ଫେଲ ମାରିଛି ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା
ଦେଓଗାଁ,୨ା୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ତ୍ତମାନ ନାନା ଅବ୍ୟବସ୍ଥା ଘେରରେ ଚାଲିଛି। ଆବଶ୍ୟକ ଡାକ୍ତର, ନର୍ସ ଓ କର୍ମଚାରୀ ଅଭାବ ଯୋଗୁଁ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବା ପାଇପାରୁନାହାନ୍ତି ଜନସାଧାରଣ। ଅନ୍ୟପକ୍ଷେ ଶିଶୁ ଓ ସ୍ତ୍ରୀ ପ୍ରସୂତୀ ବିଶେଷଜ୍ଞ ଡାକ୍ତର...