ଛେଳି ଚୋରି ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ
ପାଟଣାଗଡ଼,୧ା୨(ସଚ୍ଚିଦାନନ୍ଦ ମହାକୁଡ଼): ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ଛେଳି ଚୋରି ଅଭିଯୋଗରେ ଛତିଶଗଡ଼ ରାଜ୍ୟ ଭିଲାଇରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନେ ବ୍ୟବହୃତ କରିଥିବା ସ୍କର୍ପିଓ ଗାଡ଼ିକୁ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଛତିଶଗଡ଼ ଦୁର୍ଗ...