ସଫଳ ହେଉନି ଅସ୍ତ୍ରୋପଚାର, ବଢୁଛି ଚିନ୍ତା
ଲୋଇସିଂହା,୧୬।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡା ଗ୍ରାମର ଦୀନବନ୍ଧୁ ଥନାପତି (୫୫)। ଦୂରାରୋଗ୍ୟରେ ପୀଡିତ ହୋଇ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଅୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ)ରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇଦଫା ଅସ୍ତ୍ରୋପଚାର ସଫଳ ହେଲାନାହିଁ। ଏବେ ତୃତୀୟ...
କାର୍କୁ ଧକ୍କାଦେଲା ଆମ୍ବୁଲାନ୍ସ, ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ-ଝିଅ ଗୁରୁତର
ପାଟଣାଗଡ଼,୧୬ା୬(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥର ମୟାବର୍ହା ଛକ ନିକଟରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଏକ କାର୍କୁ ପଛପଟରୁ ଦ୍ରୁତଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ଧକ୍କା ଦେଇଥିଲା। ଫଳରେ...
ରାସ୍ତାରେ ପାର୍କିଂରୁ ବଢୁଛି ଦୁର୍ଘଟଣା
ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ବଲାଙ୍ଗୀର ସହର ଉପକଣ୍ଠ ବୀରମୁଣ୍ଡା ଛକ ନିକଟରେ ମଙ୍ଗଳବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ପୁଣି ଥରେ ବଲାଙ୍ଗୀର ବାଇପାସ୍...
ଏ ପାନ୍ବାଲା ବାବୁ…କଣ୍ଠଶିଳ୍ପୀଙ୍କ ପରଲୋକ
ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ନବେ ଦଶକରେ ପ୍ରସିଦ୍ଧି ଲାଭ କରିଥିବା ଲୋକପ୍ରିୟ କୋଶଲୀ-ସମ୍ବଲପୁରୀ ଗୀତ ଏ ପାନ୍ବାଲା ବାବୁର ଗାୟକ ତଥା ଲେଖକ, ସଙ୍ଗୀତଜ୍ଞ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଅନିଲ ହରିପାଲ(୫୮)ଙ୍କ ଗୁରୁବାର ପରଲୋକ ଘଟିଛି। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ...
ରାତି ପାହିଲେ ପାଣି ଚିନ୍ତା
ଖପ୍ରାଖୋଲ,୧୪ା୬(ଅଭୟ ତ୍ରିପାଠୀ): ପ୍ରବଳ ଗରମ ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଜଳାଶୟ ପାଣି କମିବାରେ ଲାଗିଛି। ଗଭୀର ନାଳକୂଅ ହେଉ କି ନଳକୂଅରୁ ବାହାରୁନି ଆବଶ୍ୟକ ପାଣି। ଏଥିଯୋଗୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ଗୁଣ୍ଡୁରୁପାଲି ଗାଁର ୮ଶହରୁ...
କାମ କରି ମିଳିନି ମଜୁରି
କଣ୍ଟାବାଞ୍ଜି, ୧୪ା୬(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କମେଇମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରହେନଭଟା ଗାଁର ଗଭରାମୁଣ୍ଡା ବନ୍ଧର ମାଟି ଉନ୍ନତୀକରଣ ଏମ୍ଜିଏନଆରଜିଏସ ଯୋଜନାରେ କରାଯାଇଛି। ୨୦୨୨ ଡିସେମ୍ବର ମାସରେ କାମ ଆରମ୍ଭ କରାଯାଇଥିଲା। କାମସ୍ଥାନରେ କୌଣସି ସୂଚନା ଫଳକ...
ଇନ୍ଡୋର ଷ୍ଟାଡିୟମର ଉଦ୍ଘାଟନ କଲେ ଧର୍ମେନ୍ଦ୍ର
ବଲାଙ୍ଗୀର ଅଫିସ,୧୧ା୬: ଗେଲ୍ ଇଣ୍ଡିଆ ଲିମିଟେଡ୍ ସିଏସ୍ଆର ଅନୁଦାନରେ ନିର୍ମିତ ବଲାଙ୍ଗୀର ପୃଥୀରାଜ ହାଇସ୍କୁଲ ଇନ୍ଡୋର ଷ୍ଟାଡିୟମକୁ ରବିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନ କରିଛନ୍ତି। ରବିବାର ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ...
ନୂଆ ପର୍ଯ୍ୟଟନର ଆକର୍ଷଣ ଭୀମଡୁଙ୍ଗୁରି
ବଲାଙ୍ଗୀର ଅଫିସ,୯ା୬: ବଲାଙ୍ଗୀର ଜିଲାର ଏକ ନୂଆ ପର୍ଯ୍ୟଟନ ଆକର୍ଷଣ ହେଉଛି ଭୀମଡୁଙ୍ଗୁରି। ଜିଲା ସଦର ମହକୁମା ବଲାଙ୍ଗୀରଠାରୁ ପ୍ରାୟ ୨୦କିଲୋମିଟର ଦୂର ଦେଓଗଁା ବ୍ଳକ ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମପଞ୍ଚାୟତରେ ରହିଛି ଏଇ ପର୍ଯ୍ୟଟନସ୍ଥଳୀ। ଭୀମଡୁଙ୍ଗୁରିର ସବୁଜ ଜଙ୍ଗଲ ସମ୍ପଦ,...
୬ ପଞ୍ଚାୟତ ଜଳସେଚନରୁ ବାଦ୍
ଲୋଇସିଂହା,୯।୬(ଡି.ଏନ.ଏ.): ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ଚଳିତ ବର୍ଷରୁ ଡ୍ୟାମରେ ବର୍ଷା ଜଳ ସଂରକ୍ଷିତ ରଖାଯିବ ଏବଂ ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ ଲକ୍ଷ୍ୟ ରଖାଯାଇଛି। ଏନେଇ ଭୂତଳ ପାଇପ ଲାଇନ କାମ...
ପ୍ରାଣୀ ଚିକିତ୍ସାଳୟରେ କର୍ମଚାରୀ ନିଯୁକ୍ତି ଦିଆଯାଉ
ଲାଠୋର, ୮ା୬(ଡି.ଏନ୍.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅଧିନ ଲାଠୋର ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ବିଭିନ୍ନ ପଦବୀ ଖାଲି ପଡ଼ିରହିଥିଲେ ମଧ୍ୟ ସେଠାରେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ସ୍ଥାନୀୟ ଜନସାଧାରଣ ଗାଈ, ବଳଦ, ଛେଳି, ମେଣ୍ଢା...
ଘର ପୋଡ଼ିଦେଲେ ଦୁର୍ବୃତ୍ତ
ସଇଁତଲା, ୭।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ ଟିକ୍ରାପଡ଼ା ଫାଣ୍ଡି ଦୁକାଲଘାଟ ଗ୍ରାମରେ କେତେଜଣ ଦୁର୍ବୃତ୍ତ ଜଣକଙ୍କ ଘର ପୋଡ଼ିଦେବା ସହ ଜୀବନରେ ମାରିଦେବା ନେଇ ଧମକ ଦେଇଥିବା ଟିକ୍ରାପଡ଼ା ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ,...
କାର୍ଟୁନିଷ୍ଟ ଅଶ୍ୱିନୀ-ଅବନୀଙ୍କୁ ସ୍ବତନ୍ତ୍ର ପୁରସ୍କାର
ବଲାଙ୍ଗୀର ଅଫିସ, ୬ା୬: ଛତିଶଗଡ଼ ପରିବେଶ ସଂରକ୍ଷଣ ମଣ୍ଡଳ ଏବଂ ରାୟପୁର(ଛତିଶଗଡ଼)ରୁ ପ୍ରକାଶିତ ମାସିକ କାର୍ଟୁନ୍ ପତ୍ରିକା ‘କାର୍ଟୁନ୍ ୱାଚ୍’ର ମିଳିତ ଆବାହକତ୍ୱରେ ଆୟୋଜିତ ସର୍ବଭାରତୀୟସ୍ତରୀୟ କାର୍ଟୁନ୍ ପ୍ରତିଯୋଗିତାରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍ ସ୍ବତନ୍ତ୍ର ପୁରସ୍କାର...
Archives


