୀର୍ଘ ୪ ଘଣ୍ଟା ପରେ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ପଶି ରହିଥିବା ଜାଭେଲିନ୍‌କୁ ବାହାର କରାଯାଇଛି। ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଏକ ଡାକ୍ତର ଟିମ୍‌ ଅସ୍ତ୍ରୋପଚାର କରି ଜାଭେଲିନକୁ ବାହାର କରିଛନ୍ତି।...

୨୦ ବର୍ଷ ପରେ ପୁରୀକୁ ପୁଣି ଚାଲିଲା ବସ୍‌

ଟିଟିଲାଗଡ଼,୧୭।୧୨(ନି.ପ୍ର): ଦୀର୍ଘ ୨୦ ବର୍ଷ ପରେ ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜିରୁ ପୁରୀକୁ ସରକାରୀ ବସ ସେବାର ଶୁଭାରମ୍ଭ ହୋଇଛି ା ଶୁକ୍ରବାର ରାଜ୍ୟ ପରିବହନ ବିଭାଗ ମନ୍ତ୍ରୀ ଟୁକୁନୀ ସାହୁ ଏହାର ଶୁଭାରମ୍ଭ କରିଛନ୍ତି। କଣ୍ଟାବାଞ୍ଜି ଠାରୁ ପ୍ରତ୍ୟହ ସନ୍ଧ୍ୟା...

ନିର୍ଯାତିତ ୪ ଶ୍ରମିକ ପରିବାର ତେଲଙ୍ଗାନାରୁ ଉଦ୍ଧାର

ଲାଠୋର,୧୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ମସିଣା ଏବଂ ଭରୁଆମୁଣ୍ଡା ଗ୍ରାମର ୪ ଦାଦନ ଶ୍ରମିକ ପରିବାରକୁ ଗୁରୁବାର ତେଲେଙ୍ଗାନାରୁ ଉଦ୍ଧାର କରାଯାଇଛି। ପ୍ରକାଶ ଯେ,ତେଲେଙ୍ଗାନା ରାଜ୍ୟର ଏକ ଇଟାଭାଟିରେ କାମ କରୁଥିବା ଏହି ଦାଦନ ପରିବାରଙ୍କୁ ନିର୍ଯାତନା...

ବାର୍ଷିକ କ୍ରୀଡ଼ାରେ ଅଘଟଣ: ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍‌

ବଲାଙ୍ଗୀର ଅଫିସ,୧୭।୧୨: ବଲାଙ୍ଗୀର ଜିଲା ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରଙ୍କ ବେକରେ ଜାଭେଲିନ ପଶିଯିବା ଫଳରେ ସେ ଗୁରୁତର ହୋଇପଡ଼ିଛନ୍ତି । ସମ୍ପୃକ୍ତ ଛାତ୍ର ହେଲେ ଆଗଲପୁର ବାଳକ...

୭ ହଜାର ଲିଟର ଦେଶୀ ମଦ ନଷ୍ଟ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ, ୧୬।୧୨: ବଲାଙ୍ଗୀର ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଶୁକ୍ରବାର ବଲାଙ୍ଗୀର ବିଜାଖମନ ଜଙ୍ଗଲରେ ୭ ହଜାର ଲିଟର ଦେଶୀ ମଦ ନଷ୍ଟ କରିଛି। ବଲାଙ୍ଗୀର ଜିଲାର ୧୭ଟି ଥାନା ଅଧୀନରେ ହୋଇଥିବା ୫୦୮ଟି ମାମଲାରେ...

ମଣ୍ଡିରେ ଅବ୍ୟବସ୍ଥା ଦେଖି ବିଧାୟକ ଅସନ୍ତୁଷ୍ଟ

ଲୋଇସିଂହା,୧୫।୧୨(ଡି.ଏନ୍‌.ଏ): ଲୋଇସିଂହା ବିଧାୟକ ମୁକେଶ ମହାଲଙ୍ଗ ଗୁରୁବାର ଆଗଲପୁର ଗସ୍ତ କରି ବିଭିନ୍ନ ମଣ୍ଡି ପରିଦର୍ଶନ କରିଥିଲେ। ଆଗଲପୁର, ଭରସୁଜା, ରୋତ, ବକଟି, ପଟୁଆପାଲି ଓ ମୁରଷୁଣ୍ଢି ପାକ୍ସ ପରିଦର୍ଶନରେ ଯାଇ ସମସ୍ୟା ଉପରେ ସ୍ଥାନୀୟ ଚାଷୀଙ୍କ ସହ ସେ...

‘ବିଧାୟକଙ୍କ ଗାଡ଼ିକୁ ବିଜେଡି ନେତା ଅଣ୍ଡାମାଡ଼ କରି ନ ଥିଲେ’

ବଲାଙ୍ଗୀର ଅଫିସ, ୧୫ା୧୨: ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ ମଙ୍ଗଳବାର ପୁଇଁତଳା ମଣ୍ଡି ପରିଦର୍ଶନରେ ଯିବାବେଳେ ତାଙ୍କ ଗାଡିକୁ ଅଣ୍ଡାମାଡ଼ ହୋଇଥିଲା। ଏହି ଘଟଣାରେ ବିଜେଡି ଜିଲା ଉପସଭାପତି ତଥା ପୁଇଁତଳା ପାକ୍ସ ସଭାପତି ସୁରେଶ ନାଏକ, ବିଜେଡି...

ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣା: ଏସ୍‌ପି ଅଫିସ ଘେରିଲେ ଭାଜପା କର୍ମୀ

ବଲାଙ୍ଗୀର ଅଫିସ,୧୪ା୧୨: ପୁଇଁତଳା ପ୍ୟାକ୍ସ ପରିଦର୍ଶନରେ ଯିବାବେଳେ ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁ ମଙ୍ଗଳବାର ଅଣ୍ଡାମାଡ଼ ହୋଇଥିଲା। କିଛି ବିଜେଡି କର୍ମୀ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରିବା ସହ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ...

ଲୋଇସିଂହା ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼

ବଲାଙ୍ଗୀର ଅଫିସ, ୧୪।୧୨: ବଲାଙ୍ଗୀର ଜିଲା ପୁଇଁତଲା ମଣ୍ଡି(ପାକ୍ସ) ପରିଦର୍ଶନରେ ଯିବାବେଳେ ମଙ୍ଗଳବାର ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ ହୋଇଛି। କେତେଜଣ ବିଜେଡି କର୍ମୀ ବିଧାୟକଙ୍କ ଗାଡ଼ିକୁ ଅଣ୍ଡା ମାଡ଼ କରିବା ସହ ଭାଜପା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri