ବ୍ୟାଙ୍କ ସମ୍ମୁଖରୁ ୫ ଲକ୍ଷ ନେଇଯିବାକୁ ବସିଥିଲେ …
ବଲାଙ୍ଗୀର ଅଫିସ,୭।୧୧: ବଲାଙ୍ଗୀର ଜିଲା ପାଟଣାଗଡ଼ ସହର ରାମଜୀ ଛକ ବ୍ୟାଙ୍କ ସମ୍ମୁଖରୁ ସୋମବାର ଲୁଟ୍ ହୋଇଛି। ଜଣେ ବ୍ୟକ୍ତିଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ବେଳେ ଉଭୟଙ୍କୁ ବଲାଙ୍ଗୀର ସଦର ଥାନା...
ରେଳଧାରଣାରୁ ମିଳିଲା ମହିଳା ବୀମା ଏଜେଣ୍ଟଙ୍କ ମୃତଦେହ
ବଲାଙ୍ଗୀର ଅଫିସ,୭ା୧୧:ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ରେଳଧାରଣାରୁ ରବିବାର ସକାଳେ ଜଣେ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ମୃତା ବଲାଙ୍ଗୀର ସହରର ଜଣାଶୁଣା ଜୀବନ ବୀମା ଏଜେଣ୍ଟ ତଥା ତାଲପାଲିପଡା ନିବାସୀ ସାରିକା ସାଏ (୩୮)...
‘କଭି ଅଲ୍ ବିଦା ନା କେହନା’ ମେସେଜ୍ ଲେଖି ଜୀବନ ହାରିଲେ ଯୁବତୀ
ବଲାଙ୍ଗୀର ଅଫିସ,୬ା୧୧: ବଲାଙ୍ଗୀର ରେଳଷ୍ଟେଶନ ନିକଟ ଖୁଜେନ ପାଲିି ରେଲଓ୍ବେ ଚେକ୍ ଗେଟ୍ ରେଳ ଧାରଣାରେ ଜଣେ ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ମୃତ ଯୁବତୀ ବଲାଙ୍ଗୀର ସହରର ତାଲପାଲି ପଡ଼ାର ସାରିକା ସାଏ (୩୮)।...
ଧଳାସୁନାରେ କୀଟ
ବଲାଙ୍ଗୀର ଅଫିସ, ୪ା୧୧:ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଦୀର୍ଘବର୍ଷ ହେଲା ଚାଷୀ ଉତ୍ସାହିତ ହୋଇ ଅର୍ଥକରୀ କପାଚାଷ କରୁଛନ୍ତି। ଧଳାସୁନାର ଅଞ୍ଚଳ ଭାବେ ପରିଚିତ ଏହି ଇଲାକାର ଅନୁକୂଳ ଜଳବାୟୁ ଏବଂ ଭୂମିରୂପ କପାକୁ ସୁହାଉଛି। ଏଠାକାର...
ସହରରେ ଅପରାଧ ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ହେବ ସହଜ
ବଲାଙ୍ଗୀର ଅଫିସ,୨ା୧୧: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ବୁଧବାର ସ୍ଥାନୀୟ ଟାଉନ ଥାନା ଠାରେ ବଲାଙ୍ଗୀର ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ...
ବିଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ବଲାଙ୍ଗୀର ଅଫିସ/ସଇଁତଲା,୧ା୧୧: ବଲାଙ୍ଗୀର ଜିଲା ସଇଁତଳା ଥାନା ଅଧୀନ ଆମ୍ବପାଲି ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଗାଁ ଏକ ବିଲରୁ ଉଦ୍ଧାର କରାଯାଇଛି। ପୋଲିସ ସୂଚନା ମୁତାବକ, ଆମ୍ବପାଲି ଗ୍ରାମର ଜାନକୀ ମହାନନ୍ଦ(୪୮) ସୋମବାର ସକାଳୁ ଗ୍ରାମଠାରୁ ୩କିମି ଦୂରରେ...
ଅଭିଯୁକ୍ତଙ୍କୁ ଫାଶୀ ଦେବାକୁ ଅନୁରୋଧ କଲେ ମମିତାଙ୍କ ମାଆ
ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜି, ୨୯ା୧୦ (ଡି.ଏନ୍.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାରେ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମୃତା ମମିତା ମେହେରଙ୍କ ମା’ ତୁଳସୀ ମେହେର ଏବଂ ଜଣେ ସମ୍ପର୍କୀୟଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି।...
ପ୍ରଶାସନିକ ଅବହେଳା: ବ୍ଲକ ଘେରାଉ
ଟିଟିଲାଗଡ,୨୮ା୧୦(ଡି.ଏନ.ଏ.): ଟିଟିଲାଗଡ ବ୍ଲକ ପ୍ରଶାସନ ସାଧାରଣ ଜନତାଙ୍କ ସମସ୍ୟା ପ୍ରତି ଆଖି ବୁଜି ଦେଇଥିବା ଅଭିଯୋଗ କରି ଗରିବ ସେନା ଟିଟିଲାଗଡ଼ ପକ୍ଷରୁ ଶୁକ୍ରବାର ବ୍ଲକ ଘେରାଉ କରାଯାଇଛି । ସଂଗଠନର ସଭାପତି ବୀରେନ୍ଦ୍ର ବାଗଙ୍କ ନେତୃତ୍ୱରେ ଗ୍ରାମାଞ୍ଚଳର ମହିଳା...
ବିଷ ପିଇଲେ ଅଧ୍ୟାପକ
ଲୋଇସିଂହା,୨୪।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ରାମପୁର-ଡୁଡୁକା ରାସ୍ତାରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଅଧ୍ୟାପକଙ୍କୁ ସ୍ଥାନୀୟ କିଛି ଯୁବକ ଉଦ୍ଧାର କରି ସୋମବାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର...
ସପ୍ତାହରେ ୪୦୦ ଉଦ୍ଧାର
୧୯୮୦ ଓ ୯୦ ଦଶକର ପ୍ରାରମ୍ଭରେ ଅବିଭକ୍ତ ବଲାଙ୍ଗୀର ଦେଶର ଦରିଦ୍ରତମ ଜିଲାଗୁଡ଼ିକ ମଧ୍ୟରେ ପରିଗଣିତ ହେଉଥିଲା। ବିଗତ ୨ ଦଶନ୍ଧି ହେଲା ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାରେ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହାସତ୍ତ୍ୱେ ଗ୍ରାମାଞ୍ଚଳରେ ସରକାରୀ...
ଭିଡିଓ କନ୍ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ କଲେ ପ୍ରକଳ୍ପ ଲୋକାର୍ପଣ, ଶିଳାନ୍ୟାସ
ବଲାଙ୍ଗୀର ଅଫିସ, ୨୨।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ବଲାଙ୍ଗୀର ଜିଲାର ୨ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ୧ କୋଟି ୮୮...
ହାଇକୋର୍ଟ ଥିଲା, ସ୍ଥାୟୀ ବେଞ୍ଚ ଫେରାଅ
ବଲାଙ୍ଗୀର ଅଫିସ, ୨୧ା୧୦: ଓଡିଶା ସହ ଗଡଜାତ ମିଶ୍ରଣ ପୂର୍ବରୁ ବଲାଙ୍ଗୀରରେ ହାଇକୋର୍ଟ କାର୍ଯ୍ୟ କରୁଥିଲା। ଗଡଜାତ ମିଶ୍ରଣ ପରେ ବଲାଙ୍ଗୀରରୁ ହାଇକୋର୍ଟ ଉଠାଇ ଦିଆଯାଇ କଟକ ହାଇକୋର୍ଟ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହା ଇତିହାସ ହୋଇପାରେ, ମାତ୍ର ଏହାହିଁ ସତ୍ୟତା।...
Archives


