ପୋଲିସ ବସ୍ ଧକ୍କାରେ ଗଲା ପ୍ରିଜାଉଡିଂ ଅଫିସରଙ୍କ ଜୀବନ
ବଲାଙ୍ଗୀର ଅଫିସ, ୨୫ା୨: ଶେଷ ପର୍ଯ୍ୟାୟ ନିର୍ବାଚନ ସାରି ଘରକୁ ଫେରୁଥିବା ପ୍ରିଜାଇଡିଂ ଅଫିସର ଶିକ୍ଷକ ସୁଦାମ ଚରଣ ପୁରୋହିତ(୫୨)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଟିଟିଲାଗଡ଼ ବ୍ଳକ ଖୋଲାନ ନିର୍ବାଚନ ବୁଥରେ ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ନିର୍ବାହ...