ବଲାଙ୍ଗୀର

ପାଣିମଡ଼ାକୁ କେନ୍ଦ୍ର କରି ଡବଲ ମର୍ଡର: ୫ ଅଟକ

ବଲାଙ୍ଗୀର ଅଫିସ,୨୪।୧: ଜରାସିଂହା ଗାଁରେ ଶନିବାର ସନ୍ଧ୍ୟାରେ ଜମିରେ ପାଣିମଡ଼ାକୁ କେନ୍ଦ୍ର କରି ସଂଘଟିତ ଡବଲ ମର୍ଡର ଘଟଣାରେ ପୋଲିସ ଅନୁସନ୍ଧାନ ଆରମ୍ଭ ପରେ ୫ ଜଣଙ୍କୁ ଅଟକ ରଖିଛି। ସଦର ଏସ୍‌ଡିପିଓ ଶ୍ରୀମନ୍ତ ବାରିକ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ...

ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର...

ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ

ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।...

ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ

ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ମାନବିକତା ଦେଖାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବଡ଼ମାଳ ଗୋଳାବାରୁଦ କାରଖାନା...

ଦାଦନ ପିଲାଙ୍କ ଶିକ୍ଷାରେ ଡୋରି

ଲାଠୋର, ୨୦।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚାଲିଥିବା ଋତୁକାଳୀନ ଆବାସିକ ଛାତ୍ରାବାସ ଏବେ ବନ୍ଦ ରହିଛି। ବକେୟା ଟଙ୍କା ମିଳି ନ ଥିବାରୁ ଶିକ୍ଷକମାନେ ଛାତ୍ରାବାସ ଖୋଲିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ଅଞ୍ଚଳର ଦାଦନ ପରିବାରର...

ବିବାହ ପରେ ରକ୍ତଦାନ

ବଲାଙ୍ଗୀର ଅଫିସ,୧୯ା୧: ବିବାହକୁ ସ୍ମରଣୀୟ ଓ ନିଆରା କରି ଅନ୍ୟଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ସହର ଚିମିନିଭାଟିର ସୁବ୍ରତ ଖଣ୍ଡୁଆଲ। ସୋମବାର ଥିଲା ସୁବ୍ରତଙ୍କ ବିବାହ ଦିନ। ବିବାହ ପରେ ବରବେଶରେ ସେ ନବବଧୂ ଶ୍ୱେତପୂର୍ଣ୍ଣାଙ୍କୁ ଧରି...

ଲାଞ୍ଚ ନେଇ କଲେଜ ଅଧ୍ୟକ୍ଷା ଗିରଫ

ବଙ୍ଗୋମୁଣ୍ଡା,୧୯।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଯୁକ୍ତ୨ ଜୁନିୟର କଲେଜ ଅଧ୍ୟକ୍ଷା ମିନତୀ ରଥ ଲାଞ୍ଚ ନେଇ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। କଲେଜରେ କାର୍ଯ୍ୟରତ ଲାଇବ୍ରେରିଆନ୍‌ ଡୋଳାମଣି ମେହେରଙ୍କଠାରୁ ଲାଞ୍ଚ ବାବଦ ୮୦ ହଜାର ଟଙ୍କା ନେଲା...

୪ମାସ ପରେ ସାମ୍ନାକୁ ଆସିଲା ବଳାତ୍କାର ଘଟଣା

ଟିଟିଲାଗଡ଼,୧୮।୧: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଖଣ୍ଡ ସରକାରୀ ଡାକ୍ତରଖାନାରେ ଜଣେ ଦଳିତ ଭିନ୍ନକ୍ଷମ ନାବାଳିକା ବଳାତ୍କାରର ଶିକାର ହୋଇଛନ୍ତି। ବଳାତ୍କାରର ପ୍ରାୟ ୪ମାସ ପରେ ନାବାଳିକା ଅନ୍ତସତ୍ତ୍ୱା ହେବା ପରେ ଘଟଣା ସାମନାକୁ ଆସିଛି। ପରିବାର ଲୋକେ ଏ ନେଇ...

ପରପାରିରେ ସର୍ବହରା ସାଥୀ ଲଳିତ ନାୟକ

ବଲାଙ୍ଗୀର ଅଫିସ,୧୮।୧: ଗରିବ, ଖଟିଖିଆ, ଶ୍ରମିକ, ମୂଲିଆ ସର୍ବହରାର ସାଥୀ ଲଳିତ କୁମାର ନାୟକ (୬୨)ଙ୍କ ସୋମବାର ସକାଳେ ଭୁବନେଶ୍ବରସ୍ଥିତ ଏମ୍‌ସ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ହେଲା ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗ ଖବର ପ୍ରଚାରିତ...

ବଲାଙ୍ଗୀରରେ ଆରମ୍ଭ ହେଲା କୋଭିଡ ଟିକାକରଣ: ପ୍ରଥମ ଦିନ ନେବେ ୩୦୦ ଟିକା

ବଲାଙ୍ଗୀର ଅଫିସ,୧୬।୧: ବଲାଙ୍ଗୀର ଜିଲାରେ ଶନିବାରଠାରୁ କୋଭିଡ ଟିକାକରଣ ଆରମ୍ଭ ହୋଇଛି । ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଜିଲାପାଳ ଚଞ୍ଚଳ ରାଣା ଏହି ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି । ପ୍ରଥମ ବ୍ୟକ୍ତି ଭାବେ ଡା. ଗିରିଜା...

ଦ୍ୱନ୍ଦ୍ୱରେ ଏସ୍‌ଆଇଟି ସମ୍ପର୍କିତ ଚିଠି

ବଲାଙ୍ଗୀର ଅଫିସ, ୧୬।୧: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ତଦନ୍ତ ଓଡ଼ିଶା ହାଇକୋର୍ଟଙ୍କ ପର୍ଯ୍ୟବେକ୍ଷଣ (ମନିଟରିଂ)ରେ ହେଉ ବୋଲି ରାଜ୍ୟ ସରକାର ଅନୁରୋଧ କରି ଗତ ୨୮ ନଭେମ୍ବରରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ। ଏପରି କି ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ...

ଅଢ଼େଇ ବର୍ଷ ପରେ ଲୋୟର ସୁକ୍‌ତେଲ ଡ୍ୟାମ୍‌ ଆପ୍ରୋଚ୍‌ ରାସ୍ତା କାମ ଆରମ୍ଭ

ବଲାଙ୍ଗୀର ଅଫିସ, ୧୫ା୧: ପ୍ରାୟ ଅଢ଼େଇ ବର୍ଷ ପରେ ଲୋୟର ସୁକ୍‌ତେଲ ଡ୍ୟାମ ସାଇଟ୍‌ ଅଞ୍ଚଳରେ ଶୁକ୍ରବାରଠାରୁ ଡ୍ୟାମ ଆପ୍ରୋଚ୍‌ ରାସ୍ତା କାମ ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ରାସ୍ତା କାମ ଆରମ୍ଭ କରାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri