ଆଇଆଇସି ଗିରଫ: ମାମଲାରୁ ନାଁ କାଟିବାକୁ ନେଉଥିଲେ ୨୫ହଜାର ଟଙ୍କା
ବଲାଙ୍ଗୀର ଅଫିସ, ୫ା୧୨:ଏକ ମାମଲାରୁ ନଁା କାଟିଦେବାକୁ ଲାଞ୍ଚ ନେବାବେଳେ ରବିବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ କୁମାର ବେହେରା। ଅଫିସ୍ ଚାମ୍ବରରେ ଅଜିତ ଘଡେଇ ନାମକ ବ୍ୟକ୍ତିଙ୍କଠାରୁ ସେ ଉକ୍ତ ଟଙ୍କା...