୫ ଦିନ ହେବ କୁକୁର ମୁହଁରେ ପଶିଛି ପ୍ଲାଷ୍ଟିକ ଡବା: ଉଦ୍ଧାର ପାଇଁ ଉଠିଲା ଦାବି
ଲୋଇସିଂହା,୧୮।୬(ସୁଶାନ୍ତ ବାରିକ):ଏକ ବୁଲା କୁକୁର ମୁହଁରେ ପ୍ଲାଷ୍ଟିକ ଡବା ପଶି ଯାଇଛି। ଏଭଳି ଏକ ଦୃଶ୍ୟ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନଅଗାଁ (ଖ) ରେ ଦେଖିବାକୁ ମିଳିଛି। ୫ ଦିନ ବିତି ଯାଇଥିଲେ ସୁଦ୍ଧା କୁକୁର ମୁହଁରୁ...
ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି
କଣ୍ଟାବାଞ୍ଜି,୧୬ା୬: ପୁଣି ଥରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ତଦନ୍ତ ପାଇଁ ଦାବି ହୋଇଛି। ମମିତାଙ୍କ ପରିବାରକୁ ରବିବାର ଭେଟିଛନ୍ତି ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗ। କଣ୍ଟାବାଞ୍ଜି ଝରନୀସ୍ଥିତ ମମିତାଙ୍କ ଘରକୁ ଭେଟିବାକୁ ଲକ୍ଷ୍ମଣ ଯାଇଥିବା ବେଳେ ଏଯାବତ୍...
ପ୍ରକଳ୍ପ ଅଚଳ ଯୋଗୁ ସପ୍ତାହେ ହେଲା ଜଳଯୋଗାଣ ବ୍ୟାହତ
ଲୋଇସିଂହା,୧୫।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳିପାଲି ଗ୍ରାମରେ ଜଳଯୋଗାଣ ପ୍ରକଳ୍ପର ଷ୍ଟାଟର ଅଚଳ ହୋଇପଡିଛି। ଏହା ସଜଡ଼ା ଯାଉ ନାହିଁ। ଏଣୁ ସପ୍ତାହେ ହେଲା ଗ୍ରାମରେ ପାଇପ ଜଳ ଯୋଗାଣ ବନ୍ଦ ରହିଥିବାରୁ ଗ୍ରାମବାସୀ ପାଣି ପାଇଁ...
କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ୬ ଜଣଙ୍କୁ ବାନ୍ଧିଲା ପୋଲିସ
ବଲାଙ୍ଗୀର,୧୩ା୬(ସୁନୀଲ ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନ ପାଖ ହୋଟେଲ ଇନ୍ଦ୍ରପ୍ରସ୍ଥର ୨୧୨ ନମ୍ବର ରୁମ୍ରୁ ଗତ ମେ’ ୧୭ରେ ପୋଲିସ କନଷ୍ଟେବଳ ଶଙ୍କରଭାନୁ ବେହେରାଙ୍କ ହାତଗୋଡ଼, ମୁହଁବନ୍ଧା ମୃତଦେହ ଉଦ୍ଧାର କରିଥିଲା। ରତ୍ନପଥର ଚୋରା କାରବାରରୁ ଶଙ୍କରଭାନୁ ହତ୍ୟାକାଣ୍ଡ ଘଟିଥିବା...
୧୦ ବର୍ଷ ହେଲା ବନ୍ଦ ପଡ଼ିଛି ବିଜୟାନନ୍ଦ ଚିନିକଳ
ଦେଓଗାଁ ,୧୩ା୬(କୃଷ୍ଣ ପ୍ରସାଦ ପାଣିଗ୍ରାହୀ)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସାଗରପାଲି କଲୋନୀ ନିକଟରେ ଥିବା ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୦ ବର୍ଷ ହେଲା ବନ୍ଦ ହୋଇ ପଡିରହିଛି। ଏବେ ରାଜ୍ୟରେ ସରକାର ପରିବର୍ତ୍ତନ...
ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିଲେ
ବଲାଙ୍ଗୀର,୧୩ା୬(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ପ୍ରଥମ ଭାଜପା ସରକାରରେ ବଲାଙ୍ଗୀର ଜିଲାକୁ ମିଳିଛି ଦୁଇଟି ପଦବୀ। ପାଟଣାଗଡ଼ ବିଧାୟକ ତଥା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓ ଉପମୁଖ୍ୟମନ୍ତ୍ରୀ ଭାବେ ଓ ଲୋଇସିଂହା ବିଧାୟକ ତଥା ଭାଜପାର ଯୁବ ଚେହେରା...
କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….
ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ...
ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ ଘଟଣା: ସ୍ବାମୀ, ଶାଶୁ-ଶ୍ୱଶୁର, ପୁତୁରା ଗିରଫ
ଲୋଇସିଂହା,୯ା୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁଡ଼ା ଗ୍ରାମର ନମିତା ବଣିଆ(୩୩) ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଶ୍ମଶାନ ନିକଟ ଏକ ନାଳାରୁ ଶୁକ୍ରବାର ପୋଲିସ ଜବତ କରିଥିଲା । ଏହି ଘଟଣାରେ ସମ୍ପୃକ୍ତ...
ବିକାଶ ଅପେକ୍ଷାରେ ରାଣୀପୁର-ଝରିଆଲ
ବଲାଙ୍ଗୀର, ୯ା୬ (ବୀରେନ୍ଦ୍ର କୁମାର ଝାଙ୍କର)ଜାତୀୟସ୍ତରରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଓ ଐତିହାସିକ ପୀଠ ଭାବେ ମାନ୍ୟତା ପାଇଥିବା ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ୍ ଅନ୍ତର୍ଗତ ପ୍ରସିଦ୍ଧ ଯୋଗିନୀ ପୀଠ ରାଣୀପୁର-ଝରିଆଲ ବର୍ଷ ବର୍ଷ ଧରି ଅବହେଳାର ଶିକାର ହୋଇଆସିଛି।...
ଶ୍ମଶାନରୁ ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ କଲା ପୋଲିସ
ଲୋଇସିଂହା,୭।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ବୁର୍ଡା ଗ୍ରାମର ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଲୋଇସିଂହା ପୋଲିସ ଶ୍ମଶାନରୁ ଶୁକ୍ରବାର ଉଦ୍ଧାର କରିଛି। ସମ୍ପୃକ୍ତ ମହିଳା ହେଲେ ସୁଦାମ ବଣିଆଙ୍କ ସ୍ତ୍ରୀ ନମିତା ବଣିଆ(୩୧)। ନମିତାଙ୍କ...
ସିଂଦେଓ ପରିବାର ଜିତିଲେ, ମିଶ୍ର ହାରିଲେ
ବଲାଙ୍ଗୀର, ୭ା୬(ବୀରେନ୍ଦ୍ର କୁମାର ଝାଙ୍କର): ସ୍ବାଧୀନତା ପରବର୍ତ୍ତୀ ଓଡ଼ିଶା ରାଜନୀତିରେ ବଲାଙ୍ଗୀର ଜିଲା ଏିଊ ପ୍ରମୁଖ ରାଜନୈତିକ କେନ୍ଦ୍ର ଭାବେ ପରିଚିତ ହୋଇଆସିଛି। ଏହି ଜିଲାର ଦୁଇ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ପରିବାର ଭାବେ ବଲାଙ୍ଗୀର ରାଜପରିବାର ବା ସିଂଦେଓ...
କଳାହାଣ୍ଡିର ପ୍ରଥମ ମହିଳା ଏମ୍ପି ହେଲେ ମାଳବିକା
ଭବାନୀପାଟଣା,୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପ୍ରଥମ ମହିଳା ଏମ୍ପି ଭାବେ ଭାଜପାର ମାଳବିକା କେଶରୀ ଦେଓ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଲମ୍ବୋଦର ନିଆଲଙ୍କୁ ପରାସ୍ତ କରିଛନ୍ତି। କଳାହାଣ୍ଡି ଲୋକ ସଭାରେ ପ୍ରଥମଥର ପାଇଁ...
Archives


