ବଲାଙ୍ଗୀର

ହଷ୍ଟେଲରେ ନ ରହି ପରୀକ୍ଷା ଦେଲେ ବିଦ୍ୟାଭାରତୀ

ବଲାଙ୍ଗୀର ଅଫିସ,୨୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ଦିବଂଗତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀ ବୁଧବାର ବଲାଙ୍ଗୀର ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରରେ ଫାଇନାଲ ପରୀକ୍ଷା ଦେଇଛନ୍ତି। ବୁଧବାରଠାରୁ ଫାଇନାଲ ପରୀକ୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ...

ଭେରିଫିକେଶନ ପାଇଁ ସାର୍ଟିଫିକେଟ ମାଗିବାରୁ ଇସ୍ତଫା ଦେଲେ ଶିକ୍ଷକ

କଣ୍ଟାବାଞ୍ଜି,୨୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ବିଭିନ୍ନ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାଲ ସିଟି ଓ ଶିକ୍ଷାଗତ ସାର୍ଟିଫିକେଟ ଦେଇ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଥିଲା।...

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା କୃଷି ଅଧିକାରୀ

ବଲାଙ୍ଗୀର ଅଫିସ, ୨୮।୯: ବଲାଙ୍ଗୀର ଜିଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପଣ୍ଡକିଟାଲ ଗାଁର ସାର ଦୋକାନୀ ଦୁର୍ଯ୍ୟୋଧନ ବାରିକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ...

ବଲାଙ୍ଗିରରେ ଭାରତ ବନ୍ଦ ପ୍ରଭାବ

ବଲାଙ୍ଗିର ଅଫିସ,୨୭।୯: ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ପରିପ୍ରେକ୍ଷୀରେ ସୋମବାର ସକାଳୁ ବଲାଙ୍ଗିର ଜିଲାରେ ବନ୍ଦ ପାଳନ ଜୋରଦାର କରାଯାଇଛି । ମିଳିତ ଚାଷୀ ସଙ୍ଗଠନ ବଲାଙ୍ଗିର ପକ୍ଷରୁ ପ୍ରଥମେ ସକାଳେ ପ୍ରଧାନ ଡାକଘର ସମ୍ମୁଖରେ...

ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ...

ସାମ୍ନାରୁ ଆସୁଥିବା ବାଇକକୁ ଧକ୍କା ଦେଲା ଟ୍ରକ

ବଲାଙ୍ଗିର ଅଫିସ୍‌, ୧୭।୯: ବଲାଙ୍ଗିର ଜିଲାର ଦେଓଗାଁ ନିକଟ ସାଗରପାଲି ଠାରେ ଏକ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳୁ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ସାମ୍ନାରୁ ଆସୁଥିବା ବାଇକକୁ ଧକ୍କା ଦେଇଥିଲା। ଏଥିରେ ଦୁଇ ବାଇକ ଆରୋହୀ...

ଜଣଙ୍କୁ କଚାଡ଼ି ମାରିଲା ହାତୀ, ଜଣେ ଗୁରୁତର

ଖପ୍ରାଖୋଲ,୧୭ା୯(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଅଞ୍ଚଳରେ ଥିବା ବ୍ରାହ୍ମଣୀ ଗାଁରେ ଗତ ରାତିରେ ଏକ ବଣୁଆ ହାତୀ ଗାଁକୁ ପଶି ଆସିଥିଲା। ଗାଁର ଯାଦବ ରଣା ଘରୁ ବାହାରି ଦେଖିବା...

ନିଶାସକ୍ତଙ୍କ ଉନ୍ମତ୍ତ କାଣ୍ଡ: ଯୁବକଙ୍କ ମଳଦ୍ୱାରରେ ଭର୍ତ୍ତି କଲେ ଗ୍ଲାସ

ବଲାଙ୍ଗୀର ଅଫିସ,୧୬।୯: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଅଚିହ୍ନା ନିଶାସକ୍ତ ଯୁବକ ଉକ୍ତ ଗ୍ରାମର କରୁଣା ଭୋଇ (୧୮) ନାମକ ଜଣେ ଯୁବକଙ୍କ...

ତଳିଆ ଅଞ୍ଚଳରେ ଜଳମଗ୍ନ: ପରିଦର୍ଶନ କଲେ ବଲାଙ୍ଗୀର ଜିଲାପାଳ

ବଲାଙ୍ଗୀର ଅଫିସ,୧୪।୯: ତିନି ଦିନର ଲଗାଣ ବର୍ଷାରେ ବଲାଙ୍ଗୀର ସହରର ବିଭିନ୍ନ ଗାଁର ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଲୋକଙ୍କ ଘର ଭିତରକୁ ପାଣି ପଶି ଆସବାବପତ୍ର ନଷ୍ଟ ହୋଇଛି। ଜିଲାପାଳ ଚଞ୍ଚଳ ରାଣା ମଙ୍ଗଳବାର...

ଅନ୍ୟଜାତିରେ ପ୍ରେମ ବିବାହ କରିବାରୁ…

ଲୋଇସିଂହା,୧୨।୯(ଡି.ଏନ.ଏ.): ଅନ୍ୟଜାତିରେ କରିଥିଲେ ପ୍ରେମ ବିବାହ। ଏବେ ତାଙ୍କର ଏକ ୨ ବର୍ଷର ପିଲା ଅଛି। ପୁଣି ଗର୍ଭବତୀ ଅଛନ୍ତି ସ୍ତ୍ରୀ। ନିଜ ଘର ଅଥବା ଶଶୁର ଘର ଲୋକେ ଏହି ବିବାହକୁ ସ୍ବୀକୃତି ଦେଇ ନ ଥିବାରୁ ବାହାରେ...

ଲୁଗା ଗୁଡ଼େଇ ଫିଙ୍ଗିଦେଲେ ନବଜାତ ଶିଶୁକୁ: ବର୍ଷା ପାଣିରେ ଭାସି ଲାଗିଲା କେନାଲରେ

ବଲାଙ୍ଗୀର ଅଫିସ,୧୨।୯: ବଲାଙ୍ଗୀର ସହର ତୁଳସୀନଗରର ମହାରାଣୀ ସାଗର ସରପ୍ଲସ କେନାଲରୁ ରବିବାର ଜଣେ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଶିଶୁଟିକୁ ଲୁଗା ଗୁଡ଼େଇ ଫିଙ୍ଗା ଯାଇଥିବା ବେଳେ ବର୍ଷାପାଣିରେ ଭାସି ଆସିବା ପରେ ସରପ୍ଲସ କେନାଲରେ ପଡ଼ିଥିବା...

ଘରେ ପଶି ଦୁଇ ମହିଳାଙ୍କୁ ହାଣିଲେ

କଣ୍ଟାବାଞ୍ଜି, ୧୧ା୯(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାରେ ଗଣପର୍ବ ନୂଆଁଖାଇ ଶନିବାର ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଥିଲା। ହେଲେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଜମିଦାରପଡାରେ ଘଟିଛି ଏକ ହତ୍ୟାକାଣ୍ଡ। ଦୁର୍ବୃତ୍ତମାନେ କପଡା ବ୍ୟବସାୟୀ ବିନୋଦ ଜୈନଙ୍କ ଘରେ ପଶି ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri