ଜିଲା ମାନ୍ୟତା ଦାବି ତେଜିଲା
ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ ମିଳିଛି। ବନ୍ଦକୁ ସିନ୍ଧେକେଲା ଓ ସଇଁତଳାରେ ବି ଲୋକେ ସମର୍ଥନ କରିଛନ୍ତି। ବନ୍ଦ...